Home Left

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଚମ୍ପାଇ…

ରୋହିତ ଶର୍ମାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରିକେଟ୍‌ କ୍ୟାରିୟର୍‌ରେ ଅନେକ ରେକର୍ଡ ହାସଲ କରିଥିବା ରୋହିତଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୨୧୪ କୋଟି ଟଙ୍କା। ଦରମା ଏବଂ ମ୍ୟାଚ ଫି’ ବ୍ୟତୀତ ଟିମ…

ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ ବର୍ତ୍ତମାନ ଅରେଞ୍ଜ କ୍ୟାପ୍‌ ରେସ୍‌ରେ ପ୍ରବେଶ କରିଛନ୍ତି। ସେ ଏହି ରେସ୍‌ରେ ଚତୁର୍ଥ ସ୍ଥାନରେ…

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ସୂଚନାନୁସାରେ, ପ୍ରିୟଙ୍କା ଗାନ୍ଧୀ ସମଗ୍ର ଦେଶରେ ଦଳର ଅଭିଯାନ ପରିଚାଳନା ଉପରେ ଧ୍ୟାନ…

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ ଜିତିଛି। ଏହା କେକେଆର୍‌ ପାଇଁ ଏକପାଖିଆ ବିଜୟ ଥିଲା। ବର୍ତ୍ତମାନ ଏହି ବିଜୟ ପରେ…

ପ୍ରତ୍ୟେକ ଦିନ ଆମର ନୁହେଁ…କାହିଁକି ଏମିତି କହିଲେ ପନ୍ତ

କୋଲକାତା,୩୦।୪: ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଷଷ୍ଠ ପରାଜୟର ସମ୍ମୁଖୀନ ହୋଇଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚରେ କୋଲକାତା ଦିଲ୍ଲୀକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଦିଲ୍ଲୀ ପ୍ରାୟ ଏକପାଖିଆ…

ସାଥୀ କ୍ରିକେଟର୍‌ଙ୍କ ଭଉଣୀଙ୍କୁ ମନ ଦେଇ ବସିଥିଲେ ହିଟ୍‌ମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି। କେବଳ…

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସଭାପତି ପ୍ରତାପ କୁମାର…

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ ଆଡ୍‌ଭେଞ୍ଚର୍ସ ଫାଉଣ୍ଡେଶନ ପକ୍ଷରୁ ସୋମବାର ରାମଚଣ୍ଡୀ ମୁହାଣ ନିକଟ ସ୍ବର୍ଣ୍ଣାଭ ବେଳାଭୂମି, କୁଶଭଦ୍ରା…

କେକେଆର ବୋଲର ପ୍ରଭାବୀ

କୋଲକାତା,୩୦ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବୋଲର ପ୍ରଭାବୀ ବୋଲିଂ କରିଛନ୍ତି। ବରୁନ ଚକ୍ରବର୍ତ୍ତୀଙ୍କ ୩/୧୬ ବୋଲିଂ କାରଣରୁ ଦିଲ୍ଳୀ ୨୦ ଓଭରରେ ୯ ଉଇକେଟ ହରାଇ ୧୫୩ ରନ୍‌ କରିଛି।…

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?