Home Left

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

ଧର୍ମେନ୍ଦ୍ରଙ୍କୁ ଆଶୀର୍ବାଦ କଲେ ପୁରୀ ଶ୍ରୀମନ୍ଦିର ସେବାୟତ

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ରବିବାର ସନ୍ଧ୍ୟାରେ ସମ୍ବଲପୁରରେ ଭେଟିଥିଲେ। ସେବାୟତମାନେ ବିଭିନ୍ନ ମନ୍ତ୍ର ଉଚ୍ଚାରଣ ପୂର୍ବକ ଧର୍ମେନ୍ଦ୍ରଙ୍କ କାନ୍ଧରେ ବଡ଼ଠାକୁରଙ୍କ କରପଲ୍ଲବ, ଶ୍ରୀଅଙ୍ଗ…

ବିହାରରେ ଏଥର ଗୋଟିଏ ବି ଆସନ ହାରିବୁ ନାହିଁ, ଚତୁର୍ଥ ପର୍ଯ୍ୟାୟ ଭୋଟ ପୂର୍ବରୁ କାହିଁକି ଏମିତି କହିଲେ ମୋଦି

ପାଟନା,୧୨।୫: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ପୁଣି ଥରେ କଂଗ୍ରେସ ଏବଂ I.N.D.I.A ସହଯୋଗୀ ଦଳକୁ ଟାର୍ଗେଟ କରିଛନ୍ତି। ସେ ୪୦୦ ପାର୍‌ ଏବଂ ବିହାରରେ ବିଜୟ ବିଷୟରେ ମଧ୍ୟ କହିଥିଲେ।…

ଏଏପିକୁ ବାଛିଲେ ମୋତେ ଦ୍ୱିତୀୟ ଥର ଜେଲ ଯିବାକୁ ପଡିବ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୫: ମଧ୍ୟବର୍ତ୍ତୀକାଳୀନ ଜାମିନରେ ତିହାର ଜେଲରୁ ମୁକ୍ତ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଏକ ରୋଡ ଶୋ’ରେ ଲୋକଙ୍କୁ କହିଛନ୍ତି ଯେ ଯଦି ସେମାନେ ତାଙ୍କୁ ଭୋଟ ଦିଅନ୍ତି…

ତେଲଙ୍ଗାନା, ଆନ୍ଧ୍ର ପ୍ରଦେଶ, ଓଡ଼ିଶା. ପଶ୍ଚିମ ବଙ୍ଗରେ ଏମିତି ଫଳାଫଳ ଆସିବ ଯାହା କଳ୍ପନା କରାଯାଇ ନ ପାରେ : ମୋଦି

ପାଟନା,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି ଯେ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗରେ ଏପରି ଫଳାଫଳ ଆସିବ ଯାହାକୁ ଆପଣ କଳ୍ପନା କରିପାରିବେ ନାହିଁ। ଉତ୍ତର, ଦକ୍ଷିଣ, ପୂର୍ବ ଏବଂ ପଶ୍ଚିମର ସବୁ ସ୍ଥାନରେ ପ୍ରବଳ ଝଡ଼ ସୃଷ୍ଟି ହୋଇଛି।…

ଝାଡ଼ଖଣ୍ଡ ମନ୍ତ୍ରୀ ଆଲମଗିରଙ୍କୁ ସମନ ଜାରି କଲା ଇଡି

ରାଞ୍ଚି,୧୨ା୫: ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବଙ୍କ ସହାୟକ ଘରୁ ଗତ ସପ୍ତାହରେ ୩୪ କୋଟି ଟଙ୍କା ଜବତ ହୋଇଥିଲା। ଏହି ମାମଲାରେ ସଚିବ ସଞ୍ଜୀବ ଲାଲ୍‌ ଏବଂ ତାଙ୍କ ଘରୋଇ ସହାୟକ ଜେହାଙ୍ଗୀରଙ୍କୁ ଗିରଫ କରାଯାଇଥିବା…

କଂଗ୍ରେସର ପରାଜୟକୁ ଲୁଚାଇବାକୁ ବାହାନା ଖୋଜୁଛନ୍ତି ବିରୋଧୀ: ପୀୟୁଷ

ନୂଆଦିଲ୍ଲୀ,୧୨।୫: କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ରବିବାର କହିଛନ୍ତି ଯେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ ଟାମ୍ପରିଂ କରୁଥିବା ଅଭିଯୋଗ ଲୋକ ସଭା ନିର୍ବାଚନରେ କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ପରାଜୟକୁ ଲୁଚାଇବା ପାଇଁ…

ଛକା-ଚୌକା ମାରି ପ୍ରଥମେ ଚିଡ଼ାଇଲେ କୋହଲି, ଆଉଟ୍‌ ହେବା ପରେ ଇଶାନ୍ତ ନେଲେ ବଦ୍‌ଲା: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଇଶାନ୍ତ ଶର୍ମା ଏବଂ ବିରାଟ କୋହଲିଙ୍କ ମଧ୍ୟରେ ଏକ ମଜାଦାର ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚରେ ଇଶାନ୍ତ ଶର୍ମା ବିରାଟ କୋହଲିଙ୍କୁ…

କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଉତୁକୁଡା ଗାଁରେ। ଉକ୍ତ ଗ୍ରାମର…

କ୍ରିକେଟ୍‌ରେ ଓବିଏସ୍‌ ଆଉଟ୍‌ କ’ଣ? ଆଇପିଏଲ୍‌ ଇତିହାସରେ ମାତ୍ର ୩ ଜଣ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି ଏମିତି ଆଉଟ୍‌

ଚେନ୍ନାଇ,୧୨।୫: ଆଇପିଏଲ ୨୦୨୪ର ୬୧ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇ ଜିତିଥିଲା। ଏହି ମ୍ୟାଚ୍‌ରେ ଫିଲ୍ଡରେ ବାଧା ସୃଷ୍ଟି (Obstructing the field dismissals) ହେତୁ…

ଶକ୍ତିଶାଳୀ ଭୂକମ୍ପରେ ଥରିଲା ମେକ୍ସିକୋ

ମେକ୍ସିକୋ ସିଟି,୧୨।୫: ମେକ୍ସିକୋ-ଗ୍ବାଟେମାଲା ସୀମାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ଥିବା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତିର ଖବର ନାହିଁ। ଭୂକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ମେକ୍ସିକୋର…

ଷ୍ଟମ୍ପ୍‌ରେ ବାଜି ନ ଥିଲା ବଲ୍‌, ଆଉଟ୍‌ ହୋଇଗଲେ ଜାଡେଜା: ଦେଖନ୍ତୁ ଭିଡିଓ

ଚେନ୍ନାଇ,୧୨।୫: ଆଇପିଏଲ୍‌ରେ ରବିବାର ଖେଳାଯାଇଥିବା ଚେନ୍ନାଇ ସୁପର କିଙ୍ଗ୍ସ ବନାମ ରାଜସ୍ଥାନ ରୟାଲ୍ସ ମ୍ୟାଚରେ ଏବେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପ୍ରଥମେ ଖେଳି ଆରଆର ୨୦ ଓଭରରେ ୧୪୧ ରନ ସ୍କୋର କରିଥିଲା। ଟାର୍ଗେଟକୁ ପିଛା କରି ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?