Home Left

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ପ୍ଲେ…

ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ଜଣେ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର…

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ ଉଦ୍ୟମ ଜାରି ରଖିଛି। ବାୟୁ ମଣ୍ଡଳର ପ୍ରଚଣ୍ଡ ଉତ୍ତାପ ଓ ଜଙ୍ଗଲ ନିଆଁର ପ୍ରକୋପରେ…

ନିର୍ବାଚନ ବେଳେ ରାଜ ପରିବାରର ସାନ ବୋହୂଙ୍କ ଭିଡିଓ ଭାଇରାଲ

ବଲାଙ୍ଗୀର,୧ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନ ବୋହୂ ଅଦ୍ରିଜା ମଞ୍ଜରୀ ସିଂଙ୍କ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏଥିରେ ସେ ବଲାଙ୍ଗୀରର ନାଗରିକଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇ ସେ ପାରିବାରିକ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ…

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ…

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି ପ୍ରମୁଖ ରାଜନୈତିକ ଦଳ। କଳାହାଣ୍ଡି ଜିଲାର ଜୁନାଗଡ଼ ହେଉଛି ପଶ୍ଚିମ ଓଡ଼ିଶାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ…

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି ଏଗୁଡିକର…

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା। ମଣିପୁର ପୋଲିସ ଅଧିକାରୀ ସେମାନଙ୍କୁ ନିରାପଦ ସ୍ଥାନରେ ଆଶ୍ରୟ ଦେବା ପରିବର୍ତ୍ତେ କାଙ୍ଗପୋକ୍‌ସି ଜିଲାର…

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ…

ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ

ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା। ସେ ଅଷ୍ଟ୍ରେଲିଆନ ସମୟ ସକାଳ ୯ଟା ୧୫ରେ ଏହି ଆରୋହଣ ସମ୍ପୂର୍ଣ୍ଣ କରିଛନ୍ତି। ପେସାରେ…

ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ

ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଯୋଗୁ ଖେଳରୁ ୯ ମାସ ହେଲା ଦୂରେଇଯାଇଥିବା ପେସର ଏନରିଚ୍‌ ନର୍ଜେ ଦଳକୁ…

ୟୁକେ’ରେ ନିର୍ବାଚନ ଲଢ଼ିବେ ପାନେସର

ଲଣ୍ଡନ, ୧ା୫: ଇଂଲଣ୍ଡର ପୂର୍ବତନ ସ୍ପିନର ମଣ୍ଟି ପାନେସର ରାଜନୀତିରେ ପ୍ରବେଶ କରିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ (ୟୁକେ) ନିର୍ବାଚନରେ ସେ ଜର୍ଜ ଗ୍ୟାଲୋଓ୍ବେଙ୍କ ଓ୍ବାର୍କର୍ସ ପାର୍ଟି ଅଫ୍‌ ବ୍ରିଟେନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ୪୨ବର୍ଷୀୟ ବାମହାତୀ ସ୍ପିନର ପାନେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?