Home Left

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ୧.୪୪ କୋଟିରୁ ଅଧିକ ଭୋଟର ପ୍ରଥମ ପର୍ଯ୍ୟାୟରେ ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ବେହେରା-ତାଣ୍ଡେରା…

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି। କେନିଆର ରାଷ୍ଟ୍ରପତି ୱିଲିୟମ ରୁଟୋ ଏହି ଘଟଣା ସମ୍ପର୍କରେ ସୂଚନା…

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା ବ୍ୟୟ ବରାଦରେ ହୋଇଥିବା ଏହି କାର୍ଯ୍ୟାଦେଶ ପାଇଁ ଫେବୃଆରୀରେ ଏଗ୍ରିମେଣ୍ଟ ହୋଇଥିବା…

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩ ଜଣ ଦୁର୍ବୃତ୍ତ ଧରିତ୍ରୀ ଖବରଦାତା ସରୋଜ ଜେନାଙ୍କୁ ଆକ୍ରମଣ କରିଛନ୍ତି। ଅଫିସରୁ କାମ…

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’ କ୍ଷେପଣାସ୍ତ୍ର (ଆଇଟିସିଏମ୍‌)ର ଗୁରୁବାର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍‌ ସିଷ୍ଟମ…

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ ପର୍ଯ୍ୟାୟ…

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର ହେବ।…

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ହେଉଥିବାରୁ…

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ ପାଇଥିବାରୁ ଜଣକ ପରେ ଜଣେ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ରେଢ଼ାଖୋଲ…

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଭିଆଇଟି ଇଞ୍ଜିନିୟରିଂ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଭିଆଇଟିଇଇଇ) ୨୦୨୪ ଏପ୍ରିଲ ୧୯ରୁ ଆରମ୍ଭ ହେଉଛି।…

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି ଯେ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଛି। ଏଥିପାଇଁ…

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ ବଜାର(ଭାରତ)ରେ ବୃତ୍ତିଗତ ଏବଂ ବାଣିଜି୍ୟକ ରେଡିଅସ୍‌ ବଣ୍ଟନ ପାଇଁ ଉଭୟ କମ୍ପାନୀ ମଧ୍ୟରେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?