Home Left

ପୋଲିସ ମୁଖା ତଳେ ଛପିଥିଲା ସଇତାନ ଚେହେରା: ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,୧୯ା୯(ସତ୍ୟଜିତ୍‌ ରାଉତ):ଟ୍ରାଫିକ୍‌ କନ୍‌ଷ୍ଟେବଲ ଶୁଭମିତ୍ରା ସାହୁଙ୍କ ହତ୍ୟା ଘଟଣାରେ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। ଶୁଭମିତ୍ରାଙ୍କ ହତ୍ୟାକାରୀ କନ୍‌ଷ୍ଟେବଲ ସ୍ବାମୀ ଦୀପକ ରାଉତ ଅତି ଚତୁରତାର ସହ ଏହି କାଣ୍ଡ ଭିଆଇଥିବା ତଦନ୍ତରୁ ଜଣାପଡ଼ିଛି। ଏପରିକି...

ବିଜେଡି ତଣ୍ଟିରେ ଅନାସ୍ଥା କଣ୍ଟା: ଆଇଏଏସ୍‌ଙ୍କ ପରେ ଜଣେ ଓଏଏସ୍‌ ଅଫିସରଙ୍କୁ ଭେଟିବାକୁ ଧାଉଁଛନ୍ତି

ଭୁବନେଶ୍ୱର,୧୯ା୯(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରସଙ୍ଗକୁ ନେଇ କଂଗ୍ରେସ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଚଳିତ ଅଧିବେଶନରେ ଅନାସ୍ଥା ଆଣିବ ବୋଲି କଂଗ୍ରେସ ପକ୍ଷରୁ ବହୁ ଆଗରୁ ବାରମ୍ବାର କୁହାଯାଇଥିଲା। ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା, ଆଇନ ଶୃଙ୍ଖଳା...

ନିଯୁକ୍ତି ଠକେଇ ଅଭିଯୋଗରେ SSB କନେଷ୍ଟବଳ ଗିରଫ

ଭୁବନେଶ୍ୱର,୧୯/୯: ଟ୍ୱିନ ସିଟି କମିଶନରେଟ ପୋଲିସ ଏକ ନିଯୁକ୍ତି ଠକେଇ ମାମଲାରେ ସଶସ୍ତ୍ର ସୀମା ବଳ (SSB) କନେଷ୍ଟବଳ ପତିତପାବନ ପତି (୪୦) ଓ ତାଙ୍କର ଦୁଇ ସହଯୋଗୀ ପବିତ୍ର ମୋହନ ବେହେରା ଓ ଅମିୟ କୁମାର ମନ୍ତ୍ରୀଙ୍କୁ ଗିରଫ...

ନ୍ୟାଶନାଲ ଜିଓଗ୍ରାଫିକ୍‌ର କଭର ପେଜ୍‌ରେ ଶିମିଳିପାଳ କଳାବାଘ

ନୂଆଦିଲ୍ଲୀ,୧୯ା୯(ପି.ଟି.):ଓଡ଼ିଶାର ଶିମିଳିପାଳ ଜାତୀୟ ଉଦ୍ୟାନରେ ଭାରତୀୟ ଫଟୋଗ୍ରାଫର ପ୍ରସନ୍‌ଜିତ ଯାଦବଙ୍କ ଦ୍ୱାରା ନିଆଯାଇଥିବା ଏକ ଦୁର୍ଲଭ କଳାବାଘର ଫଟୋ ନ୍ୟାଶନାଲ ଜିଓଗ୍ରାଫିକ୍‌ ମାଗାଜିନର ଆଗାମୀ ଅକ୍ଟୋବର ମାସର ସଂସ୍କରଣ ପାଇଁ କଭର ପେଜ୍‌ ଭାବେ ସ୍ଥାନିତ ହୋଇଛି। ଉକ୍ତ କଭର...

Mouth Ulcerର ଘରୋଇ ଉପଚାର

ପାଟି ଘା’ ଏକ ସାଧାରଣ ସମସ୍ୟା, ଏବଂ ଅଧିକାଂଶ ଲୋକ କୌଣସି ସମୟରେ ଏହା ଅନୁଭବ କରନ୍ତି। ଏହି ଛୋଟ ଘା’ ପ୍ରାୟତଃ ଓଠ, ଜିଭ, ଗାଲ କିମ୍ବା ପାଟିର ଭିତର ଭାଗରେ ଦେଖାଯାଏ। ଏହି ଘା’ ଖାଇବା ଏବଂ...

୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ

ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ ପୁର, ଖଣ୍ଡ ଦେଉଳୀ ଓ ପୋଇରାଶି ଆଦି ପଞ୍ଚାୟତବାସୀ ନିର୍ଭର କରୁଥିବା...

ସୁପର-୪’ରେ ସ୍ଥାନ ପକ୍କା କଲେ ଶ୍ରୀଲଙ୍କା, ବାଂଲାଦେଶ

ଆବୁଧାବି,୧୮ା୯: ନୁଓ୍ବାନ ଥୁସାରାଙ୍କ ଘାତକ ବୋଲିଂ ଓ ପରେ କୁସାଲ ମେଣ୍ଡିସଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଚଳିତ ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ବି’ର ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କା ୬ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହା ଶ୍ରୀଲଙ୍କାର କ୍ରମାଗତ...

‘ଆସ ସ୍କୁଲ ଯିବା’: ଅଧାରୁ ପାଠ ଛାଡିଥିବା ୨୬ ଛାତ୍ରୀଛାତ୍ର ପୁଣି ପଢିବେ ପାଠ

ବରଗଡ,୧୮।୯(ପ୍ରେମାନନ୍ଦ ଖମାରୀ): ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆସ ସ୍କୁଲ ଯିବା’ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡ....

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କୋଳଥିଗାଁ ଦିବାକର ଦାସ (୧୯)।...

ପୁଟିନଙ୍କ ଉପରେ ଖୁବ ରାଗିଲେ ଟ୍ରମ୍ପ

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପ୍ରତି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପୁଟିନ ତାଙ୍କୁ ‘ପ୍ରକୃତରେ ନିରାଶ’ କରିଛନ୍ତି ଏବଂ ସଂଘର୍ଷ ଶେଷ କରିବାରେ...

୨୧ରେ ମାଓବାଦୀ ପାଳିବେ ପ୍ରତିଷ୍ଠା ଦିବସ: ବ୍ୟାନର ଲଗାଇ…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍‌କୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଲଗାଯାଇଛି। ଆସନ୍ତା ୨୧...

ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…

ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ଗୋଷାଣୀ ନୂଆଗାଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri