Home Left

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC) ଲାଗୁ କରିବା ଏବଂ ‘ଅରୁଣୋଦୟ’ ଯୋଜନା ଅଧୀନରେ ମହିଳାମାନେ ପାଇଥିବା ମାସିକ ପ୍ରତ୍ୟକ୍ଷ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ରାତିରେ ଘଟିଛି ଏହି ଛାତିଥରା…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ ଜିଓଷ୍ଟାର ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗତ ଜାନୁଆରୀରେ ବିସିସିଆଇର ନିର୍ଦ୍ଦେଶକ୍ରମେ କୋଲକାତା…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି। ଏହି ଘଟଣାକ୍ରମ ମଧ୍ୟରେ,…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଶ୍ରୀରାମ ପଦା ଗୁଡ୍ସ ସେଫୋଡ଼ ଇଂଲିଶ ମିଡ଼ଇମ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା କାରବାରର ସୀମା, ନଗଦ ଉଠାଣ ସୀମା ଏବଂ ଅତିରିକ୍ତ କାରବାର ଶୁଳ୍କ ଅନ୍ତର୍ଭୁକ୍ତ।…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ CSK 8 ୱିକେଟରେ ପରାସ୍ତ…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ କରନ୍ତି, ତେବେ ଆପଣଙ୍କୁ ଆଜି ମଧ୍ୟରାତ୍ରି ପୂର୍ବରୁ ତିନୋଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ ଭକ୍ତଙ୍କ ଜୀବନ ଯାଇଥିବା ବେଳେ ଛଅ ଜଣରୁ ଅଧିକ ଲୋକ ଆହତ ହୋଇଥିବା…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ ବିଶେଷଜ୍ଞ କମର ଚିମାଙ୍କୁ ସ୍ପଷ୍ଟ ଭାବରେ ବିଚଳିତ କରିଛି। ଇରାନ ସଂଘର୍ଷରୁ ସୃଷ୍ଟି…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଶୁଭାରମ୍ଭ ହୋଇଯାଇଛି l ଅତିଥି ଭାବେ ଭାଜପା ଯୁବ ସାଙ୍ଗଠନିକ ନେତା ବନଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri