ଫେବୃଆରୀ ୬ରୁ ଓଳାଶୁଣୀ ଗୁମ୍ଫା ମେଳା
ଚଣ୍ଡିଖୋଲ,୧୦।୧(ପ୍ରଦୀପ୍ତ କୁମାର ପୃଷ୍ଟି): ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଆସନ୍ତା ଫେବୃଆରୀ ୬ରୁ ଆରମ୍ଭ ହେବ। ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସ ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥିରେ ପଡୁଥିବାରୁ ପରମ୍ପରା ଅନୁଯାୟୀ ସେଦିନଠାରୁ ଓଳାଶୁଣୀ ଗୁମ୍ଫା…
ଆଜିଠୁୁ ମୟୂରଭଞ୍ଜରେ ପକ୍ଷୀ ଗଣନା
ବାରିପଦା,୧୦।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବୁଧବାରଠାରୁ ପକ୍ଷୀ ଗଣନା ଆରମ୍ଭ ହେବ। ଜିଲାର ଶିମିଳିପାଳ ଅଭୟାରଣ୍ୟ ଓ ସମସ୍ତ ବନଖଣ୍ଡରେ ଏହି ଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରତି ବର୍ଷ ଶୀତ ଋତୁର ପ୍ରାରମ୍ଭରେ ଏହି ପକ୍ଷୀ ଗଣନା କାର୍ଯ୍ୟ…
କାଉଣ୍ଟର ଖୋଲୁ ଖୋଲୁ ଟିକେଟ ଶେଷ
କେନ୍ଦୁଝର,୧୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ କାଉଣ୍ଟର ଖୋଲୁ ଖୋଲୁ ରୋଗୀ ଦେଖା ଟିକେଟ ସରିଯାଉଥିବା ଅଭିଯୋଗ ହୋଇଛି। ଫଳରେ ଦୂର ଦୁରାନ୍ତରୁ ଆସୁଥିବା ଏବଂ ଲାଇନରେ ଠିଆ ହେଉଥିବା ରୋଗୀଙ୍କୁ ଟିକେଟ ମିଳୁ ନ ଥିବାରୁ ନିରାଶ…
ପ୍ରେମିକ ପାଇଁ ସ୍ବାମୀଙ୍କୁ ହତ୍ୟା
ଉଦଳା,୧୦।୧(ସନ୍ତୋଷ କୁମାର ବାଚ୍ଛିିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ନୟାରଙ୍ଗାମାଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପାଇଁ ସ୍ବାମୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ପୋଲିସ ଅଭିଯୁକ୍ତ ସ୍ତ୍ରୀ ପାନ ମୁର୍ମୁ ଏବଂ ପ୍ରେମିକ ଚନ୍ଦ୍ରମୋହନ ହେମ୍ବ୍ରମଙ୍କୁ…
କ୍ଷତିପୂରଣ ସତ୍ୟପାଠ ଦାଖଲ ପାଇଁ ସମୟ ନେଲେ ସରକାର
କଟକ,୧୦।୧ (କାର୍ତ୍ତିକ ସାହୁ): ଡଙ୍ଗାବୁଡି ମାମଲାରେ ରାଜ୍ୟ ସରକାର ମୃତାହତଙ୍କ ନିମନ୍ତେ କ୍ଷତିପୂରଣ ରାଶି ବାବଦରେ ସତ୍ୟପାଠ ଦାଖଲ ଲାଗି ସମୟ ଦେବାକୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି। ଉକ୍ତ ଟଙ୍କା ସମ୍ପର୍କରେ ବିଚାର ଚାଲିଥିବା ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି।…
ଡିଏନ୍ଏ ରିପୋର୍ଟରେ ତୃତୀୟ ମୃତକ ଦିଲୀପ
ଭୁବନେଶ୍ୱର,୧୦।୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲ ଏସି କମ୍ପ୍ରେସରରେ ଗ୍ୟାସ୍ ଭର୍ତ୍ତିବେଳେ ବିସ୍ଫୋରଣ ଘଟଣାକୁ ମଙ୍ଗଳବାର ୧୨ଦିନ ପୂରିଥିବା ବେଳେ ୩ ଜଣଙ୍କ ଜୀବନ ଯାଇଛି। ଏଭଳିସ୍ଥିତିରେ ତୃତୀୟ ମୃତକ ପୁରୀ ଜିଲା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲୀପ…
ମାଲକାନଗିରିକୁ ବିମାନସେବା ଏକ ଅବିଶ୍ୱସନୀୟ ସ୍ବପ୍ନ ଥିଲା: ପାଣ୍ଡିଆନ
ଭୁବନେଶ୍ୱର,୧୦।୧(ଅନିଲ ଦାସ): ମାଲକାନଗିରିକୁ ବିମାନସେବା ଏକ ଅବିଶ୍ୱସନୀୟ ସ୍ବପ୍ନ ଥିଲା। ବିଶ୍ୱାସକରି ହେଉ ନ ଥିବା ଭଳି ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ସାକାର କରନ୍ତି। ମଙ୍ଗଳବାର ମାଲକାନଗିରି, ନବରଙ୍ଗପୁର ଜିଲାର ରାଇଘର ଏବଂ କୋରାପୁଟ ଜିଲାର ଲକ୍ଷ୍ମୀପୁରଠାରେ ଆୟୋଜିତ ସାଧାରଣ ସଭାରେ ୫-ଟି…
ବିଜେଡିରେ ବଢ଼ୁଛନ୍ତି ଆଶାୟୀ
ଢେଙ୍କାନାଳ,୧୦ା୧(ରତନ ନାୟାର): ସାଧାରଣ ନିର୍ବାଚନ ଆଗକୁ ଥିବାରୁ ଏବେଠାରୁ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିରେ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମର୍ଥକମାନେ ସହରର ଜନଗହଳି ଅଞ୍ଚଳରେ ନିଜ ନେତାଙ୍କ ସପକ୍ଷରେ ଆଲୋଚନା କରୁଥିବା ଦେଖିବାକୁ ମିଳୁଛି। ଫଳରେ ସହରରେ ରାଜନୈତିକ…
ରାଜ୍ୟ ସରକାର କେତେ ଲୋକଙ୍କୁ ଚାଉଳ ଦେଉଛନ୍ତି ଉତ୍ତର ଦିଅନ୍ତୁ: ଭାଜପା
ଭୁବନେଶ୍ୱର, ୧୦।୧(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନକୁ ଆସିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା କରିବା ସହ ଲୋକଙ୍କ ବିକାଶ ପାଇଁ କାର୍ଯ୍ୟ କରିଛନ୍ତି। କିନ୍ତୁ ବିଜେଡି ତାହା ଓଡ଼ିଶାରେ ସଫଳ କରିବାରେ ବାଧା ସୃଷ୍ଟି କରୁଛି। କେନ୍ଦ୍ର ଯୋଜନାକୁ…
୮ ବର୍ଗରେ ହେବ ଉତ୍କଳ ଓପନ ଟେନିସ୍
[contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field label=”Message” type=”textarea” /][/contact-form] ଭୁବନେଶ୍ୱର, ୧୦।୧(ତପନ ସ୍ବାଇଁ): ଏସିଇ ଟେନିସ କ୍ଲବ ଆନୁକୂଲ୍ୟରେ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟ ୧୦ମ ସଂସ୍କରଣ ଚଳିତ ମାସ…
ବିପଦର ସଙ୍କେତ କଳାବାଘ
ଜଙ୍ଗଲରେ ବାଘ ସଂଖ୍ୟା ହ୍ରାସ ପାଉଥିବାରୁ ଇନ୍ବ୍ରିଡିଙ୍ଗ (ରକ୍ତ ସମ୍ପର୍କରେ ପ୍ରଜନନ) ବଢ଼ୁଛି। ଇନ୍ବ୍ରିଡିଙ୍ଗ୍ ଯୋଗୁ କଳାବାଘ ଜନ୍ମ ନେଉଥିବା ମଲିକ୍ୟୁଲାର ଗବେଷଣାରୁ ଜଣାପଡ଼ିଛି। ଏହା ବାଘବଂଶ ପ୍ରତି ବିପଦର ସଙ୍କେତ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ଭୁବନେଶ୍ୱର, ୧୦।୧ (ଅସମାପିକା ସାହୁ):…
ବିଜୟ ସହ ଜଗରନଟ୍ସର ଲିଗ୍ ପର୍ଯ୍ୟାୟ ଶେଷ
ଭୁବନେଶ୍ୱର, ୧୦।୧(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ରେ ବିଜୟ ସହ ଓଡ଼ିଶା ଜଗରନଟ୍ସ ଏହାର ଲିଗ୍ ପର୍ଯ୍ୟାୟ ଶେଷ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଘରୋଇ ଦଳ ୩୪-୨୩ ପଏଣ୍ଟରେ ମୁମ୍ବାଇ…
Archives


