Home Left

୩ଟା ସୁଦ୍ଧା କୋରାପୁଟରେ ୫୩.୨୭ ପ୍ରତିଶତ ମତଦାନ

କୋରାପୁଟ,୧୩।୫(ଅମିତାଭ ବେହେରା ) ଅପରାହ୍ନ ୩ଟା ସୁଦ୍ଧା କୋରାପୁଟ ଜିଲାରେ ୫୩.୨୭ ପ୍ରତିଶତ ମତଦାନ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ଼ ବିଧାନସଭା ଆସନରେ ୫୫.୭୭ ପ୍ରତିଶତ ମତଦାନ ହୋଇଥିବା ବେଳେ ଜୟପୁର ବିଧାନସଭା ଅଞ୍ଚଳରେ…

ମାଓବାଦୀ ଅଞ୍ଚଳରୁ ହେଲିକପ୍ଟରରେ ଫେରିଲେ ପୋଲିଂ ପାର୍ଟି

ନୂଆପଡ଼ା,୧୩।୫(ମକାରୁ ବେମାଲ): ନୂଆପଡ଼ା ଜିଲା ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ସୋମବାର ପୋଲିଂ ପାର୍ଟି ଭୋଟ ଗ୍ରହଣ ଶେଷ କରି ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଅପରାହ୍ନରେ ଫେରିଆସିଛନ୍ତି। ସୂଚନା ଯୋଗ୍ୟ, ଅଭୟାରଣ୍ୟ ଭିତରେ ୫ଟି ପୋଲିଂ ବୁଥ ସୁନାବେଡା, ଗାତିବେଡା,…

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ,୧୩।୫: ନେଦରଲାଣ୍ଡ୍ସ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କରିଛି। ଦଳ ସ୍କଟ ଏଡୱାର୍ଡସଙ୍କୁ ଅଧିନାୟକ କରିଛି। ଆର୍ଯ୍ୟନ ଦତ୍ତ ଏବଂ ବାସ ଡି ଲିଡେ ମଧ୍ୟ ଦଳର ଏକ ଅଂଶ। ନେଦରଲାଣ୍ଡ୍ସ ଚଳିତ ଥର ଅଭିଜ୍ଞ ଖେଳାଳି…

ମୁମ୍ବାଇରେ ପ୍ରବଳ ବର୍ଷା, ବିମାନ ସେବା ପ୍ରଭାବିତ, ହୋଡିଂ ପଡି ୭ ଆହତ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୩।୫: ମୁମ୍ବାଇରେ ପ୍ରବଳ ବର୍ଷା ଓ ଘୁର୍ଣ୍ଣିଝଡ଼ ସୃଷ୍ଟି ହୋଇଥିଲା, ଫଳରେ ମୁମ୍ବାଇ ବିମାନ ବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି। ସୋମବାର ହୋଇଥିବା ଏହି ବର୍ଷାରେ ଅନେକ ଜାତୀୟ ଏବଂ ଆନ୍ତର୍ଜାତୀୟ ବିମାନକୁ ଡାଇଭର୍ଟ କରାଯିବା ସହ କେତେକର ସମୟ…

ବିଜେଡି ଏମ୍‌ପି, ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ଲୋକସଭା ଆସନ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ବୀରମହାରାଜପୁର ବିଧାନସଭା ପ୍ରାର୍ଥୀ ପଦ୍ମନାଭ ବେହେରା ସୋମବାର ବିନିକା ବ୍ଲକ କଇନ୍ତରା ଗାଁରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ଏକ ଅଘଟଣ ଘଟିଛି। ନିର୍ବାଚନ ପ୍ରଚାର…

ମୋଦିଙ୍କ ନାମାଙ୍କନ ପୂର୍ବରୁ ବାରାଣସୀରେ କାହିଁକି ପହଞ୍ଚିଛନ୍ତି ୧୫୦ କିନ୍ନର ସନ୍ଥ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ବାରାଣାସୀରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି, ଯେଉଁଥିପାଇଁ ଭାଜପା ସମସ୍ତ ପ୍ରସ୍ତୁତି ଚଳାଇଛି, ଏହା ପୂର୍ବରୁ ସୋମବାର, ପ୍ରଧାନମନ୍ତ୍ରୀଙ୍କ ୬କିଲୋମିଟର ଲମ୍ବା ରୋଡ ସୋ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି କାଶୀ…

