Home Left

ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ ବର୍ତ୍ତମାନ ଋତୁ ମାନଙ୍କର ମିଳନ ଦେଖିବାକୁ ମିଳିଛି। ଗତ ସପ୍ତାହରେ କିଛି ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେଉଥିଲା, ପରେ ସାମାନ୍ୟ ଗରମ ଏବେ ବର୍ଷା ଦେଖିବାକୁ ମିଳିଛି। ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଗାଁରେ ପହଞ୍ଚିଲା ଲୋପାମୁଦ୍ରାଙ୍କ ମୃତଦେହ 

ବରୀ,୪।୧୧(ମହେନ୍ଦ୍ର ସ୍ବାଇଁ): ଗତ ମଙ୍ଗଳବାର ରାଜଧାନୀରେ ଦାମୀ ଗାଡ଼ି ଧକ୍କାରେ ଜଣେ ଯୁବତୀ ଗୁରୁତର ହୋଇଥିଲେ। ପରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନାଯୋଗ୍ୟ ମୃତ ଯୁବତୀ ଜଣଙ୍କ ଯାଜପୁର ଜିଲା ବରୀ ବ୍ଲକ…

ଛଅ ପତ୍ନୀଙ୍କୁ ଖୁସି କରିବାକୁ ତିଆରି କରିଛନ୍ତି ସୁନାର ବିଛଣା

ଆଜିର ସମୟରେ ଜଣେ ବ୍ୟକ୍ତି କେବଳ ଗୋଟିଏ ବିବାହରେ ସଂସାର ଚଳାଇବା କଷ୍ଟକର ହୋଇ ପଡୁଛି। ଦରଦାମ ଏତେ ବୃଦ୍ଧି ପାଇଛି ଯେ ପତ୍ନୀଙ୍କ ସୌକ ମଧ୍ୟ ପୂରଣ ହୋଇପାରିବ ନାହିଁ। ଏଭଳି ପରିସ୍ଥିତିରେ, ସେହି ପୁରୁଷ ବିଷୟରେ ଚିନ୍ତା କରାଯାଇପାରେ,…

ଓ୍ବାର୍ଲଡ କପରୁ ବାହାରିଯିବା ପରେ ଭାବୁକ ହେଲେ ପାଣ୍ଡ୍ୟା

ମୁମ୍ବାଇ,୪।୧୧: ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୦୨୩ବିଶ୍ୱକପରୁ ବାହାରି ଯାଇଛନ୍ତି। ଆହତ କାରଣରୁ ସେ ପୁରା ଟୁର୍ନାମେଣ୍ଟରୁ ବାହାରି ଯାଇଛନ୍ତି। ସୂଚନାଯୋଗ୍ୟ, ପୁଣେରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ପାଣ୍ଡ୍ୟା ଆହତ ହୋଇଥିଲେ। ଟୁର୍ନାମେଣ୍ଟରୁ ବାହାରିବା ପରେ ସେ ସୋସିଆଲ…

ମାତ୍ର ୩୭ ବର୍ଷ ବୟସରେ ଏହି ଅଭିନେତ୍ରୀଙ୍କ ପରଲୋକ

ଢାକା: ବାଂଲାଦେଶ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ଆସିଛି। ବାଂଲାଦେଶୀ ଅଭିନେତ୍ରୀ ହୁମାଇରା ହିମୁଙ୍କର ମାତ୍ର ୩୭ବର୍ଷ ବୟସରେ ଦେହାନ୍ତ ହୋଇଛି। ଖବର ଅନୁଯାୟୀ, ଅଭିନେତ୍ରୀ ମଙ୍ଗଳବାର ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଖବର ଅନୁଯାୟୀ, ହୁମାଇରା ହିମୁଙ୍କ ସ୍ବାସ୍ଥ୍ୟ…

ମୁଁ ଗର୍ଭବତୀ ଅଛି…ବୟଫ୍ରେଣ୍ଡ୍‌ଙ୍କୁ ଏମିତି କହି ହସ୍ପିଟାଲରୁ ପିଲା ଚୋରି କରି ଆଣିଲେ ଯୁବତୀ, ଧରାପଡିବା ପରେ…ଦେଖନ୍ତୁ ଭିଡିଓ

ବ୍ରାଜିଲରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ରିଓ ଡି ଜେନେରିଓର ଏକ ଡାକ୍ତରଖାନାର ମ୍ୟଟରନିଟି ୱାର୍ଡରୁ ଜଣେ ୧୯ ବର୍ଷ ବୟସ୍କା ମହିଳା ଏକ ନବଜାତ ଶିଶୁକୁ ଅପହରଣ କରି ନେଇଥିଲେ। ପିଲାଟିର ଦୁନିଆକୁ ଆସିବାର ମାତ୍ର କିଛି ଘଣ୍ଟା…

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି…

ବେଙ୍ଗାଲୁରୁ,୪।୧୧: ବେଙ୍ଗାଲୁରୁସ୍ଥିତ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ୨୦୨୩ କ୍ରିକେଟ ବିଶ୍ୱକପର ଶନିବାର ଖେଳାଯାଉଥିବା ୩୫ତମ ଗୁରୁତ୍ୱପୂର୍ଣ୍ଣ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ବ୍ୟାଟିଂ ଆରମ୍ଭ କରିଛି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ…

ଆମିରଙ୍କ ଝିଅ ଇରାଙ୍କ ପ୍ରି ଓ୍ବେଡିଂ ଫଙ୍କସନ ଆରମ୍ଭ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ଝିଅ ଇରା ଖାଁ ଖୁବ ଶୀଘ୍ର ତାଙ୍କ ପ୍ରେମିକ ନୁପୁର ଶିଖରେଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ବର୍ଷ ଏହି ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏବେ ଇରାଙ୍କ ପ୍ରି…

ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀ-ଏନସିଆର, ଉତ୍ତର ପ୍ରଦେଶ ଏବଂ ବିହାର ସମେତ ଉତ୍ତର ଭାରତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ପ୍ରାୟ ୨୦ସେକେଣ୍ଡ ପାଇଁ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳ ବୋଲି କୁହାଯାଉଛି।…

ପାଇଖାନା ଘରେ ଚାଲିଛି ମଧ୍ୟାହ୍ନଭୋଜନ ରୋଷେଇ

ନୂଆଗାଁ, ୪।୧୧ (ଧନେଶ୍ୱର ସାହୁ): ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରି ଶିକ୍ଷାନୁଷ୍ଠାନର ସମସ୍ୟା ଦୂର କରିବା ସହ ଛାତ୍ରୀଛାତ୍ରୀଙ୍କୁ ସ୍କୁଲ ପ୍ରତି ଆକୃଷ୍ଠ କରିବା ଉଦ୍ଦେଶ୍ୟରେ ବିକାଶ କରୁଥିବା କହୁଛନ୍ତି। କିନ୍ତୁ ସରକାରଙ୍କ ଶିକ୍ଷାନୁଷ୍ଠାନ ବିକାଶର ଚିତ୍ର ଦେଖିବାକୁ ମିଳିଛି…

ଗଛ କଟାକୁ ନେଇ ଉଦ୍‌ବେଗ

ଖଣ୍ଡପଡା,୪ା୧୧(ଅଜୟ କୁମାର ମହାରଣା): ରାତି ପାହିଲା ମାତ୍ରେ ଜଣେ ବ୍ୟକ୍ତି ନିଜର ଏକ ସାଇକେଲରେ ବିଭିନ୍ନ ଚାରା, ଡାଳ, ବାଉଁଶ, ଶାବଳ ଆଦି ଧରି ପୋଖରୀ ହୁଡା, ରାସ୍ତାକଡ ଅବା ମାଳବନ୍ଧଗୁଡିକରେ ବିଭିନ୍ନ ଗଛର ସୁରକ୍ଷା ଦେଉଥିବା ବେଳେ ଗଛ ଆଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri