Home Left

ଆଜି ଖୋଲିବ ଆଇଆଇଏଲ୍‌ର ଆଇପିଓ

ଭୁବନେଶ୍ୱର,୧୪।୧୨: ଆଇନକ୍ସ ଇଣ୍ଡିଆ ଲିମିଟେଡ୍‌ (ଆଇଆଇଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ଡିସେମ୍ବର ୧୪ରେ ଖୋଲିବ। ଏପରିକି ଉକ୍ତ ଅଫର ୨୦୨୩ ଡିସେମ୍ବର ୧୮ରେ ବନ୍ଦ ହେବ। ଫଳରେ ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ…

ଜନକଲ୍ୟାଣ ଯୋଜନା ଉପରେ ବ୍ୟାଙ୍କଗୁଡ଼ିକ ଗୁରୁତ୍ୱ ଦିଅନ୍ତୁ: ଅନୁ

ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ଆମ ବ୍ୟାଙ୍କ ଯୋଜନା, ମିଶନ ଶକ୍ତି ସ୍କୁଟର ଯୋଜନା, ଲକ୍ଷ୍ମୀ ଯୋଜନା, ବଳରାମ ଯୋଜନା, ମୋ ଘର ଯୋଜନା ଆଦି ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ କାର୍ଯ୍ୟକ୍ରମ । ସେଗୁଡ଼ିକର ଆଶାନୁରୂପ ସଫଳତା ଦିଗରେ ବ୍ୟାଙ୍କଗୁଡ଼ିକର ନିଷ୍ଠାପର ସହଯୋଗ…

ମାସର ଅଧାଦିନ ତାଲା ଝୁଲୁଛି

ଢେଙ୍କିକୋଟ,୧୪ା୧୨(ନୀଳମଣି ମଣ୍ଡଳ)କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଢେଙ୍କିକୋଟ ରାଜସ୍ବ ନିରୀକ୍ଷକ (ଆର୍‌ଆଇ ଅଫିସ)ଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥା ଘେରରେ ଚାଲିଛି। କାର୍ଯ୍ୟାଳୟ ମାସକୁ ଅଧା ଦିନ ବନ୍ଦ ରହୁଥିବାରୁ ଛାତ୍ରୀଛାତ୍ର ସମେତ ବହୁ ଆଦିବାସୀ ଚାଷୀ, ବୃଦ୍ଧାବୃଦ୍ଧ, ଭୂମିହୀନ ଜନସାଧାରଣ ବିଭିନ୍ନ…

ଭାଜପା ଏମ୍‌ପିଙ୍କ ପାସ୍‌ରେ ପଶିଲେ

ନୂଆଦିଲ୍ଲୀ,୧୪ା୧୨ : ବୁଧବାର ୨୦୦୧ ପାର୍ଲାମେଣ୍ଟ ଆକ୍ରମଣର ବର୍ଷପୂର୍ତ୍ତି ଦିନ ନବନିର୍ମିତ ସଂସଦ ଭବନର ସୁରକ୍ଷାରେ ବଡ଼ଧରଣର ବିଭ୍ରାଟ ପରିଲକ୍ଷିତ ହୋଇଛି। ମହୀଶୂରର ଭାଜପା ଏମ୍‌ପି ପ୍ରତାପ ସିମ୍‌ହାଙ୍କ ପାସ୍‌ରେ ଲୋକ ସଭାକୁ ପ୍ରବେଶ କରି ୨ ଜଣ ବିକ୍ଷୋଭକାରୀ ଆତଙ୍କ…

ସଂସଦ ସୁରକ୍ଷା: ବିନା ନିଯୁକ୍ତିରେ ୧୦ ବର୍ଷ

ନୂଆଦିଲ୍ଲୀ,୧୪ା୧୨: ଭାରତୀୟ ପାର୍ଲାମେଣ୍ଟକୁ ଗଣତନ୍ତ୍ରର ମନ୍ଦିର ଆଖ୍ୟା ଦିଆଯାଇଛି। ସାରା ଦେଶର ଲୋକଙ୍କ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଏଠାରେ ନିଜ ନିଜ ଅଞ୍ଚଳର ସମସ୍ୟା ଓ ଜାତୀୟ ପ୍ରସଙ୍ଗ ଉଠାଇଥାଆନ୍ତି। ୨୦୦୧ରେ ପୁରୁଣା ପାର୍ଲାମେଣ୍ଟ ଉପରେ ପାକିସ୍ତାନୀ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।…

୨୦୦ କୁଇଣ୍ଟାଲ ଚାଉଳ ଗାଏବ

ହାଟଡ଼ିହୀ,୧୪l୧୨ (ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଅଧୀନ ୬ ପଞ୍ଚାୟତରେ ଗତ ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୩ ମାସର ଚାଉଳ ହିତାଧିକାରୀଙ୍କୁ ଅଦ୍ୟାବଧି ମିଳିନାହିଁ। ହିତାଧିକାରୀଙ୍କ ପାଇଁ ଆସିଥିବା ପ୍ରାୟ ୨୦୦ କୁଇଣ୍ଟାଲ ଚାଉଳ ହେରଫେର ହୋଇଥିବା ଜଣାପଡ଼ିଛି।…

