Home Left

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ, ଅଲରାଉଣ୍ଡର କୁପର କନେଲି ଏବଂ ଦ୍ରୁତ ବୋଲର ଜାଭିୟର ବାର୍ଟଲେଟ ସମେତ ତିନି ଜଣ…

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ ବନ୍ଦ ହୋଇଯାଇଥିବା ଐତିହାସିକ ମାନହାଟନ ସବୱେ ଷ୍ଟେସନରେ ଆୟୋଜିତ ଏକ ସମାରୋହରେ ଦୁଇଟି…

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିଛି। ଏହି ଜଳପ୍ରପାତ ସହ ହଜାର ହଜାର ବର୍ଷରୁ ଅନେକ ଲୋକକଥା ଚର୍ଚ୍ଚାରେ…

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା ୩୦ରେ, BSE ସେନସେକ୍ସ ୧୯୦ ପଏଣ୍ଟ ବୃଦ୍ଧି ପାଇ ୮୫,୪୧୦.୭୪ ରେ ପହଞ୍ଚିଥିଲା ।…

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ। ଶୁଭେଚ୍ଛା ଜଣାଇବାକୁ ଲାଗିଛି ମାଳମାଳ ହୋଡିଂ ଓ ବ୍ୟାନର । ସେହିପରି ଗଞ୍ଜାମ ସହର…

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ(୯) ଟାଇଟଲ ଜିତିଛନ୍ତି। ଗୁରୁବାର ପୂର୍ବାହ୍ନ ରେଟାଇଟଲ ବିଜେତା ଇଫ୍ରାତ୍‌…

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ ଟ୍ରଫି, ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଏବଂ ମହିଳା ଦିନିକିଆ ବିଶ୍ୱକପ। ଅନେକ କ୍ରିକେଟର ରେକର୍ଡ…

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ, ଦିନସାରା ତିନୋଟି ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରଥମ ଯୋଗ, “ଶୁଭ”, ସକାଳରୁ ପ୍ରାୟ…

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ ଯାଉଛି। ଭାରତ ସରକାର ଅଷ୍ଟମ ବେତନ କମିଶନର ସୁପାରିଶକୁ ଗ୍ରହଣ କରିଛନ୍ତି। ଏହା ଜାନୁଆରୀ…

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି…

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି ଜିରୋ ନାଇଟ ପାଇଁ ବଡ଼ ଧୁମଧାମ ରେ ପାଳିତ ହୋଇଯାଇଛି ବିଶେଷ କରି ଚର୍ଚ୍ଚ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri