ଉତ୍କଳରେ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍ ସମ୍ମିଳନୀ
ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ,…
ଜେଇଇ ମେନ୍ରେ ବେଦାନ୍ତୁର ବାଜିମାତ୍
ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍)-୨୦୨୪ ଫଳାଫଳରେ ବାଜିମାତ୍ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ଜେଇଇ(ମେନ୍)୨୦୨୪ ଫଳାଫଳରେ କୃତକାର୍ଯ୍ୟ…
ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର
ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍ ‘ରୁଚି’ (ରୁଚି ଫୁଡ୍ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯାଇଛି। ସୁରଟର ହୋଟେଲ ଏମ୍ବାସିଠାରେ ଆୟୋଜିତ ସ୍ବତନ୍ତ୍ର…
ବିଏସ୍କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍
ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀର ଉମରକୋଟ, ଝରିଗାଁ, ଡାବୁଗଁା, ନବରଙ୍ଗପୁରରେ ନିର୍ବାଚନ ପ୍ରଚାର ଆରମ୍ଭ…
ପିଏଫ୍ପିଡିଏଲ୍ ସହ ଏଚ୍ଡିଏଫ୍ସି ଲାଇଫ୍ର ବୁଝାମଣା
ଭୁବନେଶ୍ୱର,୨୭।୪: ଏଚ୍ଡିଏଫ୍ସି ଲାଇଫ୍ ଏବଂ ପିୟରଲେସ୍ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ପିଏଫ୍ପିଡିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ କର୍ପୋରେଟ ଏଜେନ୍ସିି ଟାଇ-ଅପ୍ ହୋଇଥିବାବେଳେ ପିଏଫ୍ପିଡିଏଲ୍ ଗ୍ରାହକଙ୍କୁ ଏଚ୍ଡିଏଫ୍ସି ଲାଇଫ୍ ଜୀବନବୀମା ଉପତ୍ାଦ…
ବ୍ରାଜିଲିଆନ ଫୁଟ୍ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା
ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍ ଖେଳିଥିବା ବ୍ରାଜିଲିଆନ ଫୁଟ୍ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ ଅବସର ନେବାଲାଗି ଯୋଜନା କରିଛନ୍ତି। ସିଏନ୍ଏନ୍ ବ୍ରାଜିଲକୁ ଏକ ସାକ୍ଷାତ୍କାରରେ କହିଛନ୍ତି, ପ୍ୟାରିସରେ ହେବାକୁଥିବା…
ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ
ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ ଦେବା ପରେ ଆଞ୍ଚଳିକ ମୁଖ୍ୟ ଅନିଲ ପାକାଶ (ଜିଜିଏମ) ରାଇଟ୍ସ ସଫଳତାର ଯାତ୍ରା…
ଗୋଟିଏ ଆସନ ପାଣ୍ଡିଆନ୍ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା
ଭୁବନେଶ୍ୱର, ୨୭।୪(ସୁନିତ୍ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨ ନମ୍ବର ନେତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ସେ ହେଉଛନ୍ତି ବିଜେଡିର ନୂଆ ମୁଖିଆ।…
ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ
ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ ମାସର ଶେଷ ସପ୍ତାହର ଶେଷ ଶନିବାର ବିଶ୍ୱର ପ୍ରାଣୀ ଚିକିତ୍ସା ଅନୁଷ୍ଠାନ ଏବଂ ପ୍ରାଣୀ…
ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା
କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର ବିଧାନସଭା ଆସନ ସ୍ଥିତିକୁ ନେଇ ଉଠିଛି ପ୍ରଶ୍ନ। ଦଳ କାହାକୁ ପ୍ରାର୍ଥୀ କରିବ, ସେନେଇ…
ଆଇପିଏଲ୍ ଇତିହାସରେ ସର୍ବାଧିକ ରନ୍ ଚେଜ୍
କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ ୧୮.୪ ଓଭରରେ ମାତ୍ର ୨ ଉଇକେଟ ହରାଇ ରନ ଚେଜ୍ କଲା। ସୃଷ୍ଟି ହେଲା…
ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା
ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ସଭାରେ ଉଦ୍ବୋଧନ…

