Home Left

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି ରାସ୍ତା ଦେଇ ଏକ ଚିପ୍ସ ବୋଝେଇ ହାଇଓ୍ବା ଅତିକ୍ରମ କରୁଥିବାବେଳେ କଲଭର୍ଟଟି ଭାଙ୍ଗି…

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍‌୍‌ଦାନ କେନ୍ଦ୍ରରେ ଥିବା…

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟରେ ୧୮୭ ରନ୍‌ କରିଥିଲା ଜବାବରେ…

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ, ମଳିନ ଦିଶୁଛି ମହାପ୍ରଭୁଙ୍କ ଶ୍ରୀମୁଖ। ଶ୍ରୀଅଙ୍ଗ ରେ ଲାଗି ହେଉଥିବା କସ୍ତୁରୀ ଅଭାବରୁ ଏବେ ଚନ୍ତାରେ ଶ୍ରୀମନ୍ଦିର ପ୍ରଶାସନ।

କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ…

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ…

ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌

ସମ୍ବଲପୁର,୧୩।୫(ବି.ଶଙ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ଷେପର କଡ଼ା ଜବାବ ଦେବା ପରେ ଓଡ଼ିଶା ଭାଜପା ବର୍ତ୍ତମାନ ଚିନ୍ତାରେ ପଡିଛି। କାରଣ ଓଡ଼ିଶା ପ୍ରତି କେନ୍ଦ୍ର କରୁଥିବା ପ୍ରତାରଣାର କାହାଣୀ ଲୋକଙ୍କ ଆଗରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ନିର୍ବାଚନ ପାଇଁ ୧୭ ହଜାର ପୋଲିସ

ଭୁବନେଶ୍ୱର,୧୩।୫(ସତ୍ୟଜିତ୍‌ ରାଉତ): ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ୯ ଜିଲାରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କର ୧୭ ହଜାର ପୋଲିସ ନିୟୋଜିତ ହୋଇଛନ୍ତି। ବିଶେଷକରି ମାଓବାଦୀ ଅଧ୍ୟୁଷିତ…

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ…

ହସ୍ତଶିଳ୍ପ ଷ୍ଟଲ୍‌ରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲରେ ପ୍ରବଳ ଭିଡ ଜମାଉଛନ୍ତି। ସେହିଭଳି ସୁଲଭ ମୂଲ୍ୟରେ…

ଆମ୍ବୁଲାନ୍ସକୁ ମଧ୍ୟ ଯାଞ୍ଚ କଲା ଫ୍ଲାଇଂ ସ୍କ୍ବାଡ୍‌

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): କନ୍ଧମାଳ ପ୍ରଶାସନ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଅଞ୍ଚଳରେ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ନାକା ଲାଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଉକ୍ତ ବ୍ଲକର ୫୯ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?