Home Left

ଋଷିକୁଲ୍ୟା ନଦୀରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜାନିବିଲି ଗ୍ରାମ ନିକଟରେ ଋଷିକୁଲ୍ୟା ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପର ନିର୍ମାଣ ପାଇଁ ୮୬.୫୪କୋଟି ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ…

ରୂପାନ୍ତରଣ ହେବ ସରକାରୀ ହସ୍ପିଟାଲ

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ହସ୍ପିଟାଲ ଆହୁରି ହେବ ଚକାଚକ୍‌। ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ। ସେମାନଙ୍କ ପାଇଁ ଡାକ୍ତରଖାନାରେ ରହଣି ବ୍ୟବସ୍ଥା ହେବ। ଏଥିପାଇଁ ରାଜ୍ୟ ସରକାର ‘ଆମ…

୨୧ରେ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର, ୧୪।୧୧(ସୁନିତ୍‌ ମିଶ୍ର): ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହିଦିନ ଖାଲି ପଡ଼ିଥିବା ଉପବାଚସ୍ପତି ପଦ ଲାଗି ସକାଳ ସାଢେ ୯ଟା ସମୟରେ ନିର୍ବାଚନ ହେବ। ଏହାର ପୂର୍ବଦିନ ଅର୍ଥାତ୍‌ ୨୦ ତାରିଖରେ ନାମାଙ୍କନପତ୍ର ଦାଖଲ…

ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ଦେହାନ୍ତ ପରେ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ଜାଣନ୍ତୁ

ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ବିଜୁଳି ଚୋରି ଅଭିଯୋଗରେ କର୍ଣ୍ଣାଟକ ନେତା କୁମାରସ୍ବାମୀଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ, ୧୪।୧୧: ବିଜୁଳି ଚୋରି କରିବା ଅଭିଯୋଗରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ) ନେତା ଏଚଡି. କୁମାରସ୍ବାମୀଙ୍କ ନାଁରେ ଥାନାରେ ରୁଜୁ ହେଲା ମାମଲା। ଦୀପାବଳିରେ କୁମାରସ୍ବାମୀ ବିଜୁଳି ଚୋରି କରି ତାଙ୍କର ଘରକୁ ଆଲୋକିତ କରିଥିବା ଅଭିଯୋଗ କରି…

ବାଇକରେ ରକେଟ ଲଗାଇ ଷ୍ଟଣ୍ଟ କଲେ ଯୁବକ, ଭିଡିଓ ଭାଇରାଲ…

ଚେନ୍ନାଇ,୧୪।୧୧ : ତିରୁଚିରାପଲ୍ଲୀ ପୋଲିସ ମଙ୍ଗଳବାର ଦିନ ଆଇପିସିର ବିଭିନ୍ନ ବିଭାଗ ଏବଂ ମୋଟର ଯାନ ଅଧିନିୟମ ଅନ୍ତର୍ଗତ ୧୦ ଜଣଙ୍କୁ ମୋଟରସାଇକେଲ ଚଲାଇ ବାଣ ଫୁଟାଉଥିବା ବେଳେ ବିପଜ୍ଜନକ ଷ୍ଟଣ୍ଟ ପ୍ରଦର୍ଶନ କରୁଥିବା ଅଭିଯୋଗରେ ଗିରଫ କରିଛି। ତ୍ରିଚି ଏସପି…

ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି : ମନ୍ତ୍ରୀଙ୍କ ଗସ୍ତବେଳେ ବିରୋଧ ପ୍ରଦର୍ଶନ

ବରଗଡ,୧୪।୧୧(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ଆନ୍ଦୋଳନ ତେଜିଛି। ରାଜ୍ୟ ସରକାରଙ୍କ ସଂସ୍କୃତି, ପର୍ଯ୍ୟଟନ ଏବଂ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମଙ୍ଗଳବାର ବରଗଡ ଗସ୍ତରେ ଆସିଥିବାବେଳେ ଏହି ଦାବିରେ କୋଶଲ ସେନା ବିରୋଧ ପ୍ରଦର୍ଶନ କରିଛି।…

