ସେବା, ସମର୍ପଣର ଅନ୍ୟ ନାମ ସାହିଭାଇ
“ବସୁଧୈବ କୁଟୁମ୍ବକମ୍” ମନ୍ତ୍ରରେ ଅନୁପ୍ରାଣିତ ପୁରୀ ସହରର ଯୁବ ସାମାଜିକ ଅନୁଷ୍ଠାନ ସାହିଭାଇ। ସମାଜ ପ୍ରତି ଦାୟିତ୍ୱ ଓ କର୍ତ୍ତବ୍ୟ ପଥରେ ଅନୁଷ୍ଠାନର ସଭ୍ୟାସଭ୍ୟ ସମର୍ପିତ। ସହଯୋଗ ଓ ସମର୍ପଣଭାବ ନେଇ କର୍ତ୍ତବ୍ୟ ପଥରେ ଆଗେଇ ଚାଲିଛନ୍ତି ସେମାନେ ଆଉ ସାଉଁଟୁଛନ୍ତି…
ଆଗକୁ ପିକ୍ନିକ୍
ପାଦ ଥାପିଛି ଶୀତ। ଧୀରେ ଧୀରେ ଥଣ୍ଡା ବଢ଼ିବା ସାଙ୍ଗକୁ ଯୁବପିଢ଼ିଙ୍କ ମନରେ ପିକ୍ନିକ୍ କରିବାକୁ ଆରମ୍ଭ ହୋଇଯାଇଛି ପ୍ଲାନିଂ। ଆଉ ବର୍ଷ ଶେଷରେ ସାଙ୍ଗସାଥୀଙ୍କ ସହ ଏକାଠି ନୂଆ ଜାଗା ବୁଲିଯିବା, ନାଚଗୀତର ଆସର ଭିତରେ ମଜାମସ୍ତିରେ ଭୋଜି କରି…
ଚମକ ହରାଇଛି ବାଣ ବଜାର
ବ୍ରହ୍ମପୁର,୫ା୧୧(ସୁବାସ ଚନ୍ଦ୍ର ପାଢ଼ୀ)ଦିନ ଥିଲା ଦକ୍ଷିଣ ଓଡ଼ିଶାର ବ୍ୟବସାୟିକ ପେଣ୍ଠସ୍ଥଳ ବ୍ରହ୍ମପୁରରେ ବାଲୁଙ୍କେଶ୍ୱର ବାଣ ବଜାର ରହିଥିଲା। ଦୀପାବଳି ଆସିବାର ପ୍ରାୟ ମାସକ ପୂର୍ବରୁ ଏହି ବଜାର ଚଳଚଞ୍ଚଳ ହୋଇ ଉଠୁଥିଲା। ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ ଜିଲାଗୁଡିକରୁ ବ୍ୟବସାୟୀମାନେ ଏଠାକୁ…
ମହିଳାଙ୍କୁ ଖାଇଗଲା ବାଘ
ନୂଆପଡ଼ା,୫ା୧୧(ମକାରୁ ବେମାଲ) ନୂଆପଡ଼ା ଜିଲା ସଦର ରେଞ୍ଜ୍ ଧରମବନ୍ଧା ଥାନା ସିଲିଆରିବାହାରା ଗଁାରେ ଶନିବାର ଜଣେ ମହିଳାଙ୍କୁ ମାରି ଖାଇଛି କଲରାପତରିଆ ବାଘ। ମୃତା ହେଲେ ସିଲିଆରିବାହାରା ଗଁାର ପୂର୍ବତନ ୱାର୍ଡମେମ୍ବର ରାମେଶ୍ବରୀ ମାଝି (୫୦)। ସେହିପରି ଏହି ଗଁାଠାରୁ କିଛି…
ଦୁର୍ଦ୍ଦଶାରେ ଦିବ୍ୟାଙ୍ଗ ସୁରେଶଙ୍କ ପରିବାର
କାଏମା,୫ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ଭିନ୍ନକ୍ଷମ ସୁରେଶ ମଳିକଙ୍କ ପରିବାର ଦୁଃଖଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ୪୦ ବର୍ଷୀୟ ସୁରେଶଙ୍କ ପରିବାର କହିଲେ ବାପା, ମା’, ସ୍ତ୍ରୀ ଓ ପୁଅଙ୍କୁ ମିଶାଇ ୫ ଜଣ। ସେ ଜନ୍ମରୁ ଭିନ୍ନକ୍ଷମ। ତାଙ୍କ…
ଅଦିନିଆ ବର୍ଷା, ବିଳମ୍ବିତ ହେବ ବାଦାମଚାଷ
ରସୁଲପୁର,୫ା୧୧(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ ଅଦିନିଆ ବର୍ଷା ହୋଇଛି। ରବି ଋତୁରେ ଅଣଧାନ ଫସଲ ପାଇଁ ବର୍ଷା ଉପଯୋଗୀ ବୋଲି କୁହାଯାଉଛି। ହେଲେ ଅଧିକ ବର୍ଷା ବର୍ଷିଲେ ପରିବା ଚାଷକୁ କ୍ଷତି ପହଞ୍ଚାଇବା ସହ ବାଦାମ…
ବ୍ରାଉନ୍ସୁଗାର କବଳରେ ଯୁବଗୋଷ୍ଠୀ
ଜଗତ୍ସିଂହପୁର, ୫ା୧୧ (ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ଜିଲାରେ ବ୍ରାଉନସୁଗାର ର଼୍ୟାକେଟ୍ ସକ୍ରିୟ ରହିଛି। ଏଥିଯୋଗୁ ବିଶେଷକରି ଯୁବଗୋଷ୍ଠୀ ପ୍ରଭାବିତ ହେଉଛନ୍ତି। ଏହାର ଉଦାହରଣ ଶନିବାର କୁଜଙ୍ଗ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ଥାନା ଅନ୍ତର୍ଗତ ହସିନା ପ୍ରାଥମିକ ବିଦ୍ୟାଳୟ ନିକଟରୁ…
ଆଇଓସିଏଲ୍ ପାଇପ୍ ଲାଇନ୍ରେ ଫାଟ
ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍ର ପାଇପ୍ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ କର୍ତ୍ତୃପକ୍ଷ…
ଚିନିକଳର ସମ୍ପତ୍ତି ନିଲାମ ନେଇ ଉଠିଲା ପ୍ରଶ୍ନ
ନୟାଗଡ଼,୫।୧୦(ଲୋକନାଥ ମିଶ୍ର)ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳ କୋର୍ଟର ଅଡୁଆ ସୂତାରେ ଛନ୍ଦି ହୋଇ ପଡିଛି । କୋର୍ଟରେ ୮୪୦ କୋଟି ଟଙ୍କାର ମାମଲା ଚାଲିଥିବାବେଳେ ଏହାର ନିଲାମ ହୋଇ ପାରିବନି ବୋଲି କୁହାଯାଉଛି । ତେବେ ଋଣ ଟଙ୍କା ଫେରି ପାଇବାକୁ ବ୍ୟାଙ୍କ…
ଗୋଟିଏ ପରେ ଗୋଟିଏ ଗାଡ଼ି ଉପରେ ମାଡ଼ିଗଲା ବସ୍, ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ
ନୂଆଦିଲ୍ଲୀ,୪ା୧୧: ଦ୍ରୁତଗତିରେ ଆସୁଥିବା ଦିଲ୍ଲୀ ପରିବହନ ନିଗମ (ଡିଟିସି) ବସ୍ ନିୟନ୍ତ୍ରଣ ହରାଇ ଶନିବାର ରୋହିନୀ ଅଞ୍ଚଳରେ ରାସ୍ତାରେ ଯାଉଥିବା ଅନ୍ୟ ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ଲୋକ ହୋଇଛନ୍ତି। ସିସିଟିଭି ଫୁଟେଜ୍ରେ…
ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ
ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ,…
ସାବଧାନ ! ରୁଟି ତିଆରି ବେଳେ କରନ୍ତୁ ନାହିଁ ଏଭଳି…
ରୁଟି ଖାଇବାକୁ ସ୍ବାଦିଷ୍ଟ ସହିତ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ। କିନ୍ତୁ ଏହାକୁ ଠିକ୍ ଭାବେ ତିଆରି କରିବା ଜରୁରୀ। ରୁଟି ତିଆରି କରିବାରେ ଭୁଲ ଏହାର ପୁଷ୍ଟିକରି ତତ୍ୱ ଶରୀରରେ ପହଞ୍ଚିବାକୁ ଦିଏ ନାହିଁ। ଅଟା ଚକଟିବାଠାରୁ ଆରମ୍ଭ…
Archives