ବିଲମୁଣ୍ଡରୁ ଧାନ ବିକି ଦେଉଛି ଚାଷୀ

ଖଇରା, ୧୪।୧୨(ଉତ୍କଳବନ୍ଧୁ ପଣ୍ଡା)ଡିସେମ୍ବର ମାସର ଅଧାଦିନ ଗଲାଣି। ୨୫ଭାଗ ଚାଷୀ ବିଲରୁ ପଶ୍ଚିମବଙ୍ଗ ବ୍ୟବସାୟୀଙ୍କ ପ୍ରଲୋଭନରେ ପଡି ଧାନ ବିକିସାରିଲାଣି। ଗତବର୍ଷ ମିଲରମାନଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇସାରିଥିବା ଚାଷୀ ଆଉ ଆଗକୁ ଭରସା ନ ରଖି ମହରଗରୁ ବର୍ତ୍ତିବାକୁ ଶାଗମାଛ…

ଧାର୍ଯ୍ୟ ସମୟରେ ସରିବା ନେଇ ଆଶଙ୍କା

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲାର ବହୁ ପ୍ରତୀକ୍ଷିତ କାନପୁର ଜଳସେଚନ ପ୍ରକଳ୍ପ ଚଳିତବର୍ଷ ଡିସେମ୍ବର ସୁଦ୍ଧା ନିର୍ମାଣ ଶେଷ ହୋଇ କାର୍ଯ୍ୟକ୍ଷମ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ଅଦ୍ୟାବଧି ୯୦ ପ୍ରତିଶତ କାମ ସରିଥିବା ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଉଥିଲେ ହେଁ…

ଗୋଦାମଘରେ ପାଠପଢ଼ା

ମୋହନା,୧୪ା୧୨(ମନ୍ମଥ ମିଶ୍ର)ବିଦ୍ୟାଳୟରେ ନାହିଁ ଆବଶ୍ୟକ ଶ୍ରେଣୀ ଗୃହ, ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ବାରଣ୍ଡାରେ ଚାଲୁଛି ଏକାଥରକେ ତିନି ତିନୋଟି ଶ୍ରେଣୀର ପିଲାଙ୍କ ପାଠପଢା। କେବଳ ସେତିକି ନୁହେଁ ଗୋଦାମ ଗୃହରେ ମଧ୍ୟ ପଢୁଛନ୍ତି ଛାତ୍ରୀଛାତ୍ରୀ। ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି…

ଧର୍ମଶାଳାରେ ବଢ଼ି ଚାଲିଛି ଆପରାଧିକ କାର୍ଯ୍ୟକଳାପ

ଧର୍ମଶାଳା/କାଏମା,୧୪ା୧୨(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି):ଧର୍ମଶାଳା ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ଏଠାରେ ୭ ଦିନ ମଧ୍ୟରେ ୩ ଅପହରଣ ଉଦ୍ୟମ ଘଟଣା ଘଟିବା ପରେ ବିଦ୍ୟାଳୟ ଛାତ୍ରୀଛାତ୍ର ଓ ଅଭିଭାବଙ୍କଙ୍କ ମନରେ ଭୟର ବାତାବରଣ ଦେଖାଦେଇଛି। ସ୍କୁଲ୍‌କୁ ପିଲାଙ୍କୁ ଛାଡ଼ିବା…

ନଡ଼ା ପୋଡ଼ି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୧୨:ଦିଲ୍ଲୀ-ଏନ୍‌ସିଆର୍‌ରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ ବୁଧବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରଦୂଷଣ ରୋକିବା ପାଇଁ ନଡ଼ାମୂଳି ପୋଡ଼ିବା ବନ୍ଦ କରାଯିବା ଜରୁରୀ। ପ୍ରତି ଶୀତଋତୁରେ ଲୋକେ ଯେପରି ସମାନ ଅସୁବିଧା ନ ଭୋଗିବେ ତାହା ସୁନିଶ୍ଚିତ କରିବା ପାଇଁ ଏହି…

ସଂସଦରେ ସୁରକ୍ଷା ତ୍ରୁଟି: ଗଠନ ହେଲା ଏସ୍‌ଆଇଟି

ନୂଆଦିଲ୍ଲୀ,୧୩।୧୨:ସଂସଦର ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ତ୍ରୁଟି ଘଟିଛି। ଏହାକୁ ନେଇ ଗୃହ ମନ୍ତ୍ରଣାଳୟ ସିଆରପିଏଫ୍‌ ଡିଜି ଅନିଶ ଦୟାଲ ସିଂଙ୍କ ଅଧ୍ୟକ୍ଷତାରେ ଏସଆଇଟି ଗଠନ ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଆକ୍ରମଣ କରୁଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri