Home Left

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି ସହ ବୈଭବ ମଧ୍ୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରୁଛି । କିଙ୍ଗ୍ସ ସର୍କଲ୍‌ସ୍ଥିତ GSB…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ ଚତୁର୍ଥୀ ସହ ହରତାଳିକା ତୀଜ ପାଳନ କରାଯାଉଛି। ଏହା ସହିତ ଆଜି ରବି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଫଳରେ ରାଜ୍ୟରେ ବର୍ଷା ପରିମାଣ କମିଥିଲେ ମଧ୍ୟ…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ସୁପରଇଣ୍ଟେଲିଜେନ୍ସ ହାସଲ କରିବାର ଏକମାତ୍ର ଉଦ୍ଦେଶ୍ୟ ମାନବଜାତିକୁ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର ଏବଂ କର୍କଟ ରାଶିରେ ଅବସ୍ଥିତ ଗୁରୁଙ୍କ ମଧ୍ୟରେ ନବପଞ୍ଚମ ଯୋଗ ସୃଷ୍ଟି ହେବ।…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି ପରିବର୍ତ୍ତନ ହେବ ନାହିଁ। କନ୍ୟା ରାଶିରେ ଅବସ୍ଥିତ ବୁଧ ଗ୍ରହର ଅସ୍ତ ଅବସ୍ଥା…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ ସାଇକିଆ କହିଛନ୍ତି ଯେ ପହଲଗାମ ଆକ୍ରମଣ ପରେ ବୋର୍ଡକୁ ସାରା ଦେଶରୁ ଚାପର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ବରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ସାମରିକ ଉତ୍ତେଜନା ହ୍ରାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି ପ୍ରଦାନ ଉତ୍ସବ ଏହି ବିଜୟ ଉତ୍ସବକୁ ଏକ ବିବାଦରେ ପରିଣତ କରିଦେଇଥିଲା। ଏସୀୟ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଜିତେନ୍ଦ୍ର ସା (୫୭)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ (ଲାଭ) ବୃଦ୍ଧି ସହ ଡଲାର ମଜଭୁତ ହେବା କାରଣରୁ ନିବେଶକମାନେ କୌଣସି ବିପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?