Home Left

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧିନ ଚାରଗୋଠ ଗ୍ରାମ ନିକଟସ୍ଥ ପୋଖରୀ ପାର୍ଶ୍ୱରେ ଥିବା…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ ଅଗଷ୍ଟରେ ଆରମ୍ଭ ହେବାର ଥିଲା। ମଙ୍ଗଳବାର, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଉଠା ଦୋକାନୀଙ୍କ ପାଇଁ ଥଇଥାନ ପାଇଁ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ ଗତକାଲି ଯାଜପୁର କୁଆଖିଆରୁ ଗିରଫ କରିଛି। ଗତକାଲି ବିଳମ୍ବିତ ରାତିରେ କଟକ ସାଇବର…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ ରହମାନଙ୍କ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି ଦେଇଥିଲେ । ଶନିବାର ସକାଳ ୮ଟାରେ ଯୁବକ ଜଣଙ୍କ ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର ବୀରମିତ୍ରପୁର ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିହାର ଭାଗଲପୁର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଲଜ୍ଜାଜନକ ଘଟଣା ଆଲୋଡନ ଖେଳାଇ…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପଞ୍ଚ ଦିବସୀୟ ତଥା ୪ର୍ଥ ଅନ୍ତିମ ପ୍ରବୋଧନ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ ଜଣଙ୍କୁ ବସ୍ତା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ କଲମ୍ବୋରେ 2026 T20 World Cupରେ ପରସ୍ପର ସହିତ ମୁହାଁମୁହିଁ ହେବାର କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri