Home Left

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ ବିଜେଡି କର୍ମୀ ସମ୍ମିଳନୀରେ ଯୋଗଦେଇ କହିଛନ୍ତି। ବରିଷ୍ଠ ବିଜେଡି ନେତା ମଦନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବିଜାପୁର ଜିଲାର ଡିଆର୍‌ଜି ଓ ଏସ୍‌ଟିଏଫ୍‌ ବାହିନୀ ଆବୁଜମାଡ଼…

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ ଆସନ୍ତାକାଲି ଅର୍ଥାତ ବୁଧବାର ମଧ୍ୟ କଟକକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ…

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ ସହ…

ଟି -୨୦ ବିଶ୍ୱକପ୍‌ ଦଳ: ଏହି ୨ ଖେଳାଳିଙ୍କ ଉପରେ ବିଶ୍ୱାସ କଲା ବୋର୍ଡ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ରୋହିତ ଶର୍ମାଙ୍କ ସହ ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ ଏବଂ ସଞ୍ଜୁ…

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ। ବିଜେଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ବିଧାୟିକା ପ୍ରାର୍ଥୀ…

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ସୋମବାର ନାମାଙ୍କନ ଦାଖଲ କରିଥିବା ବେଳେ କଂଗ୍ରେସ…

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟପଟେ, ସାଢ଼େ ୧୧ ସୁଦ୍ଧା ତାପମାତ୍ରା ୪୪ ଟପିଛି। ବାଲେଶ୍ବର…

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ ସମେତ ଶହେରୁ ଉଦ୍ଧର୍‌ବ ମଣ୍ଡଳ, ନଗର ପ୍ରଭୃତି ଆଗଧାଡିର କର୍ମୀ ମଙ୍ଗଳବାର ସମୂହ ଇସ୍ତଫା…

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ ସଭା ଓ ଖୋର୍ଦ୍ଧା ବିଧାନସଭା ପ୍ରାର୍ଥୀ ନାମାଙ୍କନ ଦାଖଲ ପାଇଁ ପ୍ରସ୍ତୁତ ହେଉଥିବା ବେଳେ…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଦକ୍ଷିଣ ଆଫ୍ରିକା

କେପଟାଉନ୍‌,୩୦।୪: ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କରିଛି। ଆଫ୍ରିକା ଆଡେନ୍‌ ମାର୍କ୍ରାମଙ୍କୁ ଅଧିନାୟକ କରିଛି। ଆଜିକାଲି ମାର୍କାମ ଆଇପିଏଲ ୨୦୨୪ ରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଖେଳୁଛନ୍ତି। ୧୫ ସଦସ୍ୟ ବିଶିଷ୍ଟ ଦଳ ବ୍ୟତୀତ ଆଫ୍ରିକା ରିଜର୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?