Home Left

ଘରେ ସୁଖ-ସମୃଦ୍ଧି ବୃଦ୍ଧି ପାଇଁ ନିଶ୍ଚୟ ମାନନ୍ତୁ ଏସବୁ ନିୟମ, ସୁଖମୟ ହେବ ଜୀବନ

ଘରେ ସୁଖ-ସମୃଦ୍ଧି ବୃଦ୍ଧି ସହ ଶାନ୍ତି ବଜାୟ ରଖିବା ପାଇଁ ବାସ୍ତୁଶାସ୍ତ୍ରର କିଛିଟା ନିୟମ ମାନିବା ଜରୁରୀ। ଯେମିତି କି: * ପ୍ରତିଦିନ ସକାଳେ ତୁଳସୀ ଚଉରା ମୂଳରେ ଜଳ ଅର୍ପଣ କରିବା ସହ ସନ୍ଧ୍ୟା ସମୟରେ ଦୀପ ଜାଳିଲେ ମାତା…

ଅଦିନିଆ ବର୍ଷାରେ ନଷ୍ଟହେଲା ଧଳାସୁନା

ଭବାନୀପାଟଣା,୨୪।୧୨(ଉତ୍ତମ କୁମାର ଦାଶ)ଚାଷ ଓ ଚାଷୀଙ୍କୁ ନେଇ ପରିଚିତ କଳାହାଣ୍ଡି ଜିଲା। ଧାନ ସହିତ କପା ଓ ଡାଲି ଜାତୀୟ ଶସ୍ୟ, ମାଣ୍ଡିଆ, ଗୁର୍ଜି ଭଳି ବିଭିନ୍ନ ଚାଷକୁ ନେଇ ବିଶ୍ୱଦରବାରରେ ନିଜର ସ୍ବତନ୍ତ୍ର ପରିଚୟ ପାଇଛି କଳାହାଣ୍ଡି। ଧାନ ଉତ୍ପାଦନରେ…

କୋଏଲରେ ମିଶୁଛି ଡ୍ରେନ୍‌ ପାଣି

ରାଉରକେଲା,୨୪।୧୨(ସଙ୍ଗୀତା ଜେନା)ଇସ୍ପାତ ସହର ରାଉରକେଲାର ବିଭିନ୍ନ ଅଞ୍ଚଳର ବର୍ଜ୍ୟଜଳ ମୁଖ୍ୟ ଡ୍ରେନରେ ଆସି କୋଏଲ ନଦୀରେ ମିଶୁଛି। ଏହାଦ୍ୱାରା ନଦୀଜଳ ପ୍ରଦୂଷଣ ହେଉଛି। ଅନ୍ୟପକ୍ଷେ ଏହି ନଦୀଜଳକୁ ସ୍ଥାନୀୟ ଅଞ୍ଚଳବାସୀ ବିଭିନ୍ନ କାମରେ ବ୍ୟବହାର କରୁଛନ୍ତି। ଫଳରେ ଝାଡ଼ାବାନ୍ତି ଭଳି ସଂକ୍ରାମକ…

ଶୀତରେ ପାଣି କମ୍‌ ପିଉଥିଲେ

ଶୀତଦିନେ ଥଣ୍ଡା ପାଗରେ ଆବଶ୍ୟକ ମାତ୍ରାରେ ପାଣି ପିଇବାରେ ଅନେକେ ଅବହେଳା କରିଥା’ନ୍ତି। ହେଲେ ଏହା ଦ୍ୱାରା ଡିହାଇଡ୍ରେଶନ୍‌ ହେବା ସହ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ… ପରିବେଶ ଥଣ୍ଡା ଥିବାରୁ ଦେହରୁ ଝାଳ ବାହାରି ନ ଥାଏ ଏବଂ ଶୋଷ…

ବିଶ୍ୱର ଏକକ ବୃହତ୍ତମ ପବନ ଫାର୍ମ

ଲଣ୍ଡନ: ପୃଥିବୀର ବୃହତ୍ତମ ଅଫ୍‌ଶୋର ପବନ ଫାର୍ମ ହର୍ନସି ପାଇଁ ଡେନ୍‌ମାର୍କର ଶକ୍ତି ନେତା ଅଷ୍ଟ୍ରେଡ୍‌ ଆନୁଷ୍ଠାନିକ ଭାବରେ ଏହାର ଶେଷ ବିନିଯୋଗ ନିଷ୍ପତ୍ତି ଘୋଷଣା କରିଛନ୍ତି। ଏହା ହର୍ନସି ଜୋନ୍ରେ ଅଷ୍ଟ୍ରେଡ୍‌ର ତୃତୀୟ ଗିଗାୱାଟ୍‌- ସ୍କେଲ୍‌ ପ୍ରୋଜେକ୍ଟକୁ ଚିହ୍ନିତ କରିଛି,…

ଡେଉଁରିଆ କାମ ନ ଦେବାରୁ ବାବାଙ୍କୁ ହତ୍ୟା

ବାଲିକୁଦା,୨୪ା୧୨(ତାପସ ସ୍ବାଇଁ)ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ରାହାଣ ପଞ୍ଚାୟତ ଅନ୍ତର୍ଗତ କୋଷିଦା ମଠର ବାବା ପ୍ରହଲ୍ଲାଦ ଦାସଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତ ବାନାମ୍ବର ଦାସ (ବାନା)ଙ୍କୁ ପୋଲିସ ଶୁକ୍ରବାରଠାରୁ ଅଟକ ରଖିଥିବା ବେଳେ ଶନିବାର କୋର୍ଟ ଚାଲାଣ କରିଛି। ମୃତ ବାବାଙ୍କ…

ସେନା ଉଠାଇନେଇଥିବା ୩ ନାଗରିକଙ୍କ ମୃତ୍ୟୁ

ପୁଞ୍ଚ୍‌,୨୪।୧୨: ଜମ୍ମୁ-କଶ୍ମୀରରେ ଦୁଇଟି ସେନା ଗାଡ଼ି ଉପରେ ଆତଙ୍କବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ସୈନ୍ୟ ଶହୀଦ ହୋଇଥିଲେ। ଉକ୍ତ ଆତଙ୍କବାଦୀଙ୍କୁ ଧରିବା ପାଇଁ ଅପରେଶନକୁ ଜୋର୍‌ଦାର କରାଯାଇଥିବାବେଳେ ସନ୍ଦେହରେ ସେନା ୩ ଜଣ ସ୍ଥାନୀୟ ଲୋକଙ୍କୁ ପଚରାଉଚରା ପାଇଁ ନେଇଯାଇଥିଲା। ହାଜତରେ…

ଗୋଟିଏ ପରିବାରର ୭୬ ମୃତ

ରାଫାହ,୨୪।୧୨: ଗାଜା ଷ୍ଟ୍ରିପ୍‌ ଉପରେ ଇସ୍ରାଏଲ୍‌ର ଆକ୍ରମଣ ଶନିବାର ଦ୍ୱାଦଶ ସପ୍ତାହରେ ପହଞ୍ଚିଛି। ଇସ୍ରାଏଲ୍‌ ଯୁଦ୍ଧବିମାନରୁ ଶୁକ୍ରବାର ବୋମାମାଡ଼ ଫଳରେ ଗାଜାଷ୍ଟ୍ରିପ୍‌ର ଗୋଟିଏ ପରିବାରର ୭୬ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଗାଜାର କୌଣସି ସ୍ଥାନ ଏବେ ନିରାପଦ ନୁହେଁ ବୋଲି…

ଆମେରିକାରେ ହିନ୍ଦୁ ମନ୍ଦିରକୁ ବିକୃତ କଲେ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୪ା୧୨(ପି.ଟି.): ଆମେରିକାର କାଲିଫର୍ନିଆ ରାଜ୍ୟରେ ଥିବା ଏକ ଖ୍ୟାତନାମା ହିନ୍ଦୁ ମନ୍ଦିରକୁ ଭାରତ ବିରୋଧୀ ତତ୍ତ୍ୱମାନେ ବିକୃତ କରିଛନ୍ତି। ସମ୍ଭାବ୍ୟ ଘୃଣା ଅପରାଧକୁ ନେଇ ପୋଲିସ ତଦନ୍ତ ଚଳାଇଛି। ମନ୍ଦିର ଉପରେ ଆକ୍ରମଣକୁ ନେଇ ଭାରତ ଦୃଢ଼ ପ୍ରତିବାଦ ଜଣାଇବା ସହ…

ନିର୍ଦ୍ଦେଶକ ପ୍ରିନ୍ସ କୁମାରଙ୍କୁ ୭ ବର୍ଷ ଜେଲ

ଭୁବନେଶ୍ୱର,୨୪।୧୨(ସୂର୍ଯ୍ୟକାନ୍ତ ବେହେରା)ଶତାଧିକ ନିବେଶକଙ୍କଠାରୁ ଦେଢ କୋଟି ଟଙ୍କା ଡିଜିଟାଲ ପୋଞ୍ଜି ସ୍କାମ ମାମଲାର ବାଲେଶ୍ୱର ଓପିଆଇଡି କୋର୍ଟରେ ରାୟ ପ୍ରକାଶ ପାଇଛି। ଏହି ମାମଲାର ଶୁଣାଣି କରି ବିଚାରପତି ଏମ୍‌ଏସ୍‌ ଡିଜିଟାଲ ରିଭୋଲ୍ୟୁଶନ ଟେକ୍ନୋଲୋଜିସ ଲିମିଟେଡ’ ସଂସ୍ଥାର ନିର୍ଦ୍ଦେଶକ ପ୍ରିନ୍ସ କୁମାରଙ୍କୁ…

ଜେଏନ୍‌.୧ ଆତଙ୍କ: ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର, ୨୪।୧୨(ଅସମାପିକା ସାହୁ)କରୋନା ପରଠାରୁ ରାଜ୍ୟରେ ଜ୍ୱର, ଥଣ୍ଡା, କାଶ ଆଦି ସାଧାରଣ ରୋଗ ଧୀରେ ଧୀରେ ଜଟିଳ ହେଉଛି। ବିଭିନ୍ନ ସମୟରେ କରୋନାର ସବ୍‌ଭାରିଆଣ୍ଟ୍‌କୁ ନେଇ ସରକାର ସତର୍କ କରୁଛନ୍ତି। ଏବେ ବିଶ୍ୱରେ କୋଭିଡ୍‌-୧୯ର ନୂଆ ସବ୍‌ଭାରିଆଣ୍ଟ ଜେଏନ୍‌.୧ ଚିନ୍ତା…

‘ଦେବା’ରେ ଶାହିଦଙ୍କ ସହ ପୂଜା

ମୁମ୍ବାଇ: ଅଭିନେତ୍ରୀ ପୂଜା ହେଗ୍‌ଡେ ‘ରାଧେ ଶ୍ୟାମ’, ‘ସର୍କସ’, ‘କିସି କା ଭାଇ କିସି କି ଜାନ୍‌’ ଭଳି ହିନ୍ଦୀ ଫିଲ୍ମରେ ନଜରକୁ ଆସିଥିବାବେଳେ ଆଗକୁ ରୋମାଣ୍ଟିକ୍‌ ଥ୍ରିଲର ‘ଦେବା’ରେ ନଜର ଆସିବାକୁ ଯାଉଛନ୍ତି। ଏଥିରେ ସେ ଅଭିନେତା ଶାହିଦ କପୁରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri