ନେପାଳ ଭୂକମ୍ପ ପ୍ରଭାବିତଙ୍କୁ ପତଞ୍ଜଳିର ସହାୟତା
ଭୁବନେଶ୍ୱର,୧୧।୧୧: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଗ୍ରୁପ୍ର ସହଯୋଗୀ ସଂସ୍ଥା ପତଞ୍ଜଳି ଫୁଡ୍ସ ଲିମିଟେଡ୍ ପକ୍ଷରୁ ୮ଟି ରିଲିଫ୍ ଟ୍ରକ୍ ନେପାଳ ପଠାଯାଇଛି। ଉଲ୍ଲେଖଯୋଗ୍ୟ, ପତଞ୍ଜଳିର ପ୍ରତିଷ୍ଠାତା ଅଧ୍ୟକ୍ଷ ସ୍ବାମୀ ରାମଦେବ ଏବଂ ସାଧାରଣ ସମ୍ପାଦକ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ଅଧ୍ୟକ୍ଷତାରେ…
୩ ବର୍ଷରେ ୭,୭୦୦ କୋଟିର କାର୍ଯ୍ୟ ବରାଦ
ଭୁବନେଶ୍ୱର,୧୧।୧୧ : ରାଜ୍ୟର ଅର୍ଥନୈତିକ ଏବଂ ଶିଳ୍ପର ବିକାଶ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟୋଗ ଓଡ଼ିଶା ଡିସ୍କମ୍ ବିଗତ ୩ ବର୍ଷ ମଧ୍ୟରେ ବ୍ୟାପକ କାର୍ଯ୍ୟକ୍ରମ ଓ ପଦକ୍ଷେପ ଗ୍ରହଣ କରିଛି। ଏପରିକି ରାଜ୍ୟରେ ବିତରଣ କାର୍ଯ୍ୟ…
ମୁନିକୋ ଫୁଡ୍ସ ଓଆଇସି (ମିଲେଟସ୍)ର ବିଜେତା
ଭୁବନେଶ୍ୱର,୧୧।୧୧, ଅନ୍ତର୍ଜାତୀୟ ମିଲେଟ ସମ୍ମିଳନୀ ପରିସରରେ ଷ୍ଟାର୍ଟଅପ୍ ଓଡ଼ିଶାର ଅଭିନବ କାର୍ଯ୍ୟକ୍ରମ ‘ଓଡ଼ିଶା ଇନୋଭେସନ୍ ଚ୍ୟାଲେଞ୍ଜ ବା ଓଆଇସି (ମିଲେଟସ୍)’ର ବିଜେତା ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ମୁନିକୋ ଫୁଡ୍ସ ପ୍ରଥମ ବିଜେତା ଭାବେ ୩ ଲକ୍ଷ ଟଙ୍କାର ପୁରସ୍କାର ସହ ମାନପତ୍ର…
ଆହାନଙ୍କୁ ଡବଲ ଟାଇଟଲ
ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): କୋଲକାତାରେ ଅନୁଷ୍ଠିତ ଫ୍ୟୁଚର ଷ୍ଟାର ଏଆଇଟିଏ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଟାଇଟଲ ବିଜୟୀ ହୋଇଛନ୍ତି। ବାଳିକା ସିଙ୍ଗଲ୍ସ ଫାଇନାଲରେ ସେ ପଶ୍ଚିମବଙ୍ଗର ରିୟା ରୟଙ୍କୁ ୬-୦, ୬-୦…
ଡ. ମୀନକେତନଙ୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ
ଭୁବନେଶ୍ୱର,୧୧।୧୧ : ରାଜ୍ୟର ପ୍ରମୁଖ ଘରୋଇ ବିଦ୍ୟାଳୟ ‘ଓଡିଏମ୍ ପବ୍ଲିକ୍ ସ୍କୁଲ’ର ଅଧ୍ୟକ୍ଷ ତଥା ଓଡିଏମ୍ ଏଜୁକେଶନାଲ ଫାଉଣ୍ଡେଶନ ଏବଂ ହେଲ୍ଥଭିଲେ୍ର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଟାଇମ୍ସ ଗ୍ରୁପ୍ ପକ୍ଷରୁ…
ଧନ୍ତେରସ୍ କାରବାର ଉତ୍ସାହଜନକ
ଭୁବନେଶ୍ୱର, ୧୧।୧୧, (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧନ୍ତେରସ ଉପଲକ୍ଷେ ସାରା ରାଜ୍ୟରେ ଏକ ପ୍ରକାର ଉତ୍ସବ ପାଳିତ ହେଉଥିଲା। ବିଶେଷକରି ଧନ୍ତେରସରେ ଧନ କ୍ରୟ (ମୂଲ୍ୟବାନ୍ ଅଳଙ୍କାର) ସବୁ କ୍ଷେତ୍ର ପାଇଁ ସୁଫଳ ଦେଇଥାଏ ବୋଲି କାହିଁ କେଉଁ…
ଭାରତ-କାତାର ଫୁଟ୍ବଲ ମ୍ୟାଚ: ଅନ୍ଲାଇନ ଟିକେଟ ବିକ୍ରି ଆରମ୍ଭ
ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): ଭାରତ ଓ କାତାର ମଧ୍ୟରେ ଫିଫା ବିଶ୍ୱକପ ୨୦୨୬/ଏଏଫ୍ସି ଏସିଆନ କପ୍ ୨୦୨୭ ଯୁଗ୍ମ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ ମ୍ୟାଚ ଆସନ୍ତା ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ଶୁକ୍ରବାରଠାରୁ ଅନ୍ଲାଇନ୍…
କାର୍ବନ ଫୁଟ୍ପ୍ରିଣ୍ଟ ହ୍ରାସକୁ ଗୁରୁତ୍ୱ
ଭୁବନେଶ୍ୱର,୧୧।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ଷ୍ଟିଲ୍ର ଫେରୋ ଆଲଏଜ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍ଏଏମ୍ଡି) ପକ୍ଷରୁ ଏକ ନୂତନ ତଥା ଅତ୍ୟାଧୁନିକ ଇ-ଫର୍କ ଲିଫ୍ଟର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ପରିଚାଳନା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିବାବେଳେ…
ବଲିଉଡ୍ ଫ୍ୟାଶନ ଡିଜାଇନର, ଓଲିଉଡ୍ର ପ୍ରଯୋଜିକା
ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ସ୍ବପ୍ନ ପୂରଣ ପାଇଁ ବେଳେବେଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିବାକୁ ପଡ଼େ। ମାତ୍ର ନିଜର ସ୍ବପ୍ନ ଓ ଆଶାକୁ ଅନ୍ୟର ଇଚ୍ଛାଶକ୍ତି ଆଗରେ ଜଣେ ପ୍ରକୃତ ଉଚ୍ଚାଭିଳାଷୀ ମଣିଷ ହିଁ ହାର ମାନିବାକୁ ଦେଇ ନ ଥାଏ। ତେବେ…
କୋଟି କୋଟି ଟଙ୍କା ଠକି ମାଆ-ପୁଅ ଗିରଫ
କଟକ,୧୧ା୧୧ (କାର୍ତ୍ତିକ ସାହୁ): ପ୍ଲଟ୍ ବିକ୍ରି ନାମରେ ଏକ ବଡ଼ ଧରଣର ଠକେଇ ହୋଇଛି। ଜମି ଦେବାକୁ କହି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ମାଆ-ପୁଅଙ୍କୁ ଗିରଫ ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।…
ସବୁଜ ବାଣ ଦର ଆକାଶଛୁଆଁ
କଟକ,୧୧ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ଏଥର ମହଙ୍ଗା ହେବ ଦୀପାବଳି। ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଥିଲେ ବି ବଜାରରେ ଏହି ବାଣ ଦର ମୂଲ୍ୟ ଆକାଶଛୁଆଁ ରହିଛି। ଅନ୍ୟପଟେ ପାରମ୍ପରିକ ବାଣ ଓ ରାସାୟନିକ ବାଣ ଫୁଟାଇବା ଓ ବିକ୍ରି ଉପରେ କଟକଣା…
ଟୁଇନ୍ସିଟିରେ ରାତି ୧୦ଟା ପରେ ବାଣ ଫୁଟାଇବା ମନା
ଭୁବନେଶ୍ୱର,୧୧।୧୧(ସୂର୍ଯ୍ୟକାନ୍ତ ବେହେରା): ବାୟୁ ଓ ଶବ୍ଦ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସାରା ଦେଶରେ ବାଣ ଫୁଟାଇବା ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏଥିସହ ଏହାକୁ ନିୟନ୍ତ୍ରଣ କରିବାକୁ ଆବଶ୍ୟକ ପଦକ୍ଷେପ ନେବା ଲାଗି ପରାମର୍ଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ପରାମର୍ଶ…
Archives


