Home Left

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର ନେତା ତେଜସ୍ବୀ ଯାଦବଙ୍କ ସ୍ବାସ୍ଥ୍ୟ ପୁଣି ଥରେ ଖରାପ ହୋଇଯାଇଛି। ସୂଚନାନୁସାରେ, ରବିବାର ନିର୍ବାଚନ…

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ ସେ ପୁଣି ଥରେ ତେଜସ୍ବୀ ଯାଦବଙ୍କ ବଦଳରେ ତେଜସ୍ବୀ ସୂର୍ଯ୍ୟଙ୍କୁ ଟାର୍ଗେଟ କରି ଖବରରେ…

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ ନିଷ୍ପତ୍ତି…

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଥିବା କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ପରମେଶ୍ୱରଙ୍କ ଉଦ୍ଧେଶ୍ୟରେ…

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସେ କହିଛନ୍ତି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ ୫୦…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନର୍ଲା ବ୍ଳକରୁ ଦୁଇଥର ଅଧ୍ୟକ୍ଷା ଥିବା ମନୋରମାଙ୍କ ପାଇଁ ଘରକୁ ଘର…

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି। ଏପରିସ୍ଥଳେ ରବିବାର ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତର…

ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା

ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ଛତିଶଗଡ କଂଗ୍ରେସ ନେତା ରାଧିକା ଖେଡା ଦଳରୁ ଇସ୍ତଫା…

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ସୂଚନାଥାଉ…

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି ବିବରଣୀ ଦିଆଯାଇ ନାହିଁ। ରୁଷିଆର ସରକାରୀ ସମ୍ବାଦ ଏଜେନ୍ସି TASS ଶନିବାର ଗୃହ ମନ୍ତ୍ରଣାଳୟର…

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ରାଜ୍ୟ…

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି ଗୁଜୁରାଟ ବିପକ୍ଷରେ ୨୭ବଲରେ ୪୨ ରନର ଇନିଂସ ଖେଳିଥିଲେ ଏବଂ ଆଇପିଏଲ ୨୦୨୪ରେ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?