ଜନ୍ମଦିନରେ ଗର୍ଲଫ୍ରେଣ୍ଡଙ୍କୁ ଲିପ୍କିସ୍ ଦେଲେ ହ୍ରିତିକ୍
ବଲିଉଡ ସୁପର ହିରୋ ହ୍ରିତିକ ରୋଶନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟିମାନେ ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ହ୍ରିତିକଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ମଧ୍ୟ ଏକ…
ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’କୁ ଅନୁମତି ଦେଲେ ମଣିପୁର ସରକାର
ଇମ୍ଫାଲ,୧୦।୧: ମଣିପୁର ସରକାର ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ଅନୁମତି ଦେଇଛନ୍ତି। ସୀମିତ ସଂଖ୍ୟକ ଲୋକଙ୍କ ସହ ଏହି ଅନୁମତି ଦିଆଯାଇଛି। ଏହାପୂର୍ବରୁ କଂଗ୍ରେସ ଦାବି କରିଥିଲା ଯେ, ମଣିପୁର ସରକାର ଇମ୍ଫାଲର ପ୍ୟାଲେସ…
ଏକନାଥ ଶିନ୍ଦେ ଦଳ ପ୍ରକୃତ ଶିବସେନା: ମହାରାଷ୍ଟ୍ର ବାଚସ୍ପତିଙ୍କ ବଡ ରାୟ
ନୂଆଦିଲ୍ଲୀ,୧୦।୧: ମହାରାଷ୍ଟ୍ର ବାଚସ୍ପତି ବୁଧବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ତାଙ୍କ ଗୋଷ୍ଠୀ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲାର ଶୁଣାଣି କରିଛନ୍ତି। ଦେଢ଼ବର୍ଷ ପୂର୍ବେ ୨୦ ଜୁନ୍ ୨୦୨୨ରେ ଏକନାଥ ଏବଂ ତାଙ୍କ ଗୋଷ୍ଠୀର ୩୯ ବିଧାୟକ ଶିବସେନାରେ ବିଦ୍ରୋହ ସୃଷ୍ଟି…
୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ
ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସଦ୍ଦ୍ଭାବନା ସଭାଗୃହ ପ୍ରକୋଷ୍ଠଠାରେ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଗୋପାଳପୁର ବେଳାଭୂମି…
ବ୍ୟକ୍ତିଗତ କାରଣ ପାଇଁ ପ୍ରଥମ ମ୍ୟାଚ୍ରୁ ଓହରିଲେ କୋହଲି
ମୋହାଲି,୧୦।୧: ମୋହଲିରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ ବିରାଟ କୋହଲି ଖେଳିବେ ନାହିଁ। ଭାରତର ମୁଖ୍ୟ କୋଚ ରାହୁଲ ଦ୍ରାବିଡ କହିଛନ୍ତି, କୋହଲି ଦ୍ୱିତୀୟ ଏବଂ ତୃତୀୟ ଟି-୨୦ ମ୍ୟାଚରେ ଖେଳିବେ। ଭାରତ ପାଇଁ…
ବଳାତ୍କାର ମାମଲାରେ ସନ୍ଦୀପ ଲାମିଚାନେଙ୍କୁ ୮ ବର୍ଷ ଜେଲ ଦଣ୍ଡାଦେଶ
ନୂଆଦିଲ୍ଲୀ,୧୦।୧: ନେପାଳ କ୍ରିକେଟର ସନ୍ଦୀପ ଲାମିଚାନେ ଜଣେ ୧୭ ବର୍ଷର ନାବାଳିକାକୁ ବଳାତ୍କାର ମାମଲାରେ ନେପାଳ କୋର୍ଟ ଦ୍ୱାରା ଆଠ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଗତ ମାସରେ ଲାମିଚାନେ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ, ଯାହା ତାଙ୍କୁ କ୍ରିକେଟ୍…
ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୦ା୧(ଦୁର୍ଯ୍ୟୋଧନ ପାତ୍ର): ଜଣେ ମହିଳା ମାଓବାଦୀ ବୁଧବାର ମାଲକାନଗିରି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ମହିଳା ମାଓବାଦୀ ଜଣକ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲା କଟକକଲ୍ୟାଣ ଥାନା ପିତାଦାବ ଗ୍ରାମ ନିବାସୀ ଉଙ୍ଗି ମାଡବି…
ବିଶ୍ୱର ଟପ୍-୩ ଅର୍ଥବ୍ୟବସ୍ଥାରେ ସାମିଲ ହେବ ଭାରତ, ମୁଁ ଦେଉଛି ଗ୍ୟାରେଣ୍ଟି: ମୋଦି
ନୂଆଦିଲ୍ଲୀ,୧୦।୧: ଭାଏବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ସମସ୍ତ ଦେଶକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମେ ଏକ ଲକ୍ଷ୍ୟ ସ୍ଥିର କରିଛୁ ଯେ ଭାରତ ସ୍ବାଧୀନତାର ୧୦୦ ବର୍ଷ ପାଳନ କରିବା…
Instagram Scam: ପୋଷ୍ଟ ଲାଇକ୍ କରିବା ମାତ୍ରେ ଖାଲି ହୋଇଯିବ ଆକାଉଣ୍ଟ, ଠକେଇରୁ ରକ୍ଷା ପାଇବାର ଉପାୟ ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧: ବର୍ଷ ୨୦୨୪ ଆରମ୍ଭ ହେବା ସହ ଅନ୍ଲାଇନ୍ ଠକେଇର ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ସାଇବର ଠକମାନେ ଇମେଲ ଲିଙ୍କ ନଚେତ ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କୁ ଅସମୟରେ ସହାୟତା ନାମରେ ଟଙ୍କା ମାଗୁଛନ୍ତି। ଠକେଇର ଏସବୁ ନୂଆ ଉପାୟକୁ…
ଚୁଚୁନ୍ଦ୍ରାକୁ ଜାବୁଡି ଧରି ୧୨ ଘଣ୍ଟା ଗଛରେ ଓହଳି ରହିଲା ଅଜଗର: ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ
ସାପ ଶିକାର କରୁଥିବା ଏକ ଲୋମଟାଙ୍କୁରା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ଏକ ଅଜଗର ସାପ ଚୁଚୁନ୍ଦ୍ରାକୁ ଧରି ଗଛ ଡାଳରେ ଓହଳି ଥିବା ଦେଖାଯାଇଛି। ଇନଷ୍ଟାଗ୍ରାମ ୟୁଜର୍ସ Stuart McKenzie ଘଟଣାର ଭିଡିଓ ଶେୟାର କରିଛନ୍ତି।…
୨୨ ମାର୍ଚ୍ଚରେ ଆରମ୍ଭ ହେବ ଆଇପିଏଲ ୨୦୨୪, ନିର୍ବାଚନ ପାଇଁ ନିଷ୍ପତ୍ତି
ନୂଆଦିଲ୍ଲୀ,୧୦।୧: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆଇପିଏଲ୍ ମାର୍ଚ୍ଚ ମାସ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ଭାରତରେ ସାଧାରଣ ନିର୍ବାଚନ ସମାନ ସମୟରେ ହେବାର ଅଛି, ତେବେ ବିସିସିଆଇ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଇପିଏଲ…
ଚର୍ଚ୍ଚାରେ ବିରାମ! ଘରକୁ ଫେରିବା ପରେ ଆଇପିଏଲ୍ ୨୦୨୪ର ପ୍ରସ୍ତୁତି ଆରମ୍ଭ କଲେ ଧୋନୀ
ନୂଆଦିଲ୍ଲୀ,୧୦।୧: ଆଇପିଏଲ୍ ୨୦୨୪ରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ ସେନେଇ ନାନାଦି ଚର୍ଚ୍ଚା ଲାଗି ରହିଥିଲା। ଏବେ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଧୋନୀଙ୍କ ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ସେ ଅଭ୍ୟାସ କରୁଥିବା…
Archives


