Home Left

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ ଜଣେ ଖେଳାଳି ଭାବରେ ଖେଳୁଛନ୍ତି। ଏହି ସିଜନରେ ଧୋନୀଙ୍କୁ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳିଛି।…

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଶିନିବାର ଡ୍ୟୁଟି ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ…

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର ୱାର୍ଡରେ ଗତକାଲି ସଫେଇ କର୍ମଚାରୀ ଗୋଲାପ ମାହାରଙ୍କ ମୃତ୍ୟୁ ପରେ ଆଜି କାମ ବନ୍ଦ…

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସୋସିଆଲ ମିଡିଆ ଏକ୍ସ ଜରିଆରେ…

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ…

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତଦେହଟି ବଘିଆପଡା ଗ୍ରାମ ପଞ୍ଚାୟତ ଜାମୁପାଲି ଗ୍ରାମର ୫୦ ବର୍ଷିୟ…

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ ସୁରକ୍ଷା ସମିତି। ଏହାର ତଦନ୍ତ ନ ସରଣୁ ପୁଣି ସେକ୍ସନ ଅଧୀନ ନେଗିପାଲିରେ…

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ ବର୍ଗର ଗରିବ ଲୋକେ ମହୁଲ ସଂଗ୍ରହକୁ ସେମାନଙ୍କ ଏକ ଜୀବିକାଭାବେ ଗ୍ରହଣ କରି ଆସିଛନ୍ତି।…

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ସୁଯୋଗ ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସମ୍ବଲପୁରବାସୀ ନିଶ୍ଚିତ ଭାବରେ…

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି…

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ, ଶିକ୍ଷା, ଶିଶୁଙ୍କ ଖାଦ୍ୟ, ମା’ମାନଙ୍କ ପାଇଁ ଟଙ୍କା ପାଇଛୁ। ଦ୍ରୋହୀ ହେବୁ ନାହିଁ। ଆନ୍ଧ୍ର,…

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର ଦାୟିତ୍ୱ ତୁଲାଉଛି। ମାତ୍ର ରାଜଧାନୀର ମହିଳାମାନେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଶତାଧିକ ମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?