Home Left

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ ଅଧାଗଢ଼ା ଘରେ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଏବେ ପ୍ରବଳ ଶୀତ ସାଙ୍ଗକୁ କାକର…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି। ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର…

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍‌ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ସୂରଜ ବେଙ୍ଗାଲୁରୁରୁ ମହାରାଷ୍ଟ୍ରର ନାଗପୁର ଯାଇ ଶନିବାର…

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ ଯୋଗୁ ଟ୍ରେନ୍‌ ଭିତରେ ଆତଙ୍କ ସୃଷ୍ଟି ହୋଇଛି। କିନ୍ତୁ ସମୟ ମଧ୍ୟରେ ଅନେକ ଯାତ୍ରୀଙ୍କୁ…

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ ମିଳୁଛି। ପୋଲିସ ପ୍ରଶାସନର ଖାମଖିଆଲି ପାଇଁ ଏଭଳି ସ୍ଥିତି ହେଉଥିବା ଅଭିଯୋଗ ହୋଇଛି। କୋଲକାତାଠାରୁ…

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ସୁନାବେଡ଼ା ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା…

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ ପୋକ ତ ପୁଣି କେତେବେଳେ ତରକାରି ଓ ଉପମାରୁ ପୋକ, ମାଛି, ତେଲଗୁଣି ବାହାରୁଛି।…

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା କପଡ଼ା ବାନ୍ଧି ବୁଲୁଛନ୍ତି। ଏପରିକି ରବିବାର କେତେଜଣ ଦୁର୍ଗନ୍ଧ ଯୋଗୁ ବାନ୍ତି କରି ଅଠରବାଙ୍କି…

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି। ଫାଇନାଲରେ ଟସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri