ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ…
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍ କାଗଜପତ୍ର ମାଧ୍ୟମରେ ଅବୈଧ ଅସ୍ତ୍ର ଲାଇସେନ୍ସ ସଂଗ୍ରହ ଏବଂ ଅସ୍ତ୍ର ଚାଲାଣ କରୁଥିବା ଏହି…
ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ କାରଖାନାରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ବାଂଲାଦେଶରେ ୨ ସପ୍ତାହ ମଧ୍ୟରେ ତୃତୀୟ…
ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ
ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର ହୋଇଛି। ଏଥର, ପୂର୍ବତନ ଭାରତୀୟ ଓପନର ଏବଂ ଟି-୨୦ ବିଶ୍ୱକପ ବିଜୟୀ ଖେଳାଳି ରବିନ…
ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ
ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି ବାଢ଼ିବା ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ରହିବ। ଅଦାଲତ ପରିଚାଳନାରେ ଉନ୍ନତି ଏବଂ ବେଞ୍ଚ୍ଗୁଡ଼ିକ ମଧ୍ୟରେ…
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା…
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍ ଜୋଏଲ୍(୯)।…
ବ୍ଲକ୍ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…
ସମୁଦ୍ରକୂଳରୁ ମିଳିଲା ଅଜବ ଜିନିଷ: ଲୋକେ ବିସ୍ମିତ
ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍-ବାଇ-ସି ବିଚ୍ରେ ଶହ ଶହ ପୁରୁଣା ଭିକ୍ଟୋରିଆନ ଯୁଗର ଲୁହା କଣ୍ଟାରେ ନିର୍ମିତ ଚମଡ଼ା ଜୋତା ଦେଖିବାକୁ ମିଳିଥିଲା।…
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ ଜେନେରାଲ୍ ରିଜର୍ଭଡ୍ ଟିକଟ୍ ବୁକିଂ ପାଇଁ ଏବେ ଅଧିକ ଘଣ୍ଟା ମିଳିବ। ୨୯ ଡିସେମ୍ବର…
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ ବଡ଼ ଝଟକା ଲାଗିଛି। ଟିମର ଷ୍ଟାର୍ ଅଲରାଉଣ୍ଡର୍ ଏଲିସ୍ ପେରୀ ନିଜ ବ୍ୟକ୍ତିଗତ କାରଣରୁ…
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏଲ. ଗୌରୀ ରେଡ୍ଡୀ ଓ ତାଙ୍କ ସ୍ବାମୀଙ୍କ ମଧ୍ୟରେ କୌଣସି…
Archives


