ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ
ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ ପରିଡା । ସୂଚନା ଅନୁଯାୟୀ ତିନି ଦିନ ଧରି ବେଗୁନିଆ ଅଞ୍ଚଳର ଆଖପାଖ ଜଙ୍ଗଲରେ…
ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ
ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ। ବଡୋଦାରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ପାଇଁ ଅନଲାଇନ ଟିକେଟ ମାତ୍ର ଆଠ ମିନିଟରେ…
ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍, ତା’ ପରେ ଆଉ କେବେ ଜାଣନ୍ତୁ…
ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। କାଲି ଚନ୍ଦ୍ର ପ୍ରାୟ ୩ ଲକ୍ଷ ୬୨ ହଜାର କିମି ନିକଟରେ…
ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ
ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍ଫେକ୍ର ଶିକାର ହୋଇଛନ୍ତି। ଏଆଇ ଦ୍ୱାରା ହୋଇଥିବା ତାଙ୍କର ଏକ ଭିଡିଓ ଭାଇରାଲ ହେବା ପରେ…
ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ
ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୩୨ ଜଣ ରୋଗୀ ICUରେ ଅଛନ୍ତି ଏବଂ ପ୍ରାଥମିକ ଚିକିତ୍ସା…
ଟିମ୍ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି ଏବଂ କଣ୍ଡିସନିଂ କୋଚ ପାଇବ। ଏହି ପ୍ରଶିକ୍ଷକଙ୍କୁ ମହିଳା ପ୍ରିମିୟର ଲିଗ (WPL 2026)…
EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍ କଲା ଇଭିଏମ୍, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା
ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି ସର୍ଭେ ପ୍ରକାଶ ପାଇବା ପରେ, ଭାରତୀୟ ଜନତା ପାର୍ଟି (ଭାଜପା)ମଧ୍ୟ କଂଗ୍ରେସ ନେତା ରାହୁଲ…
କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ ମୃତକଙ୍କ ଦୁଇ ପୁଅ ତାଙ୍କ ହତ୍ୟାକାଣ୍ଡ ଘଟାଇଛନ୍ତି। ଅଭିଯୋଗ ହୋଇଛି ଯେ ଦୁଇ ଅଭିଯୁକ୍ତ…
ନୂଆବର୍ଷରେ ପ୍ରେମିକଙ୍କୁ ଘରକୁ ଡାକିଲେ ପ୍ରେମିକା, ଶାରୀରିକ ସମ୍ପର୍କ ରଖି ସାରିବା ପରେ କାଟିଦେଲେ ପ୍ରାଇଭେଟ୍ ପାର୍ଟ, କାରଣ ଜାଣିଲେ…
ମୁମ୍ବାଇ,୨।୧: ନୂଆବର୍ଷ ଦିନ ମୁମ୍ବାଇର ସାନ୍ତାକ୍ରୁଜରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ୨୫ ବର୍ଷୀୟ ମହିଳା ତାଙ୍କ ପ୍ରେମିକଙ୍କୁ ନୂଆବର୍ଷ ପାଇଁ ଘରକୁ ନିମନ୍ତ୍ରଣ କରିଥିଲେ, ତାଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ, ଏବଂ ତା’ପରେ ଯାହା ଘଟିଥିଲା…
ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍ଲାଇନ୍, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…
ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍ଲାଇନ୍ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ,…
‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ
ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି। ଏହି ବୟାନ ଭାରତୀୟ ଜନତା ପାର୍ଟି (ଭାଜପା)ପାଇଁ ଏକ ନୂତନ ରାଜନୈତିକ ସଙ୍କଟ ସୃଷ୍ଟି…
ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା ପରିସରରେ ରାଜ୍ୟସ୍ତରୀୟ ପଞ୍ଚମ ଧନୁଯାତ୍ର କୁଇଜ୍ ପ୍ରତିଯୋଗିତା ଗୁରୁବାର ଅନୁଷ୍ଠିତ ହେଇଯାଇଛି। ମହତାବ ଶିଶୁ…
Archives


