କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ
କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…
ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା
ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ କ୍ଷେତ୍ରରେ ବିଭିନ୍ନ ସରକାରୀ ବିଭାଗ ମଧ୍ୟରେ ତାଳମେଳର ଅଭାବ ଓ କେତେଜଣ ସରକାରୀ କର୍ମଚାରୀଙ୍କ…
ଏଫ୍ଡି ସୁଧ ହାରରେ ବୃଦ୍ଧି
ଭୁବନେଶ୍ୱର,୧୫ା୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବଜାଜ ଫିନ୍ସର୍ଭର ଅଗ୍ରଣୀ କମ୍ପାନୀ ବଜାଜ ଫାଇନାନ୍ସ ଲିମିଟେଡ୍ ପକ୍ଷରୁ ତା’ର ସମସ୍ତ ଅବଧିର ଫିକ୍ସଡ୍ ଡିପୋଜିଟ୍ (ଏଫ୍ଡି) ଉପରେ ସୁଧ ହାର ବୃଦ୍ଧି କରାଯାଇଛି, ଯାହା ୨୦୨୪ ଏପ୍ରିଲ୍ ୩ରୁ ଲାଗୁ…
ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ
ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ…
୩ ବ୍ଲକ ପାଇଁ ୧୦ଜଣ ସଂଯୋଜକଙ୍କୁ ନିଯୁକ୍ତ କଲା ବିଜେଡି
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୩ଟି ବ୍ଲକ ପାଇଁ ମୋଟ୍ ୧୦ ଜଣ ସଂଯୋଜକଙ୍କୁ ଦାୟିତ୍ୱ ଦେଇଛନ୍ତି। ଛେଣ୍ଡିପଦା, ତେଲକୋଇ ଏବଂ କଙ୍କଡାହାଡ଼ ବ୍ଲକ ପାଇଁ ମୋଟ୍ ଏହି ୧୦ ଜଣ ସଂଯୋଜକ…
୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର
ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି। ୨୦୨୧ରେ…
ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ
ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…
ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି
ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…
ପ୍ରଥମ ପ୍ରେମରେ ଧୋକା ଖାଇଥିଲେ ବିଦ୍ୟା
ମୁମ୍ବାଇ:ବଲିଉଡ୍ ଅଭିନେତ୍ରୀ ବିଦ୍ୟା ବଲାନ୍ ନିଜର ଚମତ୍କାର ଅଭିନୟ ବଳରେ ଦୀର୍ଘ ବର୍ଷ ଧରି ପ୍ରଶଂସକଙ୍କ ହୃଦୟରେ ରାଜୁତି କରିଆସୁଛନ୍ତି। ନିଜର ବିନ୍ଦାଶ ଶୈଳୀ ପାଇଁ ବେଶ୍ ପରିଚିତି ଲାଭ କରିଥିବା ଏହି ଅଭିନେତ୍ରୀ ଜଣକ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦୋ…
ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର
ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା…
ଲିଭ୍-ଇନ୍ ପାର୍ଟନର, ପୁଅଙ୍କୁ ହତ୍ୟା କରି ନିଜେ ଝୁଲିପଡିଲେ ଡ୍ରାଇଭର
ନାଗପୁର, ୧୪।୪: ମହାରାଷ୍ଟ୍ରର ନାଗପୁର ସହରର ଏକ ହୋଟେଲରେ ଜଣେ ୩୦ ବର୍ଷୀୟ ବ୍ୟକ୍ତି ନିଜ ଲିଭ୍-ଇନ୍ ପାର୍ଟନର ଓ ୩ ବର୍ଷର ପୁଅଙ୍କୁ ହତ୍ୟା କରିବା ପରେ ଦଉଡ଼ିରେ ଝୁଲି ଆତ୍ମହତ୍ୟା କରିଛନ୍ତି। ବୃତ୍ତିରେ ଡ୍ରାଇଭର ଥିବା ସଚିନ ବିନୋଦ…
୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ
ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍ ଫାଟି ଯାଇଥିବାରୁ ପାଇପ୍ ଜଳ ଯୋଗାଣ ହୋଇପାରୁନାହିଁ। ଯାହାଫଳରେ ଗ୍ରାମର ଲୋକେ ଲାନ୍ଥ ନଦୀର ବାଲିଚୂଆଁ ଉପରେ…

