Home Left

ୟୁବିଆଇ ପକ୍ଷରୁ ୱାକାଥନ

ଭୁବନେଶ୍ୱର, ୬।୧୧: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ୟୁବିଆଇ ଭୁବନେଶ୍ୱର ସହରର କର୍ମଚାରୀମାନଙ୍କ ପାଇଁ ଏକ ମେଗା ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଉକ୍ତ ଓ୍ବାକାଥନ ରୁପାଲି…

ପିଏନ୍‌ବିର ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୬।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏହି ଅବସରରେ ପିଏନ୍‌ବିର କର୍ମଚାରୀଙ୍କ ସମେତ ସାଧାରଣ ନାଗରିକମାନେ ମଧ୍ୟ ଭ୍ରଷ୍ଟ୍ରାଚାର ବିରୋଧରେ ସଚେତନ ହେବା ସହିତ ବିରୋଧ କରିବା ପାଇଁ…

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର, ୬।୧୧: ଦେଶର ପ୍ରମୁଖ ନବରତ୍ନା କମ୍ପାନୀ ନାଲକୋ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ସାଧାରଣ ଜୀବନରେ ଅଖଣ୍ଡତା, ସାଧୁତା ଏବଂ ଉତ୍ତରଦାୟିତ୍ୱର ବାର୍ତ୍ତା ପ୍ରଚାର ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ…

ରେ ବ୍ୟାନ୍‌ ଅପ୍ଟିକାଲ ଗ୍ୟାଲେରି ଉଦ୍‌ଘାଟିତ

ଭୁବନେଶ୍ୱର, ୬।୧୧: ଭୁବନେଶ୍ୱର ଅଶୋକନଗରସ୍ଥିତ ଜନପଥ ରୋଡ୍‌ର ଆର୍ଯ୍ୟ ପ୍ୟାଲେସ ହୋଟେଲ ନିକଟରେ ‘ରେ ବ୍ୟାନ୍‌ ଅପ୍ଟିକାଲ ଗ୍ୟାଲେରୀ’ ରବିବାର ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ…

ପିଏନ୍‌ବିର ଦୀପାବଳି ଧମାକା

ଭୁବନେଶ୍ୱର,୬।୧୧(ଅନୁରାଧା ମହାରଣା): ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ(ପିଏନ୍‌ବି) ପକ୍ଷରୁ ଚଳିତ ଦୀପାବଳି ଉପଲକ୍ଷେ ଆର୍କଷଣୀୟ ‘ଦୀପାବଳୀ ଧାମାକା ୨୦୨୩’ ପାର୍ବଣ ସ୍ବତନ୍ତ୍ର ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକଙ୍କ ପାଇଁ ହୋମ୍‌ ଲୋନ୍‌ ଓ କାର୍‌ ଲୋନ୍‌ରେ ବିଭିନ୍ନ ଅଫର…

ଗାଁରେ ସୁନାଖଣି, ଲୋକଙ୍କୁ ଜୁଟୁନି ଦାନା

କେନ୍ଦୁଝର,୬ା୧୧(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ଲୁହାପଥର, ମାଙ୍ଗାନିଜ ଆଦି ଖଣି ରହିଛି। ଯାହା ଜିଲାର ଆର୍ଥିକସ୍ଥିତି ସୁଦୃଢ଼ କରୁଥିବା ବେଳେ କିଛି ମାସ ତଳେ ଜିଲାରେ ସୁନା ଖଣିର ସନ୍ଧାନ ମିଳିଛି। ବିଶେଷ କରି ଖଣି ଶୂନ୍ୟ ତେଲକୋଇ ବ୍ଲକ୍‌ ଏବଂ…

ପ୍ରମାଣ ମାଗିଲା ଭାରତ

ନୂଆଦିଲ୍ଲୀ,୬ା୧୧: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ହତ୍ୟାକାଣ୍ଡରେ ନୂଆଦିଲ୍ଲୀର ସମ୍ପୃକ୍ତି ଥିବା ପ୍ରମାଣ ଦେବାକୁ କାନାଡାରେ ଭାରତର ଉଚ୍ଚାୟୁକ୍ତ ସଞ୍ଜୟ କୁମାର ବର୍ମା ଓଟ୍ଟାଓ୍ବାକୁ କହିଛନ୍ତି। କାନାଡ଼ାସ୍‌ ଗ୍ଲୋବ୍‌ ଆଣ୍ଡ ମେଲ୍‌ ଖବରକାଗଜକୁ ଏକ ସାକ୍ଷାତକାର ଦେଇ ବର୍ମା କହିଛନ୍ତି,…

ବଢ଼ିବ ଆତଙ୍କବାଦୀ ଆକ୍ରମଣ, ଭୟଙ୍କର ହେବ ପାଗ

ନୂଆଦିଲ୍ଲୀ,୬ା୧୧: ପ୍ରଖ୍ୟାତ ଭବିଷ୍ୟବକ୍ତା ବୁଲ୍‌ଗେରିଆର ସନ୍ଥ ବାବା ଭାଙ୍ଗା ୨୦୨୪ ବର୍ଷ ପାଇଁ ଭବିଷ୍ୟବାଣୀ କରିଯାଇଛନ୍ତି। ଆସନ୍ତାବର୍ଷ ଆତଙ୍କବାଦୀ ଆକ୍ରମଣ ବଢ଼ିବା ସହ ପାଗ ଭୟଙ୍କର ହେବ ବୋଲି ସେ କହିଛନ୍ତି। ୧୯୯୬ରେ ପ୍ରାଣ ହରାଇଥିବା ଏହି ରହସ୍ୟମୟ ବାବା ତାଙ୍କ…

ବିଶ୍ୱର ସବୁଠୁ ପ୍ରଦୂଷିତ ସହର ମଧ୍ୟରେ ଦିଲ୍ଲୀ

ନୂଆଦିଲ୍ଲୀ,୬ା୧୧: ଦିଲ୍ଲୀର ବାୟୁ ମାନ ରବିବାର ପୁଣିଥରେ ଅତି ଉତ୍କଟ ସ୍ତରରେ ପହଞ୍ଚତ୍ଛି। ଫଳରେ ଜାତୀୟ ରାଜଧାନୀ ଦେଶର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ରାଜଧାନୀର ବିଭିନ୍ନ ଭାଗରେ ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୫୫୦ରୁ ଅଧିକ ରହିଛି। ଓ୍ବାଜିରପୁର…

କୀଟନାଶକ ପରିବର୍ତ୍ତେ ଏବେ ଆଲୋକ ଯନ୍ତା

କଟକ,୬ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ଏଣିକି ଫସଲ ନଷ୍ଟ କରୁଥିବା ପୋକ ବା କୀଟମାନଙ୍କୁ ମାରିବା ପାଇଁ ଚାଷୀଙ୍କୁ ଆଉ କ୍ଷତିକାରକ ରସାୟନ ପ୍ରୟୋଗ କରିବାକୁ ପଡ଼ିବ ନାହିଁ। ଫସଲକୁ କୀଟ ଦାଉରୁ ରକ୍ଷା କରିବା ପାଇଁ ଉଦ୍ଭାବନ ହୋଇଛି ଏକ ଯନ୍ତା,…

ଟ୍ରେନ୍‌ ପ୍ଲାଟଫର୍ମରେ ସ୍ବାମୀଙ୍କୁ ଚାପୁଡା ପରେ ଚାପୁଡା ମାରି ଚାଲିଲେ ସ୍ତ୍ରୀ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ସାଧାରଣ କଥା। କିନ୍ତୁ ଆଜିକାଲି ଇଣ୍ଟରନେଟରେ ଭାଇରାଲ ହେଉଥିବା ଭିଡିଓରେ ସ୍ବାମୀ-ସ୍ତ୍ରୀ ପରସ୍ପରକୁ କଡ଼ା ଟକ୍କର ଦେଉଥିବାର ନଜର ଆସିଛନ୍ତି। ଏହି ଘଟଣା ଏକ ରେଳ ଷ୍ଟେଶନରେ ଘଟିଛି। ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳେ ଯେ,…

ଶ୍ରୀଲଙ୍କା-ବାଂଲାଦେଶ ମ୍ୟାଚ ଆଶଙ୍କା

ନୂଆଦିଲ୍ଲୀ, ୫ା୧୧: ଦିଲ୍ଲୀରେ ମାତ୍ରାଧିକ ବାୟୁ ପ୍ରଦୂଷଣ ପାଇଁ ସୋମବାର ଶ୍ରୀଲଙ୍କା-ବାଂଲାଦେଶ ମ୍ୟାଚ ଖେଳାଯିବା ନେଇ ଆଶଙ୍କା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ, ନୂଆଦିଲ୍ଲୀରେ ମ୍ୟାଚ୍‌ କିପରି ଖେଳାଯାଇପାରିବ ସେନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବିଶିଷ୍ଟ ଫୁସ୍‌ଫୁସ୍‌ ବିଶେଷଜ୍ଞ ରଣଦୀପ ଗୁଲେରିଆଙ୍କ ପରାମର୍ଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri