ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ
ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ ଏବେ ତା’ର ସେନା ପ୍ରତ୍ୟାହାର କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ମାଛ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ଯୋଜନାରେ ୨ଟି ପଞ୍ଚାୟତ କୃତିତ୍ୱ ଲାଭ କରିଛି । ସେହିପରି…
ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ
ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି ଯେ ଏକ ରୁଷୀୟ ଆଣ୍ଟୋନୋଭ-26 ସାମରିକ ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି…
ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ବରଗଡ଼ ଜିଲା ଉଦ୍ଘାଟନ କରିଥିଲେ। ବୁଧବାରରୁ ଜିଲା ୩୪ବର୍ଷରେ ପଦାର୍ପଣ…
ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା ମାଙ୍କୁ ଶୀତଳଧାରା ଅର୍ପଣ କରାଯାଉଛି। ସକାଳ ୭ଟା ୨୨ମିନିଟରୁ ଚଣ୍ଡୀହୋମ ଆରମ୍ଭ ହୋଇଥିବାବେଳେ…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ ତାଲିମ କର୍ମଶାଳା ଆରମ୍ଭ ହୋଇଛି। ତହସିଲଦାର ଧୀରଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ…
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ କରିବା ସହ ସେଠାରେ ସେବା କାର୍ଯ୍ୟରେ…
ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ ପୁଣି ଥରେ ସ୍ବାଭାବିକ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ବ୍ୟାପାର, ପର୍ଯ୍ୟଟନ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ ଘଟିଛି ହତ୍ୟା ଘଟଣା। ଗୁଣିଗାରେଡ଼ି ଓ ଡାହାଣୀ ସନ୍ଦେହ କରାଯାଇ ସୁନ୍ଦରଗଡ଼ ସଦର…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଲେ ବମୋକେଇ ପଞ୍ଚାୟତ ଖଇରପଙ୍କ ଗ୍ରାମର…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା ମିଳି ପାରିଲା ନାହିଁ। ଶେଷରେ ସୋମବାର ଉକ୍ତ କର୍ମଚାରୀ ଜଣଙ୍କ କର୍ମମୟ ଜୀବନରୁ…
Archives


