ପାକିସ୍ତାନର ଖୋଲିଗଲା ପୋଲ୍: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା
ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି ଦୂତ ଭାବରେ ଅବସ୍ଥାପିତ କରୁଛି। ଏଥିପାଇଁ ଆମେରିକା, ସାଉଦି ଆରବ, ମିଶର ଏବଂ…
ଯୁଦ୍ଧ ଭିତରେ ବଡ଼ ଡିଲ୍ କରିଦେଲେ ମୋଦି-ପୁଟିନ୍, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!
ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ ବିଜୟୀ କରିବା ପାଇଁ ହାତ ମିଳାଇଥିବା ଜଣାପଡିଛି। ପ୍ରତିରକ୍ଷା ଏବଂ ମହାକାଶ କ୍ଷେତ୍ରରେ…
କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର
ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ ୨ ବ୍ଲକ ଅଞ୍ଚଳରେ ଏକାଧିକ ବୃକ୍ଷ ଉପୁଡ଼ି ରାସ୍ତା ଅବରୋଧ ଓ ଘର…
କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ
ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ। ଗତ କିଛି ସପ୍ତାହ ଧରି କରୋନାଭାଇରସର ଓମିକ୍ରନ ଭାରିଆଣ୍ଟର ଏକ ନୂତନ ସବ୍-ଭାରିଆଣ୍ଟ,…
ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…
ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ ଦୁଇ ଦିନ ବୃଦ୍ଧି କଲେ। ହେଲେ ଦୁଇ ଲକ୍ଷ କୁଇଣ୍ଟାଲରୁ ଅଧିକ ଧାନ…
ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ
ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା ମାଓବାଦୀ କ୍ୟାଡ଼ର୍ ନେତା ତଥା ଅନମୋଲ ଟିମର ଜଣେ ଗ୍ରୁପ ବି ମହିଳା…
ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ
ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…
ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ
ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା ପ୍ରସ୍ତାବରେ ପ୍ରାୟତଃ ଅଗ୍ରାହ୍ୟ ଜିନିଷ ରହିଛି। ସେ କହିଛନ୍ତି, “ଆମେ କିଛି ମଧ୍ୟସ୍ଥିଙ୍କ…
ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…
ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ କରିଛି। ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ବିଶ୍ୱ ଶକ୍ତି ଯୋଗାଣ ଉପରେ ଚାପ ବୃଦ୍ଧି…
ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ
ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର ଗୁଣପୁର ଢେପ ସାହିର ଝିଲି ବାଉରୀଙ୍କ ଝିଅ ସନ୍ତୋଷୀ ବାଉରୀକୁ ବିବାହ କରିଥିଲେ।…
ପେନସନ୍ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ
ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍ କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ନୟାଗଡ଼ର ସବଟ୍ରେଜେରୀ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ…
ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…
ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍ଡେଟ୍। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍ଲାଇନ୍ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି…
Archives


