ଟିକସ ଆଦାୟ କରୁଛି, ରକ୍ଷଣାବେକ୍ଷଣ କରୁନି ଆର୍ଏମ୍ସି
କୁନ୍ଦୁରା,୨୫ା୧୨ (ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଳକ ସଦର ମହକୁମାରେ ବୁଧବାର ବସୁଥିବା ସାପ୍ତାହିକ ହାଟ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି। ହାଟ ମଧ୍ୟରେ ଥିବା ପିଣ୍ଡି ଏବଂ ପୁରୁଣା ଆଶ୍ରୟସ୍ଥଳୀଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ରହିଛି। ଏଠାରେ ବିପଜ୍ଜନକ ଅବସ୍ଥାରେ…
ବିଧା-ଚାପୁଡା-ମୁଥ ମାରି ଅପରେଶନ କରୁଥିବା ଡାକ୍ତରଙ୍କୁ ନେଇ ରୋଗୀ ଆତଙ୍କିତ: ଭିଡିଓ ହେଲା ଭାଇରାଲ…
ବେଜିଂ,୨୫।୧୨ : ଚାଇନାରେ ପ୍ରତିଦିନ ଅଜବ ଘଟଣା ଘଟୁଛି, ଯାହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ଏହି କ୍ରମରେ, ଏକ ଘଟଣାର ଭିଡିଓ ଏବେ ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଡାକ୍ତର ଜଣେ ବୃଦ୍ଧ ମହିଳା ରୋଗୀଙ୍କୁ ଅପରେଶନ ସମୟରେ ପିଟିଥିବାର ନଜର ଆସିଛନ୍ତି।…
ଶୀତଳଭଣ୍ଡାରରେ ଗୁଡ୍ ସମରିଟାନ ପଲିସି
ନୟାଗଡ଼ ଅଫିସ,୨୫।୧୨(ଲୋକନାଥ ମିଶ୍ର): ଆଖି ଆଗରେ ଦୁର୍ଘଟଣା ଘଟୁଥିବାବେଳେ ଥାନା ଓ କୋର୍ଟର ଭୟ ଥିବାରୁ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରିବାକୁ ଆଗ୍ରହ ଥିଲେ ବି ସହଯୋଗ ମିଳୁନି। ପୁଣି ଗୁଡ୍ ସମରିଟାନ ପଲିସିର ସଚେତନତା ନ ଥିବାରୁ ଦୁର୍ଘଟଣାଗସ୍ତ ବ୍ୟକ୍ତିଙ୍କୁ…
ପର୍ଯ୍ୟଟକଙ୍କ ନୂଆ ଠିକଣା ବିଚିତ୍ରପୁର-ଖଡ଼ିବିଲ ଇକୋ ଟୁରିଜମ୍
ଭୋଗରାଇ, ୨୫ା୧୨(ପ୍ରଦୀପ ଦାସ): ବଙ୍ଗୋପସାଗର କୂଳରେ ଅବସ୍ଥିତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର-ଖଡ଼ିବିଲ ଇକୋ ଟୁରିଜମ୍ ଏବେ ପର୍ଯ୍ୟଟକଙ୍କ ଲାଗି ନୂଆ ଠିକଣା ପାଲଟିଛି। ସୁବର୍ଣ୍ଣରେଖା ସମୁଦ୍ର ମୁହାଣ ପୂର୍ବସୀମାନ୍ତ ତାଳସାରୀ ପର୍ଯ୍ୟନ୍ତ ୮ କି. ମି. ଲମ୍ବ ଓ…
କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ନବକିଶୋର ପାଇଲେଣି ୧୦୬ ପୁରସ୍କାର
କଟକ,୨୫ା୧୨ (କାର୍ତ୍ତିକ ସାହୁ): ପୋଲିସ ଚାକିରିରୁ ୨୦୧୯ରେ ଅବସର ନେବା ପରେ ନବକିଶୋର ଦାସଙ୍କୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣର ନିଶା ଜୋର ଘାରିଥିଲା। ଚାକିରିରେ ଥାଇ ୨୦୧୮ରେ ନିର୍ମାଣ କରିଥିବା ଆଉ ଏକ ସତ୍ୟ କ୍ଷୁଦ୍ର ଚଳଚ୍ଚିତ୍ର ତାଙ୍କୁ ଜଣେ ସଫଳ…
‘ମାମୁନି ଚରିତ୍ରରୁ ମୋର ପରିଚୟ’
ଅଭିନେତ୍ରୀ ସମର୍ପିତା ଦାଶଙ୍କ ପ୍ରଥମ ଚଳଚ୍ଚିତ୍ର ‘ଏଇ ଆକାଶ ତଳେ’ ନିକଟରେ ରିଲିଜ ହୋଇଯାଇଛି। ସ୍ଥିତି ପଟ୍ଟନାୟକ ଚରିତ୍ରରେ ଅଭିନୟର ଯାଦୁ ଦେଖାଇଥିବା ସମର୍ପିତାଙ୍କୁ ନେଇ ଏବେ ଓଲିଉଡ୍ ଇଣ୍ଡଷ୍ଟ୍ରିରେ ଚାଲିଛି ଚର୍ଚ୍ଚା। ଏହି ନବାଗତା ନାୟିକାଙ୍କ ଅଭିନୟ ଯାତ୍ରା ଆରମ୍ଭରୁ…
ଆଜି ସାରା ବିଶ୍ୱରେ ପାଳନ ହେଉଛି ପ୍ରଭୁ ଯୀଶୁଙ୍କ ଜନ୍ମଦିନ
ଭୁବନେଶ୍ୱର,୨୫ା୧୨: ଆଜି ହେଉଛି ଖ୍ରୀଷ୍ଟମାସ ବା ବଡ଼ଦିନ। ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ। ଏନେଇ ସାରା ବିଶ୍ୱରେ ଥିବା ବିଭିନ୍ନ ଚର୍ଚ୍ଚରେ ସମୂହ ପ୍ରାର୍ଥନା କରାଯାଉଛି। ଭୁବନେଶ୍ୱରରେ ଥିବା ଚର୍ଚ୍ଚ ପରିସରକୁ…
ଜେଜେ ମା’ଙ୍କ ଭରସାରେ ନାତୁଣୀନାତି
ଖପ୍ରାଖୋଲ, ୨୫ା୧୨(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଞ୍ଚାୟତ ଝାଲବାହାଲ ଗାଁର ସୁକୁନି ବରିହା(୬୩) ଓ ତାଙ୍କ ସ୍ବାମୀ ଗୋପାଳ ବରିହା(୭୦)। ପରିଣତ ବୟସରେ ଏବେ ସେମାନଙ୍କ ଉପରେ ପଡିଛି ଲାଳନପାଳନର ଭାର। ପୁଅ ପୀତବାସ(୨୫), ବୋହୂ ଗୋଲାପି(୨୩)…
ଚାନ୍ଦି ଭଣ୍ଡାରର ‘ପାର୍ଟି ଏଡିଟ୍’ ସମ୍ଭାର
ଭୁବନେଶ୍ୱର,୨୫।୧୨: ଚାନ୍ଦି ଭଣ୍ଡାରର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ପାର୍ଟି କଲେକ୍ସନ ‘ପାର୍ଟି ଏଡିଟ୍’ର ବ୍ୟାପକ ସମ୍ଭାରକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ବିଶେଷକରି ନବ ବର୍ଷର ଆଗମନ ପୂର୍ବରୁ ଏହି କଲେକ୍ସନକୁ ବଜାର ପ୍ରବେଶ କରାଇବା ସହ ସେଲିବ୍ରେଶନ ୱାଡ୍ରୋବ୍ରେ…
ପଟିଆରେ ଭିଏଲ୍ସିସିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୫।୧୨: ଦେଶର ଅଗ୍ରଣୀ ହେଲ୍ଥ କେୟାର ପ୍ଲାଟ୍ଫର୍ମ ଭିଏଲ୍ସିସିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିଏଲ୍ସିସିର ପୂର୍ବ ଏବଂ ବାଂଲାଦେଶର ଭିପି ଡା.ଶ୍ରୀକାନ୍ତ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ।…
ଇନ୍ସ୍ପାୟାରର ଶୁଭାରମ୍ଭ
ଭୁବନେଶ୍ୱର,୨୫।୧୨: ବନ୍ଧନ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ‘ଇନ୍ସ୍ପାୟାର’ ପ୍ରୋଗ୍ରାମ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅଗ୍ରାଧିକାର ଭିତ୍ତିକ ସୁଧ ହାର, ବ୍ୟାଙ୍କ ସେବାରେ ପ୍ରାଥମିକତା ଓ ଘର ପାଖରେ ବ୍ୟାଙ୍କ…
ଜାନୁୟାରୀରୁ ଦର ବଢ଼ାଇବ ମାରୁତି ସୁଜୁକି
ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍ଏସ୍ଆଇଏଲ୍)ର ସମସ୍ତ ମଡେଲ ଘରୋଇ ବଜାରରେ ଭଲ କାରବାର କରୁଥିବାବେଳେ ବିଭିନ୍ନ କାରଣ ଓ କଞ୍ଚାମାଲର ଅଭାବ ଏବଂ ଦରବୃଦ୍ଧିରୁ ମିକୁଳିବା ପାଇଁ କମ୍ପାନୀ ୨୦୨୪…
Archives


