Home Left

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍‌ଏସି…

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍‌.ଏସ୍‌.…

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ଭାବେ…

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ କରୁଥିବା ଲୋକେ ଶୁଣିବାକୁ ପାଇଥିଲେ। ପରେ ଯାଇ ଦେଖିବା ପରେ ପରିତ୍ୟକ୍ତ ଅବସ୍ଥାରେ…

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆସନ୍ତା ୩୦ ତାରିଖରୁ ମେ’ ୯…

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍‌…

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା…

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ମତଦାନ ବୃଦ୍ଧି ନିମନ୍ତେ…

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ ଆଇସିସି ଟୁର୍ନାମେଣ୍ଟ ଖେଳୁଛନ୍ତି। ଏଣୁ ଯେବେ ବି ଉଭୟ ଟିମ୍‌ ମୁହାଁମୁହିଁ ହୁଅନ୍ତି ସମସ୍ତଙ୍କ…

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ ପତ୍ନୀ ପଙ୍ଖୁଡ଼ି ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିଜର ଇନଷ୍ଟାଗ୍ରାମରେ କ୍ରିକେଟର ପତ୍ନୀଙ୍କ ସହ…

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ ନିର୍ବାଚନ କିପରି ସୁପରିଚାଳନା ହୋଇପାରିବ, ସେ ସମ୍ପର୍କରେ ଉପସ୍ଥିତ ନେତୃତ୍ୱ ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର…

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ ପୁତୁରାଙ୍କୁ ଦେଢଶୁର ଏକ ଟାଙ୍ଗିଆରେ ହାଣିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?