ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର
କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି…
ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’
ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି।…
ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ…
କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ
ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର ୪ହଜାର ଥିବା କୁହାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିୟନ ଫର୍ କଞ୍ଜରବେଶନ ଅଫ୍ ନେଚର(ଆଇୟୁସିଏନ୍)ର ରେଡ୍…
ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…
ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’…
ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…
ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ କମିବାକୁ ଲାଗେ। ତେଣୁ ରାତିରେ ବିଶେଷ କରି ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ…
ଆଇପିଏଲ୍ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…
ଲକ୍ଷ୍ନୌ, ୫ା୫: ପେସ୍ ସେନ୍ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶରୁ ବାଦ୍ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ…
ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର
ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ…
ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ
ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି ବିଫଳ…
ଆମେଠିରୁ ଟିକେଟ୍ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…
ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଆମେଠିରୁ କେ.ଏଲ ଶର୍ମାଙ୍କୁ ଟିକେଟ ମିଳିବା କଂଗ୍ରେସର ସରପ୍ରାଇଜ…
ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ
ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା ଦ୍ବାରା ଲୋକଙ୍କୁ ଯାବତୀୟ ରୋଗ ହେବା ସହ ସେମାନଙ୍କ ଜୀବନକାଳ କମୁଛି। ନିକଟରେ ଉତ୍ତର…
‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’
ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଶନିବାର ମୁଖ୍ୟ ନିର୍ବାଚନ…

