ବିମାନବନ୍ଦରରେ ଧଳାଭାଲୁର ଅଦ୍ଭୁତ କାର୍ଯ୍ୟ ଦେଖି ହସିହସି ଗଡ଼ିଲେ ଲୋକେ, ଦେଖନ୍ତୁ ଭିଡିଓ…
ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ ହେଉଛି। ଏଥିରୁ କିଛି ଭିଡିଓକୁ ଲୋକେ ଖୁବ୍ ପସନ୍ଦ କରିବା ସହ ଦେଖିବା ପରେ ହସି ହସି ବେଦମ୍ ବି ହୋଇଯାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଏକ…
ଏବେ ମିଳିବ ଜୋତା ମାଡ, ପୋଲିସ ଅଧିକାରୀଙ୍କୁ ଧମକ ଦେଲେ ଆଇନଜୀବୀ, ଭିଡିଓ ଭାଇରାଲ…
ଲକ୍ଷ୍ନୌ,୧୮।୧୨ : ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଜଣେ ଆଇନଜୀବୀ ପୋଲିସ କର୍ମଚାରୀଙ୍କୁ ଜୋତା ମାଡ କରିବାକୁ ଧମକ ଦେଇଥିବାର ଦେଖିବାକୁ ମିଳୁଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଗେଟ ନଂ ୧ରେ ଏହି ଘଟଣା…
ଶାଶୁଙ୍କ ଉପରେ ଗୁଳି ଚାଳନା କରୁଥିବା ଗୁଣ୍ଡାଙ୍କୁ ଗୋଡାଇ ପିଟି ଘରେ ବନ୍ଦ କଲେ ବୋହୂ, ପୋଲିସ କଲା ଗିରଫ…
ପାଟନା,୧୮।୧୨ : ବିହାରର ଜଣେ ବୋହୂଙ୍କ ସାହସ ଯୋଗୁ ତାଙ୍କ ବୃଦ୍ଧା ଶାଶୁଙ୍କ ଜୀବନ ବଞ୍ଚତ୍ ପାରିଛି। ବୋହୂ ଶାଶୁଙ୍କ ଉପରେ ଗୁଳି ଚାଳନା କରୁଥିବା ଦୁଇ ଗୁଣ୍ଡାଙ୍କ ସହ ଲଢିବା ସହ ସେମାନଙ୍କୁ ଗୋଡ଼ାଇ ଧରିଥିଲେ। ଗୁଣ୍ଡାଙ୍କୁ ଘରକୁ ଟାଣି…
ଦୁଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ତାଡ଼ିନେଲେ ଠାକୁରଙ୍କ ଆଖି
ଭଦ୍ରକ,୧୮ା୧୨(ସନାତନ ରାଉତ): ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ମନ୍ଦିରରୁ ଦାନ ବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ସୂଚନା ମୁତାବକ ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଚୋରି ହୋଇଛି। ଦାନବାକ୍ସରୁ…
୯୦ ଥର ରକ୍ତଦାନ କରି ଚର୍ଚ୍ଚାରେ କିଶୋର
ନୂଆପଡ଼ା,୧୮।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ମାଗୁରପାଣି ଛୋଟିଆ ଗାଁର କିଶୋର କୁମାର ପରିଡା (୪୯)। ୪୯ ବର୍ଷ ବୟସରେ ୯୦ ଥର ରକ୍ତଦାନ କରି ଜିଲା ତଥା ଜିଲା ବାହାରେ ପ୍ରସଂଶିତ ହୋଇ ଅଞ୍ଚଳ ତଥା ଜିଲା ପାଇଁ ଗୌରବ…
ରାସ୍ତା, ପାଣି ମୁଖ୍ୟ ସମସ୍ୟା
କଣ୍ଟାବାଞ୍ଜି,୧୮ା୧୨(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଆଦିବାସୀ ବହୁଳ କୁଇବାହାଲ ଗ୍ରାମ ପଞ୍ଚାୟତ। ପଞ୍ଚାୟତ ସଦର ଗ୍ରାମ କୁଇବାହାଲ ସହିତ କଲୋନୀପଡା, ସୁରିପଡା, ମହୁଲପଡା, ଦେବାହାଲିଆ ପଡା, କିନ୍ଦେରକେଲା ଓ ଖଲିଆପଡା ଆଦି ୬ଟି ପଡା ରହିଛି। ଆଜି ବି…
ନେଚର ପାର୍କ ଡମରଗାଡ଼ ପର୍ଯ୍ୟଟକଙ୍କୁ କରୁଛି ଆକୃଷ୍ଟ
ବୌଦ୍ଧ,୧୮ା୧୨(ଅଜିତ କୁମାର ବାରିକ): ସଂସ୍କୃତି ସଂପନ୍ନ ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରାଜିରେ ଭରପୁର। ଜିଲାରେ ପର୍ଯ୍ୟଟନ ଶିଳ୍ପ ପାଇଁ ବନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବନ ବିଭାଗ ପକ୍ଷରୁ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇ ଐତିହାସିକ ଡମରଗାଡ଼ଠାରେ ଜିଲାର…
ସୁଡ଼ଙ୍ଗ ଉଦ୍ଧାର ଅଭିଯାନରେ ଟେକ୍ନୋଲୋଜିର ପ୍ରୟୋଗ
ଏଣ୍ଡୋସ୍କୋପିକ କ୍ୟାମେରା ଜରିଆରେ ଛବି ଉତ୍ତୋଳନ : ସୁଡ଼ଙ୍ଗ ମଧ୍ୟରେ ଫସି ରହିଥିବା ଶ୍ରମିକମାନଙ୍କ ଛବି ଦୀର୍ଘ ୧୦ ଦିନ ପରେ ନଭେମ୍ବର ୨୧ ତାରିଖ ଦିନ ସାରା ଦୁନିଆ ପ୍ରଥମକରି ଏକ ଏଣ୍ଡୋସ୍କୋପିକ ବ୍ୟବସ୍ଥା ଜରିଆରେ ଦେଖିଥିଲା I ଏହି…
ଚନ୍ଦ୍ରପୃଷ୍ଠରେ ପର୍ଯ୍ୟବେକ୍ଷଣାଗାର
ହୁ ପୁରାତନ କାଳରୁ ମନୁଷ୍ୟ ଖାଲି ଆଖିରେ ଆକାଶକୁ ପର୍ଯ୍ୟବେକ୍ଷଣ କରି ଅନେକ ଗ୍ରହ ଓ ନକ୍ଷତ୍ରର ଗତିବିଧି ଜାଣିପାରିଥିଲା। ସପ୍ତଦଶ ଶତାବ୍ଦୀର ଆରମ୍ଭରେ ଦୂରବୀକ୍ଷଣ ଯନ୍ତ୍ରର ଉଦ୍ଭାବନ ପରେ ଏହା ସାହାଯ୍ୟରେ ଗଭୀର ମହାକାଶର ଅନେକ ଦୂରରେ ଥିବା ଜ୍ୟୋତିର୍ବିଦୀୟ…
ନନ୍ଦପୁର ବଜାରରେ ନକଲି ୫୦୦ ଟଙ୍କିଆ
ନନ୍ଦପୁର,୧୮।୧୨(ଶଙ୍କର ପୂଜାରୀ): ନନ୍ଦପୁର ବଜାରରେ ଗତ କିଛିଦିନ ହେଲା ନକଲି ୫୦୦ ଟଙ୍କିଆ ନୋଟ୍ କାରବାର ଚାଲିଛି। କିଛି ଗ୍ରାହକ ନକଲି ନୋଟ୍ ଆଣି ଆସୁଥିବା ଦୋକାନୀମାନେ ଅଭିଯୋଗ କରିଛନ୍ତି। ବିଶେଷକରି ଭିଡ଼ ଥିବା ପେଟ୍ରୋଲ ଟାଙ୍କି, କିରାଣି ଦୋକାନ, ଜଳଖିଆ…
ଧରିତ୍ରୀ ପ୍ରଭାବ: ଖାଦ୍ୟନଳୀ ନଥିବା ଶିଶୁକୁ ମିଳିବ ଚିକିତ୍ସା ସୁବିଧା
ବଲାଙ୍ଗୀର,୧୮ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଖାଦ୍ୟନଳୀ ନ ଥିବା କାରଣରୁ ଜଣେ ଶିଶୁ କିଭଳି ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି ଏବଂ ଏକ ଦିନମଜୁରିଆ ଦମ୍ପତି କିଭଳି ଦୀର୍ଘ ୯ ମାସ ଧରି ଡାକ୍ତରଖାନା ଦୌଡୁଛନ୍ତି ସେନେଇ ଗତ ୧୪ତାରିଖ ଧରିତ୍ରୀରେ ଏକ…
ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳୁନି ସେବା
ବଇଣ୍ଡା, ୧୮ା୧୨ (ପରିକ୍ଷିତ ସାହୁ): ସରକାରୀ ଡାକ୍ତରଖାନା ହୋଇଥିବାରୁ ଚିକିତ୍ସାରେ ନାନା ସୁବିଧାର ସୁଯୋଗ ନେବାକୁ ଆସୁଛନ୍ତି ରୋଗୀ। ହେଲେ ମେଡିକାଲରେ ପହଞ୍ଚିବା ପରେ ଧାରଣା ବଦଳି ଯାଉଛି ସେମାନଙ୍କର। ଡାକ୍ତରଙ୍କୁ ଦେଖା କରିବା ତ ଦୂରର କଥା ନର୍ସ କି…
Archives


