Home Left

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ…

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର ମାସେ ପୂର୍ବରୁ ପିତାଙ୍କୁ ହରାଇଛନ୍ତି। ଏବେ ସମ୍ପୂର୍ଣ୍ଣ ଘରର ଦାୟିତ୍ୱ ଯଶ୍‌ପ୍ରୀତଙ୍କ ଉପରେ ଥିବାରୁ…

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ତାଙ୍କ ବିରୋଧରେ କେତେଜଣ ଅସନ୍ତୁଷ୍ଟ ନେତା ଓ…

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ ୮୦୦ କୋଟିର ଦୁର୍ନୀତି ମାମଲା ସାମ୍‌ନାକୁ ଆସିଛି। ଏହି ମାମଲାକୁ କେନ୍ଦ୍ରକରି ଦକ୍ଷିଣ ବେଙ୍ଗାଲୁରୁ…

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର ପାଖାପାଖି ୬୨ ପ୍ରତିଶତ ରହିଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪,…

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡ୍‌କ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ…

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ ସର୍ବୋଚ୍ଚ…

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚ୍‌ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି। ଏହି…

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ ୭କେଜିର ଟ୍ୟୁମର ବାହାର କରାଯାଇଛି, ଯାହାକି ଭାରତରେ ଦ୍ୱିତୀୟ ବୋଲି କୁହାଯାଇଛି। ଫଳରେ ସ୍ବାସ୍ଥ୍ୟସେବା…

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ ନିମ୍ନ ଚାପରେଖା ବାହାରି ରାଜସ୍ଥାନ ପର୍ଯ୍ୟନ୍ତ ଲମ୍ବିଛି, ଯାହାକି ଉତ୍ତର ଓଡ଼ିଶା ଦେଇ ଅତିକ୍ରମ…

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ମଇ ୧୪…

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ ଓ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ ଛତିଶଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?