ଦଶମ ଶ୍ରେଣୀ ଛାତ୍ରୀ ଶୌଚାଳୟରେ କଲେ ପ୍ରସବ, ପେଟ କାଟିବାରୁ ପହଞ୍ଚିଥିଲେ ହସ୍ପିଟାଲ, ତଦନ୍ତ ଜାରି…

ଲକ୍ଷ୍ନୌ,୧୪।୧୧ : ୟୁପିର ହାଥରସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଦଶମ ଶ୍ରେଣୀର ଛାତ୍ରୀ ମା‘ ହୋଇଛନ୍ତି। ପେଟ କାଟିବା ହେଉଥିବା ଅଭିଯୋଗ କରି ସେ ଜିଲା ଡାକ୍ତରଖାନାର ଜରୁରୀକାଳୀନ ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ତେବେ…

ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କଲେ ହାତୀ, ଆତଙ୍କରେ ଚାଷୀ

ନିରାକାରପୁର, ୧୪।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ବର୍ଷା ନ ଥିବା ଯୋଗୁଁ ଚାଷୀ ଏକ ପ୍ରକାର ମାନସିକ ଦୁର୍ବଳ ହୋଇପଡିଥିବା ବେଳେ ଜଙ୍ଗଲୀ ହାତୀଙ୍କ ଉତ୍ପାତ ଏବେ ସେମାନଙ୍କୁ ଶକ୍ତ ଆଘାତ ଦେଇଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନରେ…

ବେନ୍ ଷ୍ଟୋକ୍ସଙ୍କୁ ଛାଡ଼ିଲା ଚେନ୍ନାଇ ସୁପର କିଙ୍ଗସ୍, ଗତ ବର୍ଷର ନିଲାମୀରେ ୧୬.୨୫ କୋଟି ଟଙ୍କାରେ କିଣିଥିଲା

ନୂଆଦିଲ୍ଲୀ, ୧୪।୧୧: ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସଙ୍କୁ ଛାଡ଼ିଲା ଚେନ୍ନାଇ ସୁପର କିଙ୍ଗସ୍(ସିଏସକେ)। ୨୦୨୨ ନିଲାମୀରେ ଷ୍ଟୋକ୍ସଙ୍କୁ ୧୬.୨୫ କୋଟି ଟଙ୍କା ବ୍ୟୟରେ କିଣିଥିଲା ସିଏସକେ। ଆଇପିଏଲ ୨୦୨୪ ପାଇଁ ଆଉ ଗୋଟିଏ ମାସରୁ କମ ସମୟ ବାକି ଥିବା…

ସାଇବର ଅପରାଧ ରୋକିବା ସମ୍ବନ୍ଧରେ ସଚେତନତା କରାଇଲେ ଏନସିସି ଛାତ୍ରୀଛାତ୍ର

ଛତ୍ରପୁର, ୧୪।୧୧(ଦିଲ୍ଲୀପ ସାମଲ): ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଷ୍ଟୁଡେଣ୍ଟ ପୋଲିସ କେଡେଟ(ଏନସିସି)ମାନଙ୍କ ଦ୍ୱାରା ଏକ ସଚେତନତା କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ପୋଲିସ…

ଦୀପିକାଙ୍କୁ ଭେଟିବା ପାଇଁ ଆପଏଣ୍ଟମେଣ୍ଟ ନେଉଛନ୍ତି ରଣବୀର, ସୋସିଆଲ ମିଡିଆରେ ଭାଇରାଲ…

ମୁମ୍ବାଇ : ବଲିଉଡର ଚର୍ଚ୍ଚିତ ଦମ୍ପତିମାନଙ୍କ ମଧ୍ୟରୁ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ପ୍ରାୟତଃ କୌଣସି କାରଣରୁ ସବୁବେଳେ ଖବରରେ ରହିଥାନ୍ତି। ସମ୍ପ୍ରତି ଏହି ଦମ୍ପତି କଫି ବିଦ୍‌କରଣଙ୍କ ସହ ଅଷ୍ଟମ ସିଜିନର ଏପିସୋଡରେ ନଜର ଆସିଥିଲେ, ଯେଉଁଥିରେ ଦୁହେଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri