Home Left

ମହାଦେବଙ୍କୁ ପୂଜାର୍ଚ୍ଚନା ପରେ ନାମାଙ୍କନ ଭରିଲେ ଆଶିଷ

ଭୋଗରାଇ,୧୪l୫(ପ୍ରଦୀପ ଦାସ)-ସାଧାରଣ ନିର୍ବାଚନ ଲାଗି ନାମାଙ୍କନର ଶେଷ ଦିନରେ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଆଶିଷ କୁମାର ପାତ୍ର ବାଲେଶ୍ୱର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ପୂର୍ବରୁ ବିଜେଡି ପ୍ରାର୍ଥୀ ଗୌତମବୁଦ୍ଧ ଦାସ ଓ କଂଗ୍ରେସର…

ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ ମୁତାବକ କିଛି ମାସ ପୂର୍ବେ ଜଣେ ପ୍ରସିଦ୍ଧ ଗାୟକଙ୍କ ଜରିଆରେ ସେ କୋଲକାତା…

ଆହତ ସତ୍ତ୍ୱେ ଟସ୍କିନ ଅହମଦଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଢାକା,୧୪ା୫: ପାର୍ଶ୍ୱ ଯନ୍ତ୍ରଣା ପାଇଁ ଚିକିତ୍ସାଧୀନ ଥିବା ସତ୍ତ୍ୱେ ପେସ୍‌ ବୋଲର ଟସ୍କିନ ଅହମଦ ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବାଂଲାଦେଶ ଦଳରେ ସ୍ଥାନ ପାଇଛନ୍ତି। ତାଙ୍କୁ ଦଳର ଉପଅଧିନାୟକ କରାଯାଇଛି। ଗତ ସପ୍ତାହରେ ଜିମ୍ବାଓ୍ବେ ବିପକ୍ଷ ୫ମ ଅନ୍ତର୍ଜାତୀୟ…

ଗାଳି ପରେ ଏବେ କେ ଏଲ୍‌ ରାହୁଲଙ୍କୁ ଡିନର୍‌ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ

ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍‌ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍‌ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଉକ୍ତ ଫଟୋରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିଥିବା…

ଅବକାରୀ ଦୁର୍ନୀତି ମାମଲା: ଏଏପିକୁ ଅଭିଯୁକ୍ତ ଦର୍ଶାଇବ ଇଡି

ନୂଆଦିଲ୍ଲୀ,୧୪।୫: ଅବକାରୀ ଦୁର୍ନୀତି ମାମଲାରେ ଦାଖଲ କରାଯିବାକୁ ଥିବା ଆଗାମୀ ଅଭିଯୋଗପତ୍ରରେ ଆମ ଆଦମୀ ପାର୍ଟି(ଏଏପି)କୁ ଅଭିଯୁକ୍ତ ଦର୍ଶାଯିବ ବୋଲି ଦିଲ୍ଲୀ ହାଇକୋର୍ଟରେ ଇଡି କହିଛି। ଏପରିକି ମନିଷ ସିସୋଡିଆଙ୍କ ଜାମିନ ଆବେଦନକୁ ବିରୋଧ କରି ତାଙ୍କ ଦ୍ୱାରା ଲଗାତାର ଭାବେ…

ଶକ୍ତି ପ୍ରଦର୍ଶନ କଲା ବିଜେଡି: ୭ ପଞ୍ଚାୟତରେ ବାଇକ୍‌ ରାଲି

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବାଇକ୍‌ ରାଲି ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ହାଟଡିହୀ ବ୍ଲକର ୩୭ନମ୍ବର ଜୋନ ଅଧୀନ ଳିଙ୍ଗା, ଶାଳନିଆ,ଡ଼ଅଁର, ଗେଡ଼ମା, ଆଇତିପୁର, ସଡ଼ଙ୍ଗ, ହାବେଳେଶ୍ୱର ପ୍ରଭୃତି ୭ଟି…

ଆସୁଛି ବଡ଼ ଲଘୁଚାପ! ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୫: ଆସୁଛି ବଡ଼ ବର୍ଷା। ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ପବନ ହେବା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି। ତେବେ ଆଗାମୀ ୪୮ ଘଣ୍ଟା ପରେ ରାଜ୍ୟରେ…

ପରିବାବାଲା ଗାଡ଼ିରୁ ଲକ୍ଷେ ଟଙ୍କା ଜବତ

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ସୋସୋ ପୋଲିସ ଏବଂ ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀ କେନ୍ଦୁଝର- ଭଦ୍ରକ ସୀମାନ୍ତ ଅଞ୍ଚଳ କାନପୁରଠାରେ ଗାଡି ଯାଞ୍ଚ କରୁଥିଲେ l ସେତିକିବେଳେ ଆଗରପଡାରୁ ସୋସୋ ଥାନା ଅଞ୍ଚଳକୁ ପରିବା ବିକି ପାଇ…

ନିଖୋଜର ଦିନକ ପରେ ମିଳିଲା ମୃତଦେହ: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଭମରମାଲ ଛକ ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ଗ୍ରାମର ରଏନପଡାର ବିରଞ୍ଚି ନାଏକ(୩୨)। ମିଳିଥିବା ସୂଚନା ମୁତାବକ, ବିରଞ୍ଚିଙ୍କୁ…

ଆଗକୁ ନିର୍ବାଚନ: ଅଭୟାରଣ୍ୟରୁ ଜବତ ହେଲା ବିପୁଳ ପରିମାଣରେ ଦେଶୀ ମଦ, ମହୁଲ ପୋଚ

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଡିଏସ୍‌ପି ପ୍ରଶାନ୍ତ କୁମାର ବେହେରା ଏବଂ ତାଙ୍କ ଟିମ୍‌କୁ ଏକ ସଫଳତା ମିଳିଛି। ବେଆଇନ ଦେଶୀ ମଦ ପ୍ରସ୍ତୁତ ହେଉଥିବା ତିନୋଟି ଆଡ୍ଡାକୁ ଟିମ୍‌ ଠାବ କରିବାରେ ସଫଳ ହୋଇଛି। ନିର୍ବାଚନକୁ ଦୃଷ୍ଟିରେ…

ଗାଡି ଯାଞ୍ଚ ବେଳେ ଧରାପଡ଼ିଲା ଗଞ୍ଜେଇ: ୨ ଯାତ୍ରୀ ସମେତ ଅଟୋ ଚାଳକଙ୍କୁ ପୋଲିସର ପଚରାଉଚରା

ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନମ୍ବର ଜାତୀୟ ରାଜପଥରେ ଏସଏସ୍‌ଟି ଟିମର ଗାଡି ଯାଞ୍ଚ ବେଳେ ୨ ପ୍ୟାକେଟ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତି ଥିବା ସନ୍ଦେହରେ ପୋଲିସ ଓ ଏସଏସଟି ଟିମ୍‌…

ତୃତୀୟ ଥର କାହିଁକି ବାରାଣସୀକୁ ବାଛିଲେ ମୋଦି, କ’ଣ ରହିଛି ଏଠି ଯାହାକୁ କେବଳ ଭାଜପା ପଢିଛି?

ବାରାଣସୀ,୧୪।୫: ସେହି କାଶୀ ଯାହା ଶାସନର ମୁଖ୍ୟ ଡୋର ପରିଣତ ହେଲା। ସେହି କାଶୀ ଯାହା ଦେଶର ରାଜନୀତିରେ ଏକ ହଟ ସିଟ ହୋଇଗଲା। ସେହି କାଶୀ ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଭାଗ୍ୟଶାଳୀ ଆସନ ପାଲଟିଥିଲା। ମହାଦେବ ସହର କାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?