Home Left

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀ ସଂରକ୍ଷିତ ଆସନ ପାଇଁ ଭାଜପା ବିଧାୟକ…

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅମିତ ଶାହା ପୂର୍ବାନୁମାନ କରିଛନ୍ତି। ନିକଟରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲକୁ…

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଟିକେଟ୍‌ ଦେଇଛି। ପୂର୍ବରୁ କଟକ ଆସନରୁ ଲୋକ ସଭା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା…

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ ଆଦେଶ…

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ ଭରଷା କରିଛନ୍ତି ବିଜେଡ଼ି ସୁପ୍ରିମୋ। ଦୀର୍ଘଦିନ ଧରି ଉକ୍ତ ଆସନ ପାଇଁ ଦଳର ଦୁଇ…

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର…

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ ପୁରସ୍କାର ପାଇଥିଲେ। ଚହଲଙ୍କୁ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳର ଏକ ଅଂଶ କରାଯାଇଥିଲା।…

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସକୁ…

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର ଆସିଥିଲା। ସେଥିରୁ ଗୋଟିଏ ଥିଲା ଦଳର ଷ୍ଟାର ବୋଲର୍‌ ଦୀପକ ଚାହର ନିଜର ପ୍ରଥମ…

ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?