Home Left

ଖେଳରନତ୍ ପାଇଁ ସାତ୍ତ୍ୱିକ, ଚିରାଗଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧୪।୧୨ (ପି.ଟି.): ଚଳିତ ବର୍ଷର ମେଜର ଧ୍ୟାନଚାନ୍ଦ ଖେଳ ରନତ୍ ପୁରସ୍କାର ପାଇଁ ପୁରୁଷ ଡବଲ୍ସ ବ୍ୟାଡ୍‌ମିଣ୍ଟନ ଖେଳାଳି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟିଙ୍କ ନାମ ସୁପାରିସ କରାଯାଇଛି। ସେହିପରି ଅର୍ଜୁନ ପୁରସ୍କାର ପାଇଁ ସୁପାରିସ ତାଲିକାରେ…

ହଲ୍‌ ଅଫ୍‌ ଫେମ୍‌ରେ ପେସ୍‌, ଅମ୍ରିତରାଜ

ନୂଆଦିଲ୍ଲୀ,୧୪ା୧୨(ପି.ଟି.) : ଦୁଇ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ଓ ବିଜୟ ଅମ୍ରିତରାଜଙ୍କୁ ଇଣ୍ଟରନ୍ୟାଶନାଲ ଟେନିସ୍‌ର ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଉଭୟ ପ୍ରଥମ ଏସୀୟ ପୁରୁଷ ଖେଳାଳି ଭାବେ ଏହି ତାଲିକାରେ ସାମିଲ ହୋଇଛନ୍ତି। ଏହି ଦୁଇ ଜଣଙ୍କ…

ଜଗରନଟ୍ସ-ଓ୍ବାରିୟର୍ସ ଉଦ୍‌ଘାଟନୀ ମ୍ୟାଚ୍‌

ଭୁବନେଶ୍ୱର, ୧୪।୧୨ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଯାଉଥିବା ଅଲ୍‌ଟିମେଟ୍‌ ଖୋ ଖୋ (ୟୁକେକେ) ସିଜନ-୨ର କାର୍ଯ୍ୟସୂଚୀ ବୁଧବାର ପ୍ରକାଶ ପାଇଛି। ତଦନୁସାରେ ଚଳିତ ମାସ ୨୪ ତାରିଖରେ ଗତଥରର ଚାମ୍ପିୟନ ଓଡ଼ିଶା ଜଗରନଟ୍ସ ଓ…

ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟଳୟ ନିକଟରେ ଲାଗିଲା ମାଓ ପୋଷ୍ଟର

ଟିକିର,୧୪।୧୨(ପ୍ରଫୁଲ କୁମାର ବେହେରା )ରାୟଗଡ ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ରେ ସିପିଆଇ ବା.ଘୁ.ନା. ଡ଼ିଭିଜନ ନାଁରେ ଲାଗିଛି ମାଓ ପୋଷ୍ଟର। ଗୁରବାର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟଳୟ ନିକଟରେ ଥିବା ଏକ ଆମ୍ବ ଗଛରେ ଦୁଇଟି ପୋଷ୍ଟର ଲାଗିଥିବା ଦେଖାଯାଇଛି। ଏହି…

ପୂର୍ବୀ କ୍ଷେତ୍ର ଆଇସିଏଆର୍‌ କ୍ରୀଡ଼ା ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୨(ତପନ ସ୍ବାଇଁ): କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ ଖେଳ ପଡ଼ିଆରେ ପୂର୍ବୀ କ୍ଷେତ୍ର ଆଇସିଏଆର କ୍ରୀଡ଼ା ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି। ଚଳିତ ମାସ ୧୬ ପର୍ଯ୍ୟନ୍ତ ହେବାକୁଥିବା ଏହି ପ୍ରତିଯୋଗିତାରେ ପୂର୍ବ ଭାରତର ୧୨ ରାଜ୍ୟ…

ସ୍ପିନ୍‌ ଉପରେ ଭାରତର ଭରସା

ନଭି ମୁମ୍ବାଇ,୧୪ା୧୨(ପି.ଟି.): ଟି୨୦ ସିରିଜରେ ଆଖିଦୃଶିଆ ପ୍ରଦର୍ଶନ ଦେବାରେ ବିଫଳ ହେବା ପରେ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ଖେଳିବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ ମହିଳା କ୍ରିକେଟ ଦଳ। ଭାରତ ନିକଟରେ ଏକ ଚମତ୍କାର ସ୍ପିନ୍‌ ଆକ୍ରମଣ ରହିଥିବା ବେଳେ…

ରାଉଣ୍ଡ ଅଫ୍‌-୧୬ରେ ଅଶ୍ୱିନୀ-ତନିଶା

ଭୁବନେଶ୍ୱର,୧୪ା୧୨(ସରୋଜ ଜେନା): ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି ବିଡବ୍ଲ୍ୟୁଏଫ ଟୁର୍‌ ସୁପର-୧୦୦ ଓଡ଼ିଶା ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ। ୨୭ ଦେଶରୁ ୩୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବା ଏହି ସମ୍ମାନଜନକ ଟୁର୍ନାମେଣ୍ଟର ରାଉଣ୍ଡ ଅଫ୍‌-୧୬ରେ ପ୍ରକାଶ କରିଛନ୍ତି…

ବୋଲିଂରେ ସୁଧାର ଲକ୍ଷ୍ୟରେ ଭାରତ

ଜୋହାନ୍ସବର୍ଗ,୧୪ା୧୨(ପି.ଟି.): ଗୁରୁବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳାଯିବ। ପ୍ରଥମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ପରାଜିତ ହୋଇଥିଲା। ତୃତୀୟ ମ୍ୟାଚ୍‌ ପାଇଁ ସିରିଜ ବାଜିରେ ରହିଥିବା…

ଟ୍ରୁଫିଟ୍‌ ଆଣ୍ଡ ହିଲ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୧୨: ଟ୍ରୁଫିଟ୍‌ ଆଣ୍ଡ ହିଲ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ବୁଧବାର ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଲୟଡ୍‌ସ ଲକ୍‌ଜୁରିସ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ତଥା ସିଓଓ ପ୍ରଣୟ ଡୋକାନିଆ, ନାରାୟଣୀ ମିନେରାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା, ଖାଟୋରେ ଆଇଟି…

ସ୍ବପ୍ନରେ ରହିଗଲା ବିଜୁଳି ଉତ୍ପାଦନ

ଭୁବନେଶ୍ୱର,୧୪ା୧୨(ଅନିଲ ଦାସ)ଭୁବନେଶ୍ୱର ମହାନଗର ନିଗମର ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଦୈନିକ ସହରରୁ ବାହାରୁଥିବା ୮୦୦ ଟନ୍‌ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରିବା ଭୁବନେଶ୍ୱର ମହାନଗର ନିଗମ ଏବଂ ନଗର ଉନ୍ନୟନ ବିଭାଗ ପାଇଁ ଚ୍ୟାଲେଞ୍ଜ…

ଏମ୍‌ଭି-୬୭ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ

କାଲିମେଳା, ୧୪ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ କୋଇମେଟଲା ପଞ୍ଚାୟତ ଏମ୍‌ଭି-୬୭ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗ୍ରାମର ଗୋଟିଏ ରାତିରେ ୨ଜଣଙ୍କ ଚାଷୀଙ୍କ ୪୦ରୁ ଊର୍ଦ୍ଧ୍ୱ ଛେଳି ଓ ମେଣ୍ଢାକୁ ଏହି ଜଙ୍ଗଲୀ ଅଜଣା ଜନ୍ତୁ ମାରି ଖାଇଛି।…

୧୬ରେ ଏସ୍‌ଏସ୍‌ଆଇ ସ୍ପୋର୍ଟସ ସାଇନ୍ସ ସମ୍ମିଳନୀ

ଭୁବନେଶ୍ୱର,୧୪।୧୨ (ଅଭୟ ଦାଶ): ଦେଶର ଅଗ୍ରଣୀ ସାମାଜିକ ପ୍ରତିଷ୍ଠାନ ସ୍ପୋର୍ଟସ ସାଇନ୍ସ ଇଣ୍ଡିଆ (ଏସ୍‌ଏସ୍‌ଆଇ) ପକ୍ଷରୁ ଚଳିତ ବର୍ଷ ଡିସେମ୍ବର ୧୬ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଏକ ମେଗା କାର୍ଯ୍ୟକ୍ରମ ‘ଏସ୍‌ଏସ୍‌ଆଇ ସ୍ପୋର୍ଟସ ସାଇନ୍ସ ସମ୍ମିଳନୀ’ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri