Home Left

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ ହୋଇଛନ୍ତି। ଏହି ଅତର୍କିତ ଆକ୍ରମଣର କିଛି ସମୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର…

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ଇସ୍‌ଲାମାବାଦର କ୍ୟାପିଟାଲ ଡେଭେଲପମେଣ୍ଟ ଅଥରିଟି (ସିଡିଏ)ର ଫେସ୍‌ବୁକ୍‌ ପେଜ୍‌ ଅନୁଯାୟୀ…

କଂଗ୍ରେସ ନେତାଙ୍କ ମିଳିଲା ଦଗ୍ଧ ମୃତଦେହ

ଚେନ୍ନାଇ,୫ା୫ତାମିଲନାଡୁର କଂଗ୍ରେସ ନେତା କେ.ପି.କେ. ଜୟକୁମାର ଧନସିଂଙ୍କ ଦଗ୍ଧ ମୃତଦେହ ତିରୁନେଲଭେଲିସ୍ଥିତ ତାଙ୍କ ଫାର୍ମରୁ ଶନିବାର ମିଳିଛି। ତାଙ୍କ ଦୁଇଗୋଡ଼କୁ ତାରରେ ବନ୍ଧାଯାଇଥିବା ଦେଖାଯାଇଛି। ୨ ଦିନ ପୂର୍ବରୁ ସେ ନିଖୋଜ ଥିବା ନେଇ ତାଙ୍କ ପୁଅ ଶୁକ୍ରବାର ପୋଲିସରେ ଏତଲା…

ରାଜଧାନୀରୁ ନକଲି ଏନ୍‌ସିଇଆର୍‌ଟି ବହି ଜବତ

ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍‌ସିଇଆର୍‌ଟି ବହି ବିକ୍ରି କରୁଥିବା ବୁକ୍‌ ଷ୍ଟୋର ଠାବ ହୋଇଛି। ଏନ୍‌ସିଇଆର୍‌ଟିର ୨ଜଣିଆ ଟିମ୍‌ ଭୁବନେଶ୍ୱର ପୋଲିସ ସହାୟତାରେ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦୦ରୁ ଅଧିକ ନକଲି ବହି, ଗୋଟିଏ ଅଟୋରିକ୍ସା ଜବତ…

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ ଭଲ ପ୍ରଦର୍ଶନ କରି ସେ ଜାତୀୟ ଦଳରେ ସାମିଲ ହୋଇଥିଲେ। ହେଲେ ଆଶା ମୁତାବକ…

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ। ସେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)କୁ ସୁଚରିତା ଚିଠି…

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି। ପୁଷ୍ପା ଫିଲ୍ମକୁ ନେଇ ତାଙ୍କୁ ପାଗଳାମୀ ହେଉ ଅଥବା ବଲିଉଡ୍‌ ଗୀତରେ ରିଲ୍ସ କରିବାକୁ…

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍‌ ସ୍ମିଥ୍‌। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର ଉପସଭାପତି ନିଯୁକ୍ତି ଦିଅଯାଇଥିବା ବେଳେ ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶଙ୍କୁ ବାଙ୍ଗିରିପୋଷି ବିଧାନସଭା…

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ ବିରୋଧରେ ଅପହରଣ କରିଥିବା ଅଭିଯୋଗ ଆଣିଥିଲେ। କର୍ନାଟକ…

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି ମତଦାନ କରିବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ତାଙ୍କଠାରୁ ମତଦାନ ଗ୍ରହଣ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ଭାଜପା। ଧର୍ମେନ୍ଦ୍ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ହେଲେ ଭାଜପା ଓଡ଼ିଶାରେ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?