Home Left

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ ପାଣି ପାଇଁ ଲୋକେ ଡହଳବିକଳ ହେଉଛନ୍ତି। ନଳକୂପ ଅଚଳ ହୋଇପଡ଼ିଥିବା ବେଳେ ଗାଁ ପୋଖରୀରୁ…

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ ‘ପଠାନ’ ସହିତ କମବ୍ୟାକ କରିଥିଲେ ଏବଂ ଏହାର ବ୍ୟବସାୟ ସହିତ ବକ୍ସ ଅଫିସରେକ୍ରାକ କରିଥିଲେ।…

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ବିଷ୍ଣୁପ୍ରିୟା ରାଉତ ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।…

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା…

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ ଗରା, ବାଲଟି ରଖି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି…

ଆତଙ୍କବାଦୀ ନିଜ୍ଜର ହତ୍ୟାକାରୀଙ୍କ ଲରେନ୍ସ ବିଶ୍ନୋଇଙ୍କ ସହ ରହିଛି କନେକସନ, କାନାଡା ପୋଲିସ ଜାରି କଲା ଅଭିଯୁକ୍ତଙ୍କ ଫଟୋ

ଓଟାଓ୍ବା,୪।୫: ଖାଲିସ୍ତାନୀ ସମର୍ଥକ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନଜ୍ଜାରଙ୍କ ହତ୍ୟା ମାମଲାରେ କାନାଡା ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ତିନି ଅଭିଯୁକ୍ତଙ୍କ ଫଟୋ ଶେୟାର କରିଛି କାନାଡା ପୋଲିସ। ଏହା ବ୍ୟତୀତ ପୋଲିସ ନିଜ୍ଜରଙ୍କୁ ହତ୍ୟା କରିବା ପୂର୍ବରୁ ବ୍ୟବହାର…

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା। ଫଳରେ ୪ଜଣ ଗୁରୁତର ହୋଇଛି। ସେମାନଙ୍କୁ ପ୍ରଥମେ ଉଦ୍ଧାର କରି…

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ କରିଛନ୍ତି…

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ସମସ୍ତ…

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ…

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲାକ୍‌ମୀ ଏକାଡେମୀ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା…

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍‌ଜୀ ପକ୍ଷରୁ ଆକର୍ଷଣୀୟ ଅଫର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?