ପର୍ଯ୍ୟଟନସ୍ଥଳ ବୁଲିବା ହେଲା କାଳ, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

କୋରାପୁଟ,୧୩।୫(ଅମିତାଭ ବେହେରା): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର ଗଳିଗୋବଡର ପର୍ଯ୍ୟଟନସ୍ଥଳରେ ପାଣିରେ ବୁଡି କୋରାପୁଟ ସହରର ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତଦେହକୁ ପାଣିରୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ। ବ୍ୟବଛେଦ ପାଇଁ ପଟାଙ୍ଗି ମେଡିକାଲକୁ ଅଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ…

ୱେବ କାଷ୍ଟିଙ୍ଗରୁ ଧରାପଡି ପୋଲିଂ ଅଫିସର ନିଲମ୍ବିତ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ):ନର୍ଲା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ କେସିଙ୍ଗା ବ୍ଲକର ତୁର୍ଲାଖମନ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିୟୋଜିତ ହୋଇ ଥିବା ଚତୁର୍ଥ ପୁଲିଙ୍ଗ ଅଫିସର ତଥା ଧର୍ମଗଡ଼ ଅତିରିକ୍ତ ଉପ ରେଜିଷ୍ଟ୍ରେସନ ଅଧିକାରୀ ତେଜନଶୁ ସାହା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ୱେବ କାଷ୍ଟିଙ୍ଗରୁ…

୨୦୨୯ରେ କିଏ ହେବ ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଦାବିବାର? ସଫା ସଫା କହିଲେ ଶାହା

ନୂଆଦିଲ୍ଲୀ,୧୩।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭୋଟ ସମଗ୍ର ଦେଶରେ ପର୍ଯ୍ୟାୟକ୍ରମେ ଚାଲିଛି। ଏଭଳି ପରିସ୍ଥିତିରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ପ୍ରମୁଖ ବିରୋଧୀ ଦଳର ନେତାମାନେ ନିର୍ବାଚନ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ବରିଷ୍ଠ…

ତେଜ ପ୍ରତାପଙ୍କ ରାଗ, ଆରଜେଡି କର୍ମୀଙ୍କୁ ମଞ୍ଚ ଉପରୁ ଠେଲିଦେଲେ

ପାଟନା,୧୩।୫: ବର୍ତ୍ତମାନ ବିହାରର ରାଜଧାନୀ ପାଟନାରୁ ବଡ ଖବର ସାମ୍ନାକୁ ଆସୁଛି, ଯେଉଁଠାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ପୂର୍ବତନ ମନ୍ତ୍ରୀ ତେଜ ପ୍ରତାପ ଯାଦବ ଜଣେ ଆରଜେଡି କର୍ମୀଙ୍କୁ ମଞ୍ଚରୁ ଠେଲି ଦେଇଛନ୍ତି। ବାସ୍ତବରେ…

‘ପ୍ରଚଣ୍ଡ’ଙ୍କ ନେତୃତ୍ୱ ବାଲା ସରକାରଙ୍କୁ ଲାଗିଲା ବଡ ଝଟ୍‌କା

କାଠମାଣ୍ଡୁ,୧୩।୫: ନେପାଳର ଉପପ୍ରଧାନମନ୍ତ୍ରୀ ତଥା ଜନତା ସମାଜବାଦି ପାର୍ଟି-ନେପାଳ (ଜେଏସପି-ଏନ)ର ଅଧ୍ୟକ୍ଷ ଉପେନ୍ଦ୍ର ଯାଦବ ସୋମବାର ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଯାଦବଙ୍କ ଇସ୍ତଫା ସହିତ ତାଙ୍କ ଦଳ ସରକାରରୁ ବାହାରି ଯାଇଛି। ଗୋଟିଏ ପ୍ରକାରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ…

୨ ପ୍ରିଜାଇଡିଂ ଅଫିସର୍‌ଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?