ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….
ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ ଜାରି କରାଯାଇଛି । ଏହି ଭୂମିକମ୍ପ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି…
ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା
ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ ସାମିଲ ନକରିବା, ସଭା ମଞ୍ଚର ସମ୍ମୁଖରେ ବରପୁତ୍ରମାନଙ୍କ ଫଟୋ ରଖି ବସିବା, ପାଇକ…
ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ
ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି। ପୋଲିସ କହିଛି ଯେ ପୁଅର ସ୍ବାସ୍ଥ୍ୟ ପାଇଁ ମା’ ନିଜ ଝିଅକୁ ବଳି…
ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର…
ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…
ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତ ସରକାର ପ୍ରମୁଖ ପେଟ୍ରୋକେମିକାଲ ଉତ୍ପାଦଗୁଡ଼ିକ ଉପରେ ପୂର୍ଣ୍ଣ…
୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…
ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍ ଆଣ୍ଡ୍ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…
ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ
ଓ୍ବାଶିଂଟନ୍,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ କହିଛନ୍ତି, ଆମେରିକାର ଏହି ସାମୁଦ୍ରିକ ପଥରୁ ତେଲର କୌଣସି ଆବଶ୍ୟକତା ନାହିଁ ଏବଂ…
ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା
ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ ପୁସ୍ତକ ସବୁଥିଲେ ହେଁ, ପରିଚାଳନା ଅଭାବରୁ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲାଣି। ଯେଉଁ…
ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ
ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ ଅନ୍ତର୍ଜାତୀୟ ସ୍ତରରେ ପ୍ରାୟ ସମସ୍ତ ପ୍ରମୁଖ କମ୍ପାନୀ ଏଆଇ ଏବଂ କ୍ଲାଉଡ୍ ଭିତ୍ତିଭୂମି…
ଏଇ ଭାରତରେ
ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ ଠିଆହୋଇ କିଛି ଜିନିଷ ଖୋଜୁଥିବା ଦୃଶ୍ୟ ସେ ଦେଖିବାକୁ ପାଇଥିଲେ। ସେହି ମହିଳା…
ତଳ ଅଫିସର
ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍ରେ ଯାତ୍ରୀଙ୍କ ଭିଡ଼, ପ୍ଲେନରେ ସେଇ ଯାତ୍ରୀଙ୍କ ଭିଡ଼, ଷ୍ଟେଶନରେ ବି ଯାତ୍ରୀଙ୍କ ଭିଡ଼, ମନ୍ଦିରରେ…
Archives


