ଆଜି ବି ମଣିଷ ଜୀବନ ଉପରେ ପ୍ରଭାବ ପକାଉଛି ମହାଭାରତ ଯୁଗର ଏସବୁ ଅଭିଶାପ: ଯୁଧିଷ୍ଠିରଙ୍କ ଯୋଗୁ…
ମହାଭାରତ ଦୁନିଆର ସବୁଠାରୁ ବଡ଼ କାବ୍ୟ। ଏହି ଯୁଦ୍ଧରେ ଅଭିଶାପର ପ୍ରମୁଖ ଭୂମିକା ରହିଛି। ସେଥିରୁ କିଛି ଆଜି ପର୍ଯ୍ୟନ୍ତ ଚାଲି ଆସୁଥିବା ବିଶ୍ୱାସ ରହିଛି। ଯୁଧିଷ୍ଠିରଙ୍କ ଅଭିଶାପ: କର୍ଣ୍ଣଙ୍କ ବଧ ପରେ କୁନ୍ତି ବଡ଼ପୁଅଙ୍କ ମୃତଦେହ ନିକଟରେ କ୍ରନ୍ଦନ କରୁଥିଲେ।…
ସୁରକ୍ଷା, ଖାଦ୍ୟ ନିରାପତ୍ତା ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ
ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ଗୁଜରାଟ ଆନନ୍ଦର ଅମୁଲ ଦୁଗ୍ଧ ସମବାୟ ସମିତିକୁ ସମର୍ଥନ କରି ଏବଂ ଜାତୀୟ ଦୁଗ୍ଧ ବିକାଶ ବୋର୍ଡ ଗଠନ କରି ଦୁଗ୍ଧର ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ଏକ ଜାତୀୟ ଅଭିଯାନ…
ଲୋକଙ୍କ ସୁରକ୍ଷା ଅପରିହାର୍ଯ୍ୟ
ଦୁନିଆର ପ୍ରତ୍ୟେକ ବ୍ୟକ୍ତିଙ୍କର ନିର୍ଭୟରେ ଭଲ ଜୀବନ, ସୁସ୍ଥ ଜୀବନଶୈଳୀ ଏବଂ ଜୀବନଯାପନ କରିବାର ଅଧିକାର ରହିଛି। ମାତ୍ର ମାନବ ଚାଲାଣ ଭଳି ଘୁଣ୍ୟ କାର୍ଯ୍ୟ ଯୋଗୁଁ, ଅନେକ ସମୟରେ ଲୋକମାନେ ସେମାନଙ୍କର ଜୀବନର ଆନନ୍ଦରୁ ବଞ୍ଚିତ ହୋଇଥାନ୍ତି ଏବଂ ସେମାନଙ୍କର…
ଖୋର୍ଦ୍ଧାକୁ ହରାଇ ଫରେଷ୍ଟ ଭିଲାଇ ଚାମ୍ପିୟନ
ନୂଆପଡ଼ା,୧୧।୧(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ସର୍ବଭାରତୀୟ ୩୨ତମ ୱାଇଏମ୍ସି କପ୍ କ୍ରିକେଟ ବୁଧବାର ଫାଇନାଲ ମ୍ୟାଚ୍ରେ ଇଷ୍ଟକୋଷ୍ଟ ଖୋର୍ଦ୍ଧାକୁ ହରାଇ ଫରେଷ୍ଟ ଭିଲାଇ ଚାମ୍ପିୟନ ହୋଇଛି। ଖୋର୍ଦ୍ଧା ବ୍ୟାଟିଂ କରି ନିର୍ଦ୍ଧାରିତ ୩୦ ଓଭରରେ ୧୦ ଉଇକେଟ ହରାଇ…
ଆଜି ସେମିଫାଇନାଲ
ଭୁବନେଶ୍ୱର, ୧୧।୧ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ର ୨ଟି ଯାକ ସେମିଫାଇନାଲ ଗୁରୁବାର ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ୩୦ରେ ହେବାକୁଥିବା ପ୍ରଥମ ସେମିଫାଇନାଲରେ ଗୁଜରାଟ ଜାଏଣ୍ଟ୍ସକୁ ଭେଟିବ ଡିଫେଣ୍ଡିଂ…
ଲାମିଚାନେଙ୍କୁ ୮ ବର୍ଷ ଜେଲ
କାଠମାଣ୍ଡୁ,୧୧ା୧(ପି.ଟି): ନେପାଳ ସ୍ପିନର ସନ୍ଦୀପ ଲାମିଚାନେଙ୍କୁ ବୁଧବାର କାଠମାଣ୍ଡୁର ଏକ କୋର୍ଟ ୮ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ପୂର୍ବରୁ ଏକ ବଳାତ୍କାର ମାମଲାରେ ଲାମିଚାନେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଜଣେ ୧୮ ବର୍ଷୀୟା ମହିଳାଙ୍କୁ ଲାମିଚାନେ ବଳାତ୍କାର କରିଥିଲେ। ସିଙ୍ଗଲ…
ଲାଉରୁ ତୁମ୍ବା କ୍ରାଫ୍ଟ
ଭୁବନେଶ୍ୱର,୧୧।୧(ଶର୍ମିଷ୍ଠା ପାଣିଗ୍ରାହୀ)ତୁମ୍ବା କ୍ରାଫ୍ଟ। ଶୁଣିବାକୁ ନୂଆ ଲାଗୁଥିଲେ ବି ଏହା ହେଉଛି ଆଦିବାସୀଙ୍କ କଳା ଦକ୍ଷତାର ନିଆରା ଝଲକ। ଆମେ ଖାଉଥିବା ପରିବା ‘ଲାଉ’କୁ ଆଦିବାସୀମାନେ ତୁମ୍ବା କହିଥାଆନ୍ତି। ଆଉ ସେହି ଲାଉ ଅର୍ଥାତ୍ ତୁମ୍ବାରୁ ତିଆରି ହୋଇଛି ଆକର୍ଷଣୀୟ ମନଲୋଭା…
ଓଏଫ୍ସିର ବିଜୟଧାରା ଜାରି
ଭୁବନେଶ୍ୱର,୧୧ା୧(ସରୋଜ ଜେନା): ଇଣ୍ଡିଆନ୍ ଓମେନ୍ସ ଲିଗ୍ରେ ଅପରାଜେୟ ଧାରା ବଜାୟ ରଖିଛି ଓଡ଼ିଶା ଏଫ୍ସି(ଓଏଫ୍ସି)। ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଦଳ ୧-୦ରେ ହୋପ୍ସ ଏଫ୍ସିକୁ ପରାସ୍ତ କରିଛି। ୪୪ତମ ମିନିଟରେ ପ୍ୟାରୀ ଖାଖା ଏକମାତ୍ର ଗୋଲଟି ସ୍କୋର କରିଥିଲେ। ଉଭୟ ଦଳ…
କେରଳ ବ୍ଲାଷ୍ଟର୍ସ ୩-୧ରେ ବିଜୟୀ
ଭୁବନେଶ୍ୱର, ୧୧।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍ ଫୁଟବଲ ଟୁର୍ନାମେଣ୍ଟରେ କେରଳ ବ୍ଲାଷ୍ଟର୍ସ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଅପରାହ୍ନ ୨ଟାରେ ପିଚ୍-୧ରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୩-୧ ଗୋଲରେ ଶିଲଂ ଲାଜଂ ଏଫ୍ସିକୁ…
ସାଇନାଙ୍କ ଆଉ ଏକ କୃତିତ୍ୱ
ଭୁବନେଶ୍ୱର, ୧୧।୧(ତପନ ସ୍ବାଇଁ): ଓଡ଼ିଶାର ମହିଳା ଅନ୍ତର୍ଜାତୀୟ ମାଷ୍ଟର ଚେସ୍ ତାରକା ସାଇନା ସାଲୋନିକା କ୍ୟାରିୟରରେ ଆଉ ଏକ କୃତିତ୍ୱର ଅଧିକାରିଣୀ ହୋଇଛନ୍ତି। ନିଜ ନେତୃତ୍ୱରେ ସେ ନର୍ଥ ଜୋନ୍ ଆନ୍ତଃ ବିଶ୍ୱବିଦ୍ୟାଳୟ ଚେସ୍ ଟୁର୍ନାମେଣ୍ଟରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟକୁ ଚାମ୍ପିୟନ କରାଇଛନ୍ତି।…
ପୂର୍ବାଞ୍ଚଳ ବଜାରରେ ଲୁମିନସ୍ ଶ୍ରେଷ୍ଠ
ଭୁବନେଶ୍ୱର,୧୧।୧ (ଅଭୟ ଦାଶ): ଲୁମିନସ୍ ଇଣ୍ଡିଆ ପୁଣି ଥରେ ଘରୋଇ ବଜାରରେ ଶ୍ରେଷ୍ଠ ବ୍ରାଣ୍ଡ୍ ଓ ସେଲ୍ସର ମାନ୍ୟତା ହାସଲ କରିଛି। ଦେଶର ପୂର୍ବାଞ୍ଚଳ ରାଜ୍ୟରେ ଲୁମିନସ୍ ଉତ୍ପାଦ ରେଞ୍ଜ ଏକ ନମ୍ବର ସହ ଉଲ୍ଲେଖନୀୟ ସଫଳତା ପାଇଛି। ଏପରିକି କ୍ରମାଗତ…
ତଥ୍ୟ ନ ଥାଇ ସଫଳତା ଆକଳନ
ଭୁବନେଶ୍ୱର, ୧୧।୧ (ବନ୍ଦନା ସେଠୀ)ରାଜଧାନୀ ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉପଦ୍ରବ କମିବ, ତା’ ସାଙ୍ଗକୁ ସହରକୁ ‘ରାବିଜ୍ ଫ୍ରି’ ସିଟି କରାଯିବ। ସହରବାସୀଙ୍କୁ ଏଭଳି କିଛି ସ୍ବପ୍ନ ଦେଖାଉଛି ବିଏମ୍ସି। ସୋମବାର ହାଇକୋର୍ଟ କୁକୁରଙ୍କ ବନ୍ଧ୍ୟାକରଣ ଉପରେ ଲାଗିଥିବା ରହିତାଦେଶ ହଟାଇବା…
Archives


