ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ
କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ ସହ ୧୦ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଗୁରୁବାର ପୋଲିସ ଏବଂ ହସ୍ପିଟାଲ ଅଧିକାରୀମାନେ…
ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…
ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଉଛନ୍ତି ରାମଚନ୍ଦ୍ରପୁର ଥାନା…
ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର
ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିଥିବା ସାଙ୍ଘାତିକ ଅଭିଯୋଗ…
ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!
ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇପାରେ। ଏ ସମ୍ବନ୍ଧୀୟ ସୂଚନା ଅନୁଯାୟୀ, ରାଜ୍ୟ ସରକାର…
ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍ ତାର
ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ ତାର ଛିଣ୍ଡି ସେବା ବ୍ୟାହତ ହୋଇଛି। ବୁଧବାର ରାତିସାରା ପବନ ଓ ବର୍ଷା…
ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍
ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ ସ୍ରୋତରେ ଭାସିଯାଇଛି। ଫଳରେ ପ୍ରାୟ ୨୦ ଫୁଟ୍ର ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇ ଶୂନ୍ୟ…
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ
ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ ନାଗରିକମାନେ କେବଳ ନିଜ ସ୍ବାର୍ଥରେ ଯାହା ଚାହୁଁଛନ୍ତି ଏବଂ ସେମାନଙ୍କ ସ୍ବର ଶୁଣିବା…
ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ
ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା। ୟୁନୁସଙ୍କ ପୂର୍ବତନ ସଚିବ ଶଫିକୁଲ ଆଲାମ ଏହି ତଥ୍ୟ ପ୍ରକାଶ କରିଛନ୍ତି। ସେ…
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ
ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା ଆଦି ପଞ୍ଚାୟତରେ ବୁଧବାର ସାରୁ ଝିପି ଝିପି ବର୍ଷା ଓ ପବନ ଲାଗିରହିଛି।…
‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର
ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ ମାଧ୍ୟମରେ ସେ ଅନେକ ଥର ଭାରତକୁ ଜଟିଳ ପରିସ୍ଥିତିରୁ ଉଦ୍ଧାର କରିଛନ୍ତି। ଏହି…
ବାତ୍ୟାରେ ଉଜୁଡିଗଲା ମକା ଫସଲ
ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବାତ୍ୟାରେ ଜିଲାରେ ହୋଇଥିବା ମକାଚାଷ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଫଳରେ ଚାଷୀଙ୍କ ମାନସିକ…
ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…
ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ ବର୍ଷା ଏବଂ ଋଷିକୁଲ୍ୟା ନଦୀର କୁଳଘାଇ ଭାଙ୍ଗି ସହର ଓ ଗାଁଗୁଡ଼ିକରେ ବନ୍ୟାଜଳ…

