Home Left

କେଏସ୍‌ଏଏର ‘ରୂପାନ୍ତରୀତ ଯୋଜନା’ଉନ୍ମୋଚିତ

ଭୁବନେଶ୍ୱର,୨୪।୧୨: କଳିଙ୍ଗ ଷ୍ଟିମ୍‌ଶିପ୍‌ ଏଜେଣ୍ଟ୍‌ସ ଆସୋସିଏସନ (କେଏସ୍‌ଏଏ) ପକ୍ଷରୁ ହୋଟେଲ ଏମ୍ପାୟାର୍ସଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶ ଆୟୋଜିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ମେସର୍ସ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶରେ କେଏସ୍‌ଏଏ ପକ୍ଷରୁ…

ନକଲି କାଗଜପତ୍ରରେ କ୍ରେଡିଟ୍‌ କାର୍ଡ: ୬ ଗିରଫ

ଭୁବନେଶ୍ୱର,୨୪ା୧୨(ସୂର୍ଯ୍ୟକାନ୍ତ ବେହେରା)ନକଲି କାଗଜପତ୍ର ପ୍ରସ୍ତୁତ କରି ଲୋକଙ୍କ ଅଜାଣତରେ ତାଙ୍କ ନାଁରେ କ୍ରେଡିଟ୍‌ କାର୍ଡ ଇସ୍ୟୁ କରୁଥିଲେ। ପରେ ବିଭିନ୍ନ ହସ୍ପିଟାଲ, ଓମଫେଡ ବୁଥ୍‌ ଭଳି ବିଭିନ୍ନ ସ୍ଥାନରେ ସ୍ବାଇପ୍‌ କରି ନଗଦ ଟଙ୍କା ନେଉଥିଲେ। ଏଭଳି ଢଙ୍ଗରେ କୋଟିକୋଟି ଟଙ୍କା…

ଯୋକଡ଼ିଆ କେନାଲ ପୁନରୁଦ୍ଧାର ଦାବି ତେଜିଲା

ଯାଜପୁର,୨୪ା୧୨(ହର୍ଷବର୍ଦ୍ଧନ ବେହେରା)ଯାଜପୁର ବ୍ଲକର ନାଥସାହି, ଭୁବନେଶ୍ୱରପୁର, ଖଇରାବାଦ, ଚଇନପୁର, ବେରୁଦା, ମାଳଆନନ୍ଦପୁର ପ୍ରଭୃତି ୧୦ ପଞ୍ଚାୟତର ପ୍ରାୟ ଶତାଧିକ ଗ୍ରାମ ବନ୍ୟା ଓ ମରୁଡି ଦ୍ୱାରା ପ୍ରଭାବିତ। ଏଥିଯୋଗୁ କୃଷକ ପରିବାରଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇପଡ଼ିଛି। ଫସଲକୁ ସୁରକ୍ଷା ଦେବା…

ଏଲ୍‌ଆଇସି ଇନ୍‌ଭେଷ୍ଟମେଣ୍ଟ ବିଲ୍‌ଡିଂର ଭୂମିପୂଜନ

ଭୁବନେଶ୍ୱର,୨୪।୧୨ (ଅଭୟ କୁମାର ଦାଶ): ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଭୁବନେଶ୍ୱର ମଣ୍ଡଳର ସୂର୍ଯ୍ୟନଗର ଶାଖାଠାରେ ଏକ ଅତ୍ୟାଧୁନିକ ଇନ୍‌ଭେଷ୍ଟମେଣ୍ଟ ବିଲ୍‌ଡିଂର ଭୂମିପୂଜନ କାର୍ଯ୍ୟକ୍ରମ ଶନିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଫାଉଣ୍ଡେଶନ ଷ୍ଟୋନ୍‌ ଲେଇଂ…

କୃଷି ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୧୨: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ କୃଷକ ଦିବସ ପାଳିତ ହୋଇଯାଇଛି। ବିଶେଷକରି ଭାରତର ଗ୍ରାମୀଣ ସମ୍ପ୍ରଦାୟର ଉନ୍ନତି ପାଇଁ ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧିକୁ ବ୍ୟାପକ କରିବାର ପ୍ରତିବଦ୍ଧତାକୁ କମ୍ପାନୀ ଦୋହରାଇଛି। ଏପରିକି ଜୀବିକା ନିର୍ବାହ, କୃଷି ପ୍ରଯୁକ୍ତିବିଦ୍ୟା ଆଦି ବିଷୟରେ ଜ୍ଞାନ…

ଅମେଇମୁହାଁବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୨୪।୧୨ ( ଧନେଶ୍ୱର ସାହୁ)ପ୍ରତି ଗାଁକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଇଥିବା ସରକାର କହୁଛନ୍ତି । ହେଲେ ତାହାର ଭିନ୍ନ ଚିତ୍ର ଦେଖିବାକୁ ମିଳିଛି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିକ୍ରିଡା ପଞ୍ଚାୟତ ଅମେଇମୁହାଁ ଗ୍ରାମରେ । ଗାଁକୁ…

ପାଇପ୍‌ ଫାଟି ଭାସୁଛି ପାଣି

ବଡ଼ବିଲ,୨୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟ ସଡ଼କପଥ ପାର୍ଶ୍ୱ ଦେଇଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଇପ୍‌ ଫାଟି ପାଣି ନଷ୍ଟ ହେଉଛି। ପାନୀୟ ଜଳ ସଙ୍କଟକୁ ଦୂର କରିବାକୁ ରାଜ୍ୟ ସରକାର ଦିନରାତି ‘ଟ୍ୟାପ୍‌ ଟୁ ଓ୍ବାଟର’ ଯୋଜନା କାର୍ଯ୍ୟକାରୀ କରିବାକୁ…

ଭାରତ ନିୟନ୍ତ୍ରଣରେ ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ମହିଳା ଟେଷ୍ଟ

ମୁମ୍ବାଇ,୨୩ା୧୨: ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ମହିଳା ଟେଷ୍ଟକୁ ନିୟନ୍ତ୍ରଣରେ ରଖିଛି ଭାରତ। ତୃତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୨୩୩ ରନ୍‌ କରିବା ସହିତ ୪୬ ରନ୍‌ରେ ଆଗୁଆ ରହିଛି। ଆଉ ଗୋଟିଏ ଦିନ ବାକି…

ଭଲ ପାଠ ପଢ଼ି ମା’-ବାପାଙ୍କ ସ୍ବପ୍ନକୁ ସାକାର କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨: ଭଲ ପାଠ ପଢ଼ି ମା’ବାପାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଶନିବାର ଲୋକ ସେବା ଭବନ କନ୍‌ଭେନଶନ ହଲ୍‌ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସ୍କୁଲର ପିଲାମାନଙ୍କ ପାଇଁ…

ରକୁଲ ପ୍ରୀତ୍‌ଙ୍କ ଶାଢ଼ି ଲୁକ୍‌ କରୁଛି ପାଗଳ

ମୁମ୍ବାଇ: ସୋସିଆଲ ମିଡିଆରେ ଅଭିନେତ୍ରୀ ରକୁଲ ପ୍ରୀତ୍‌ ବହୁତ ଆକ୍ଟିଭ୍‌। ଯେଉଁଥିପାଇଁ ରକୁଲଙ୍କ ଫଟୋ ଏବଂ ଭିଡିଓ ପ୍ରାୟତଃ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ଏବେ ଅଭିନେତ୍ରୀଙ୍କ ଲାଟେଷ୍ଟ ଫଟୋ ଭାଇରାଲ ହେଉଛି। ଶନିବାର ରକୁଲ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ…

ବ୍ୟବହାର କରୁଥିବା ସିମ କାର୍ଡ ବେଆଇନ କି ନୁହେଁ କିପରି ଜାଣିବେ?…

ନୂଆଦିଲ୍ଲୀ,୨୩।୧୨ : ଆପଣ ବ୍ୟବହାର କରୁଥିବା ସିମ କାର୍ଡ ବେଆଇନ କି ନୁହେଁ ତାହା କିପରି ଜାଣିବେ ସେଥି ପାଇଁ ଏକ ସହଜ ଉପାୟ ରହିଛି। ଏଥିପାଇଁ ଆପଣଙ୍କୁ ସଞ୍ଚାର ସାଥି ପୋର୍ଟାଲ ପରିଦର୍ଶନ କରିବାକୁ ପଡିବ । ସଞ୍ଚାର ସାଥି…

କଙ୍ଗନା ନୁହନ୍ତି ବରଂ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ହ୍ରିତିକ୍‌, ଦେଇଥିଲେ ୨ କୋଟି ଟଙ୍କାର ଉପହାର

ମୁମ୍ବାଇ: ଆଜିକାଲି ଅଭିନେତା ହ୍ରିତିକ ରୋଶନଙ୍କ ନାଁକୁ ନେଇ ଅନେକ ଚର୍ଚ୍ଚା। ନିକଟରେ ଅଭିନେତାଙ୍କ ଆଗାମୀ ଫିଲ୍ମ ‘ଫାଇଟର୍‌’ର ଗୀତ ମୁକ୍ତିଲାଭ କରିଥିଲା। ଯାହା ସୋସିଆଲ ମିଡିଆରେ ବେଶ୍‌ ଟ୍ରେଣ୍ଡ୍‌ କରିଥିଲା। ଏହି ଗୀତରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସହ ହ୍ରିତିକ୍‌ଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri