ନନ୍ଦପୁର ବଜାରରେ ନକଲି ୫୦୦ ଟଙ୍କିଆ
ନନ୍ଦପୁର,୧୮।୧୨(ଶଙ୍କର ପୂଜାରୀ): ନନ୍ଦପୁର ବଜାରରେ ଗତ କିଛିଦିନ ହେଲା ନକଲି ୫୦୦ ଟଙ୍କିଆ ନୋଟ୍ କାରବାର ଚାଲିଛି। କିଛି ଗ୍ରାହକ ନକଲି ନୋଟ୍ ଆଣି ଆସୁଥିବା ଦୋକାନୀମାନେ ଅଭିଯୋଗ କରିଛନ୍ତି। ବିଶେଷକରି ଭିଡ଼ ଥିବା ପେଟ୍ରୋଲ ଟାଙ୍କି, କିରାଣି ଦୋକାନ, ଜଳଖିଆ…
ଧରିତ୍ରୀ ପ୍ରଭାବ: ଖାଦ୍ୟନଳୀ ନଥିବା ଶିଶୁକୁ ମିଳିବ ଚିକିତ୍ସା ସୁବିଧା
ବଲାଙ୍ଗୀର,୧୮ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଖାଦ୍ୟନଳୀ ନ ଥିବା କାରଣରୁ ଜଣେ ଶିଶୁ କିଭଳି ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି ଏବଂ ଏକ ଦିନମଜୁରିଆ ଦମ୍ପତି କିଭଳି ଦୀର୍ଘ ୯ ମାସ ଧରି ଡାକ୍ତରଖାନା ଦୌଡୁଛନ୍ତି ସେନେଇ ଗତ ୧୪ତାରିଖ ଧରିତ୍ରୀରେ ଏକ…
ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳୁନି ସେବା
ବଇଣ୍ଡା, ୧୮ା୧୨ (ପରିକ୍ଷିତ ସାହୁ): ସରକାରୀ ଡାକ୍ତରଖାନା ହୋଇଥିବାରୁ ଚିକିତ୍ସାରେ ନାନା ସୁବିଧାର ସୁଯୋଗ ନେବାକୁ ଆସୁଛନ୍ତି ରୋଗୀ। ହେଲେ ମେଡିକାଲରେ ପହଞ୍ଚିବା ପରେ ଧାରଣା ବଦଳି ଯାଉଛି ସେମାନଙ୍କର। ଡାକ୍ତରଙ୍କୁ ଦେଖା କରିବା ତ ଦୂରର କଥା ନର୍ସ କି…
ନନ୍ଦକିଶୋର ମହିଳା ଫୁଟ୍ବଲ: ବିଡ଼ାନାସୀ ଚାମ୍ପିୟନ
ଭୁବନେଶ୍ୱର, ୧୮ା୧୨ (ବିଜୟ ରଣା): ସିଟି କ୍ଲବ ଏବଂ ଭୁବନେଶ୍ୱର ଆଥ୍ଲେଟିକ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍-୧ ଖେଳପଡ଼ିଆରେ ଚାଲିଥିବା ରାଜ୍ୟସ୍ତରୀୟ ନନ୍ଦକିଶୋର ମହିଳା ଫୁଟ୍ବଲ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଛି। ଫାଇନାଲରେ ବିଡ଼ାନାସୀ, କଟକ ଦଳ ୧-୦ ଗୋଲ୍ରେ…
ରାଜ୍ୟ ଜୁ-ଜିତ୍ସୁ: ଖୋର୍ଦ୍ଧା ଦଳଗତ ଚାମ୍ପିୟନ
ଭୁବନେଶ୍ୱର, ୧୮ା୧୨ (ବିଜୟ ରଣା): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ରାଜ୍ୟ ଜୁ-ଜିତ୍ସୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଇଥିଲେ। ଖୋର୍ଦ୍ଧା ଦଳଗତ ଚାମ୍ପିୟନ ହୋଇଥିବା ବେଳେ କଟକ ଦ୍ୱିତୀୟ ଏବଂ…
୨ ବିଭାଗରେ ଭାରତକୁ ଟାଇଟଲ
କଟକ,୧୮।୧୨(ସୁପ୍ରିୟା ପ୍ରିୟଦର୍ଶିନୀ ): ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ ତଥା ବିଡବ୍ଲ୍ୟୁଏଫ ଟୁର୍ ସୁପର-୧୦୦ ରବିବାର ଉଦ୍ଯାପିତ ହୋଇଛି। ମୋଟ ୫ ଇଭେଣ୍ଟରୁ ଭାରତୀୟ ପ୍ରତିଯୋଗୀ ୨ଟିରେ ଟାଇଟଲ ହାସଲ କରିଛନ୍ତି। ଜବାହରଲାଲ ନେହରୁ ଇନ୍ଡୋର ଷ୍ଟାଡିୟମରେ ଏହି ଟୁର୍ନାମେଣ୍ଟ ୬ଦିନ ଧରି…
ପକ୍ଷୀଙ୍କୁ ବିପଦ ଅସ୍ବାସ୍ଥ୍ୟକର ପରିବେଶ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତ ବଢ଼ିଥିବା ବେଳେ ବିଦେଶୀ ପକ୍ଷୀଙ୍କ ଆଗମନ ମଧ୍ୟ ବଢ଼ିଲାଣି। ବିଶେଷକରି କେନ୍ଦୁଝର ସହରର ଜଗନ୍ନାଥପୁର, ମାଧପୁର, ବଡ଼ଶାସନ, ପାଓ୍ବାରହାଉସ ଆଦି ସ୍ଥାନରେ ଥିବା ଜଳାଶୟରେ ଶହ ଶହ ସଂଖ୍ୟାରେ ବିଭିନ୍ନ ପ୍ରକାରର ବିଦେଶୀ…
ଖାଲି ସ୍ଥାନରେ ଅଳିଆ ଢାଳୁଛି ବିଏମ୍ସି
ଭୁବନେଶ୍ୱର,୧୮।୧୨(ବନ୍ଦନା ସେଠୀ): ଘର ଆଗରେ ଅଳିଆ ପଡ଼ିବନି, ବିଏମ୍ସି ଗାଡ଼ି ଆସି ଘରୁ ଅଳିଆ ସଂଗ୍ରହ କରିବ। ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ନିଜ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ସଫା ରଖିବା ସହ ୨ଟି ଲେଖାଏ ଡଷ୍ଟବିନ୍ ରଖିବେ। କେହି ଯଦି…
କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍ସି ବିଜୟୀ
ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍ସି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ…
ପାର୍ବତୀଙ୍କୁ ସ୍ବର୍ଣ୍ଣ, ରୌପ୍ୟ
ଭୁବନେଶ୍ୱର, ୧୮।୧୨ (ତପନ ସ୍ବାଇଁ): ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଥଲେଟ୍ ପାର୍ବତୀ ସେଠୀ ବର୍ଷ ଶେଷରେ ପୁଣି ନିଜ ଚମକ ଦେଖାଇଛନ୍ତି। ନୂଆଦିଲ୍ଲୀର ଅକ୍ଷରଧାମ କମନ୍ଓ୍ବେଲ୍ଥ ଗେମ୍ସ ଭିଲେଜ ସ୍ପୋଟର୍ସ କମ୍ପ୍ଲେକ୍ସରେ ଚାଲିଥିବା ୩ୟ ଜାତୀୟ ଖେଲୋ ମାଷ୍ଟର ଗେମ୍ସରେ…
ଅନିକେତ୍ ମୁମ୍ବାଇ ଅଧିନାୟକ
ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚଳିତ ମାସ ୨୪ରୁ ଜାନୁୟାରୀ ୧୪ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଅଲ୍ଟିମେଟ୍ ଖୋଖୋ ସିଜନ-୨ ପାଇଁ ଅନିକେତ ପୋଟେଙ୍କୁ ମୁମ୍ବାଇ ଖିଲାଡିଜ୍ ଅଧିନାୟକ ମନୋନୀତ କରାଯାଇଛି। ଏହି ୨୬ ବର୍ଷୀୟ…
ନଭେମ୍ବରରେ ସୋନାଲିକାର ୧୨,୮୯୧ ୟୁନିଟ ବିକ୍ରି
ଭୁବନେଶ୍ୱର,୧୮।୧୨: ଚଳିତବର୍ଷ ନଭେମ୍ବର ମାସରେ ସୋନାଲିକା ଟ୍ରାକ୍ଟର୍ସ ମୋଟ ୧୨,୮୯୧ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ଗତ ବର୍ଷ ସମାନ ଅବଧି ମଧ୍ୟରେ କମ୍ପାନୀ ମୋଟ ୧୦,୪୬୪ ୟୁନିଟ ଟ୍ରାକ୍ଟର ବିକ୍ରି କରିଥିଲା। ବିଶେଷ କରି ଗତବର୍ଷ ତୁଳନାରେ କମ୍ପାନୀର…
Archives


