ମୁମ୍ବାଇ ଲୋକାଲ ଟ୍ରେନର ଭାଇରାଲ ହେଲା ଭିଡିଓ, ଟ୍ରେନର ଗେଟ୍ ପାଖରେ ମୋବାଇଲ ଝୁଲାଇ ଶୁଣିଲେ ଗୀତ…
ମୁମ୍ବାଇ ଲୋକାଲ ଟ୍ରେନକୁ ଦେଶର ଆର୍ଥିକ ଟ୍ରେନ ଭାବରେ ମଧ୍ୟ ବୁଝାଯାଏ। ଅଫିସ ଟାଇମ ହୋଇଗଲେ ଟ୍ରେନରେ ଖଚାଖଚ ଭିଡ ହୋଇଯାଏ। ଯେଉଁଥିରେ ପଶିବା ଅସମ୍ଭବ ହୋଇପଡେ। ଠିକ୍ ସମୟରେ ଟ୍ରେନରେ ଆସି ନ ପହଞ୍ଚିଲେ ଟ୍ରେନ ଛାଡିଦେବାର ସମ୍ଭାବନା ମଧ୍ୟ…
ଆଖିପିଛୁଳାକେ ପଲଟିଗଲା ବାଜି, ଶିକାର କରିବାକୁ ଆସି ପଡିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ ଅନେକ କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ ବନ୍ୟପ୍ରାଣୀଙ୍କ ଭିଡିଓ ଅନ୍ୟତମ। ଜଙ୍ଗଲରେ ସବୁ ସମୟରେ ସତର୍କ ରହିବାକୁ ପଡ଼ିଥାଏ କାରଣ ଏଠାରେ ପାଦେପାଦେ ବିପଦ ଥାଏ। ଦକ୍ଷିଣ ଆଫ୍ରିକାର ଏକ ଜାତୀୟ ଉଦ୍ୟାନର ଏକ…
ସଂସଦର ସୁରକ୍ଷାରେ ତ୍ରୁଟି ମାମଲା: ୭ ଦିନିଆ ପୋଲିସ ରିମାଣ୍ଡରେ ଗଲେ ମାଷ୍ଟରମାଇଣ୍ଡ ଲଳିତ ଝା
ନୂଆଦିଲ୍ଲୀ,୧୫।୧୨: ସଂସଦ ସୁରକ୍ଷା ଭଙ୍ଗର ମାଷ୍ଟରମାଇଣ୍ଡ ଲଳିତ ଝାଙ୍କୁ ଶୁକ୍ରବାର ପଟିଆଲା ହାଉସ କୋର୍ଟରେ ପୋଲିସ ହାଜର କରିଥିଲା। କୋର୍ଟ ତାଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ପଠାଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ କର୍ତ୍ତବ୍ୟ ପଥ ପୋଲିସ ଷ୍ଟେଶନରେ ଲଲିତ ଝା…
ନୂଆ ଶ୍ରମ ଆଇନ: ବଜେଟ ୨୪ରେ ଆସିବ ନୂଆ ପ୍ରସ୍ତାବ, କର୍ମଚାରୀଙ୍କୁ ମିଳିବ ୩ଦିନ ସାପ୍ତାହିକ ଛୁଟି!
ବଜେଟ ୨୦୨୪କୁ ଆଉ କିଛିଦିନ ବାକି ଥିବାବେଳେ ଅର୍ଥନୀତିଜ୍ଞମାନେ ଏବେଠୁ ବିଭିନ୍ନ ଅଟକଳ ଆରମ୍ଭ କରିଛନ୍ତି। ଆଗକୁ ଲୋକସଭା ନିର୍ବାଚନ ଥିବାବେଳେ ବଜେଟରେ ସରକାର କାହା ଉପରେ ସୁନା କଳସ ଢାଳିବେ ସେ ନେଇ ଚର୍ଚ୍ଚା ଖୁବ୍ ଜୋର ଧରିଛି। ଦାବି…
ନାଗପୁରରୁ ଲୋକ ସଭା ନିର୍ବାଚନ ପାଇଁ ଶଙ୍ଖନାଦ କରିବ କଂଗ୍ରେସ
ନୂଆଦିଲ୍ଲୀ,୧୫।୧୨: ଡିସେମ୍ବର ୨୮ରେ ନାଗପୁରରେ କଂଗ୍ରେସ ଏହାର ୧୩୯ ତମ ଫାଉଣ୍ଡେସନ ଦିବସ ପାଳନ କରିବାକୁ ଯାଉଛି। ଏହି ଅବସରରେ ଦଳ ନାଗପୁରରେ ଏକ ବଡ ରାଲିର ଆୟୋଜନ କରିବ ଯେଉଁଥିରେ ଦଳର ସମସ୍ତ ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିବେ। ବିଶ୍ୱାସ…
ଗ୍ରାହକଙ୍କୁ ଏସ୍ବିଆଇର ଝଟ୍କା, ଗୃହ-ଅଟୋ-ବ୍ୟକ୍ତିଗତ ଋଣ ହେଲା ମହଙ୍ଗା
ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍ବିଆଇ) ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛି। ବ୍ୟାଙ୍କ ଏହାର ଋଣକୁ ମହଙ୍ଗା କରିଦେଇଛି। ଏବେ ଋଣ ଲାଗି ସୁଧ ଦର ୧୦.୧୦%ରୁ ବଢ଼ି ୧୦.୨୫% ହୋଇଛି। ଫଳରେ ଗୃହ ଋଣ, ଅଟୋ ଋଣ, ବ୍ୟକ୍ତିଗତ ଋଣ ଆଦି…
ପୋଲିସ ବେଶରେ ଚାନ୍ଦା ଆଦାୟ କରିବା ପଡ଼ିଲା ମହଙ୍ଗା
ଜୟପୁର,୧୫ା୧୨(ପବନ ପାଣିଗ୍ରାହୀ): ଜୟପୁରରେ ପୋଲିସ ବେଶରେ ଚାନ୍ଦା ଆଦାୟ କରିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ପଡିଛି। ତାଙ୍କୁ ଗିରଫ କରାଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ସହରର ନୂଆସାହି, ମହାନ୍ତିସାହି, ତେଲିସାହି ଅଞ୍ଚଳରେ ଘରକୁ ଘର ବୁଲି ଲୋକଙ୍କ ଘର କବାଟ…
ଭଜନଲାଲ୍ଙ୍କ ଶପଥ ଗ୍ରହଣ ପରେ ପରେ ରାଜସ୍ଥାନ ଶାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ…
ଜୟପୁର,୧୫।୧୨: ରାଜସ୍ଥାନରେ ସରକାର ପରିବର୍ତ୍ତନ ହୋଇଛି। ଶୁକ୍ରବାର ଭଜନଲାଲ୍ ଶର୍ମା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାପରେ ରାଜ୍ୟର ଶାସନ ବ୍ୟବସ୍ଥା ବଦଳିବା ଆରମ୍ଭ ହୋଇଛି। ଟି. ରବିକାନ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ଆଇଏଏସ୍ ଆନନ୍ଦୀ…
ନିଖୋଜ ହେବାର ୬ ବର୍ଷ ପରେ ଫ୍ରାନ୍ସରୁ ମିଳିଲେ ବିଟ୍ରେନ ନାବାଳକ
ଲଣ୍ଡନ,୧୫।୧୨: ବ୍ରିଟେନରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ୬ ବର୍ଷ ପୂର୍ବେ ସ୍ପେନରେ ପାରିବାରିକ ଛୁଟି ସମୟରେ ନିଖୋଜ ହୋଇଯାଇଥିବା ଜଣେ ନାବାଳକ ବର୍ତ୍ତମାନ ଫ୍ରାନ୍ସରୁ ମିଳିଛନ୍ତି। ୧୭ ବର୍ଷିୟ ଆଲେକ୍ସ ବ୍ୟାଟିଙ୍କୁ ଜଣେ ଡେଲିଭରି ଡ୍ରାଇଭର ତାଙ୍କୁ…
ନୀତୀଶ ଉପଅଧିନାୟକ ରହିବା ନେତୃତ୍ୱକୁ ମଜଭୁୁତ କରିବ: ଶ୍ରେୟସ
କୋଲକାତା,୧୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୪ରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)ର ଅଧିନାୟକତ୍ୱ କରିବେ ଭାରତୀୟ ମିଡଲ ଅର୍ଡର ବ୍ୟାଟର ଶ୍ରେୟସ ଆୟର। ପିଠିରେ ଇଞ୍ଜୁରୀ ଯୋଗୁ ଲଣ୍ଡନରେ ଏପ୍ରିଲରେ ଶ୍ରେୟସଙ୍କ ଅସ୍ତ୍ରୋପଚାର ଆବଶ୍ୟକ ପଡ଼ିଥିଲା। ଫଳରେ ସେ ଆଇପିଏଲ ୨୦୨୩ ସିଜନରେ…
ଟି-୧୦ ଫର୍ମାଟରେ ଆଇପିଏଲ୍-୨ ଯୋଜନା କରୁଛି ବିସିସିଆଇ, ଜାଣନ୍ତୁ କେବେ ଖେଳାଯିବ
ମୁମ୍ବାଇ,୧୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ସଫଳତା ପରେ ୨୦୨୪ ସୁଦ୍ଧା ଟାୟାର-୨ କ୍ରିକେଟ ଲିଗ୍ ଆୟୋଜନ କରିବାକୁ ଚିନ୍ତା କରୁଛି ବିସିସିଆଇ। ବିସିସିଆଇ ସଚିବ ଜୟ ଶାହା ପ୍ରସ୍ତାବିତ ଲିଗ୍ ପାଇଁ ଏକ ବ୍ଲୁ ପ୍ରିଣ୍ଟରେ ଉପରେ କାମ କରୁଛନ୍ତି…
ସାମ୍ନାକୁ ଆସିଲା ସଦ୍ଦାମ ହୁସେନଙ୍କ ସୁନାର ବନ୍ଧୁକ
ବାଗଦାଦ,୧୫।୧୨: ଦଶନ୍ଧି ଧରି ଇରାକକୁ ଶାସନ କରୁଥିବା ସଦ୍ଦାମ ହୁସେନ ତାଙ୍କର ମହଙ୍ଗା ଜୀବନଶୈଳୀ ପାଇଁ ବେଶ ଜଣାଶୁଣା ଥିଲେ। ସେ ବିଳାସପୂର୍ଣ୍ଣ କାର, ବିମାନ, ବନ୍ଧୁକ ଏବଂ ଅଳଙ୍କାରକୁ ବହୁତ ଭଲ ପାଉଥିଲେ। ସେ ଏକ ପ୍ରାସାଦ ନିର୍ମାଣ କରିଥିଲେ,…
Archives


