Home Left

ଭାଜପାକୁ ୬୦ କୋଟି ଦେଇଛନ୍ତି ସରଥ ରେଡ୍ଡୀ

ନୂଆଦିଲ୍ଲୀ,୨୧ା୪: ତଥାକଥିତ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାର ଅନ୍ୟତମ ଅଭିଯୁକ୍ତ ସରଥ ରେଡ୍ଡୀ ଭାଜପାକୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ୬୦ କୋଟି ଟଙ୍କା ଚାନ୍ଦା ଦେଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଶନିବାର ଅଭିଯୋଗ…

ଇମ୍ରାନ୍‌ଙ୍କ ଅଭିଯୋଗ: ସ୍ତ୍ରୀଙ୍କୁ ଦିଆଯାଉଛି ଟଏଲେଟ୍‌ କ୍ଲିନର ମିଶା ଖାଦ୍ୟ

ରାଓ୍ବଲପିଣ୍ଡି,୨୧ା୪: ସ୍ତ୍ରୀ ବୁଶ୍ରା ବିବିଙ୍କୁ ଖାଦ୍ୟରେ ଟଏଲେଟ୍‌ କ୍ଲିନର ମିଶାଇ ଦିଆଯାଉଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅଭିଯୋଗ କରିଛନ୍ତି। ରାଓଲପିଣ୍ଡିର ଆଡିଆଲା ଜେଲରେ ୧୯୦ ନିୟୁତ ପାଉଣ୍ଡ ଦୁର୍ନୀତି ମାମଲାର ଶୁଣାଣି ବେଳେ ଇମ୍ରାନ୍‌ ଉପରୋକ୍ତ ଅଭିଯୋଗ ଆଣିଛନ୍ତି।…

ଲଭ୍‌ ଜିହାଦ ପାଇଁ ଝିଅକୁ ମାରିଦେଲେ

ବେଙ୍ଗାଲୁରୁ,୨୧ା୪: ଏପ୍ରିଲ ୨୬ ଏବଂ ମେ’ ୭ରେ କର୍ନାଟକରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଜଣେ କର୍ପୋରେଟରଙ୍କ ଝିଅକୁ ହତ୍ୟା ଘଟଣାକୁ ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଦଳ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି।…

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ…

ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ

କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ କାଟି…

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ ସାଂସଦ ଅମରନାଥ ପ୍ରଧାନଙ୍କ ପ୍ରତିନିଧି ତଥା କ୍ରୀଡ଼ା ସଂଗଠକ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ…

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆ ବିଧାନସଭା କ୍ଷେତ୍ରରୁ ସୁବାସିନୀ ସାହୁଙ୍କ ନାମ ଘୋଷଣା କରିଛନ୍ତି ବିଜେଡି…

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା ପରେ ଜଟଣୀ ରାଜନୀତି ଚଳଚଞ୍ଚଳ ହୋଇଛି। ପୂର୍ବରୁ ବିଜେଡିରୁ ଖୋର୍ଦ୍ଧା ଜିଲା ବିଜେଡି ସଭାପତି…

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ ପାଳନ କରୁଥିବା ବ୍ୟକ୍ତିମାନେ ସେମାନଙ୍କ ପାଳିତ ଗାଈ ଗୋରୁଙ୍କୁ କୌଣସି ପରିସ୍ଥିତିରେ ରାସ୍ତା ଉପରକୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ନାହିଁ ଆବଶ୍ୟକ ଔଷଧ

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଜ୍ୟ ସରକାରଙ୍କ ସିଟି ହେଲ୍‌ଥ ମିଶନରେ ରାଉରକେଲା ଅର୍ବାନ ଅଞ୍ଚଳର ଲକ୍ଷାଧିକ ରୋଗୀ ବେଶ୍‌ ଉପକୃତ ହେଉଛନ୍ତି। ବସ୍ତିବାସିନ୍ଦାଙ୍କ ପାଇଁ ଗୋଟିଏ ଗୋଟିଏ ଉତ୍କୃଷ୍ଟ ମାନର ସମନ୍ବିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଛି। ରାଉରକେଲା ବସ୍ତି…

ସୁଧୁରୁନି ବସ୍ତି ଅଞ୍ଚଳର ଦୁରବସ୍ଥା

ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଅଧୀନରେ ରହିଛି ସମୁଦାୟ ୪୧ଟି ଓ୍ବାର୍ଡ। ପ୍ରତି ଓ୍ବାର୍ଡରେ ରହିଛି ମୋଟ ୧୩୨ ବସ୍ତି। ୬୦ଭାଗ ବସ୍ତିରେ ବିଜୁ ଆଦର୍ଶ କଲୋନୀ ଯୋଜନାରେ ବିପୁଳ ଅନୁଦାନ ମିଳୁଥିବାରୁ ରାସ୍ତାଘାଟ,ଡ୍ରେନେଜ ସହିତ ସମସ୍ତ ପ୍ରକାର ବିକାଶମୂଳକ…

ରାଜଧାନୀରେ ଥଣ୍ଡା ପାନୀୟ, ରାସ୍ତାକଡ଼ ଖାଦ୍ୟର ଯାଞ୍ଚ ନାହିଁ

ଭୁବନେଶ୍ୱର, ୨୧।୪ (ବନ୍ଦନା ସେଠୀ)ରାଜଧାନୀରେ ତାପମାତ୍ରା ୪୩ ଡିଗ୍ରୀ ପାର୍‌ ହୋଇଥିବାବେଳେ ମନ ଖୋଜୁଛି ଥଣ୍ଡା ପାନୀୟ। ଖରାରେ ପାଣି ଅପେକ୍ଷା ଲସି, ସରବତ, ଫଳଜୁସ୍‌, ଆଖୁରସ, ଚୁସ୍‌କି/ଗୋଲା ଆଦିର ବେଶି ଚାହିଦା ରହୁଥିବାରୁ ସହରର ମୁଖ୍ୟ ରାସ୍ତା ସମେତ ଗଳିକନ୍ଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?