ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ
ତେହରାନ୍,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ କରନ୍ତି, ତେବେ ଏହା ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ବନ୍ଦ କରିଦେବ। ଏହି…
ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’
ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଚେତାବନୀ ଦେଇଥିଲେ ଯେ ଯଦି ୪୮ ଘଣ୍ଟା ମଧ୍ୟରେ ହର୍ମୁଜ…
ତିନି ଚିରଞ୍ଜୀବୀଙ୍କ ବିଚାର
ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ ଉଦାହରଣ, ଏଥିରେ ଅଣୁମାତ୍ର ସନ୍ଦେହ ନାହିଁ। ଭାରତର ସ୍ବାଧୀନତା ଲାଭ ପାଇଁ ଯେଉଁ…
ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି
ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର ଆମେରିକା ଓ ଇସ୍ରାଏଲ୍ ବନାମ ଇରାନ୍ ଯୁଦ୍ଧ। ଏଥିରେ ଆମେରିକା ସହ ସୁସମ୍ପର୍କ…
ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…
ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତର ଲିଙ୍କ୍ ଶେୟାର କରି ହିନ୍ଦୀରେ ଲେଖିଛନ୍ତି…
ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍ ପଡ଼ିଥିବା ଚାଷୀଙ୍କ ଧାନ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ ଖରିଫ୍ରେ ଅମଳ ହୋଇଥିବା ଧାନ ବିକ୍ରି ପାଇଁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ…
ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ
ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦) ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ସିଙ୍ଗଲ ବ୍ୟାରେଲ ଦେଶୀ ବନ୍ଧୁକ ଓ…
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି । ଗତ ଶୁକ୍ରବାର ଦିନ ଘରେ ତାଲା ପକାଇ ସମ୍ପର୍କୀୟଙ୍କ…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ ଥର ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି । ଦିଗପହଣ୍ଡି ପୋଲିସ ଘର ଭିତରୁ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଜବତ…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଗାଇସିଲେଟର…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି । ଡ୍ରାଇଭରମାନଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଅନେକ ସମୟରେ ଛୋଟ ବଡ଼…
Archives


