Home Left

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ ହୋଇଯାଇଛି । ବିଭିନ୍ନ ଦିବସର ୬ଟି ଅଧିବେଶନରେ ପ୍ରାୟ ୫୦ ହଜାରରୁ ଉର୍ଦ୍ଧ କର୍ମକର୍ତ୍ତା…

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର ପେଣ୍ଠସ୍ଥଳୀ । ରାତି ପାହିଲେ ହଜାର ହଜାର ଲୋକ ଏଠାକୁ ବିଭିନ୍ନ ସରକାରୀ ଓ…

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା । ତାଙ୍କୁ କୋଚ ପଦରୁ ବିଦା କରାଯିବା ନେଇ ଖବର ସାମ୍ନାକୁ ଆସିଥିଲା…

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ଏହି ସମୟରେ ପୋଲିସ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା…

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ସିରିଜ ପାଇଁ ବିସିସିଆଇ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ଦଳର…

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ ବନ୍ୟପ୍ରାଣୀ ଜଙ୍ଗଲ ଖାଦ୍ୟ ଅପେକ୍ଷା ଜଙ୍ଗଲ ବାହାର ଖାଦ୍ୟ ଅନେକ ସମୟରେ ପସନ୍ଦ କରୁଛନ୍ତି।…

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ…

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତାଙ୍କୁ ଜିଲା ବିଜେଡି…

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌ ୪୦୪୦ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଓଏସ୍‌ଏପି ବାଟାଲିୟନ ପଡ଼ିଆରେ ଏହି…

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ ପୂର୍ବରୁ…

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ଘୋଷଣା ହୋଇଛିି। ଏହି ଉପଲକ୍ଷେ ବିଜେଡି ସୁପ୍ରିମୋ କଳାହାଣ୍ଡି ଜିଲା କେସିଙ୍ଗା ସହରର…

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ ନଥିବା ଦର୍ଶକଙ୍କ ଭିଡ଼ ଜମିଥିଲା। ନନ୍ଦରାଣୀ, ନନ୍ଦରାଜା ମେଲାଣୀ ଦେବା ପରେ ଶ୍ରୀକୃଷ୍ଣ, ବଲରାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri