Home Left

ଥାନା ପରିସରରେ କରାଗଲା ୧୫୨ ଚାରାରୋପଣ, ଉପସ୍ଥିତ ଥିଲେ…

ଜଗନ୍ନାଥ ପ୍ରସାଦ,୧୭।୯(ବିଭୁ ପ୍ରସାଦ ପଟ୍ଟନାୟକ) : ବୁଧବାର ଜଗନ୍ନାଥ ପ୍ରସାଦ ଥାନା ପରିସରରେ ଥାନା କର୍ମଚାରୀ ସ୍ଥାନୀୟ ସମାଜସେବୀମାନଙ୍କ ମିଳିତ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟରେ ୭୫ ଲକ୍ଷ...

ଏକ ପେଡ ମା’କେ ନାମ୍‌ କାର୍ଯ୍ୟକ୍ରମରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଲୋକଙ୍କୁ ଅନୁରୋଧ କରି କହିଲେ…

ଲାଙ୍ଗୀର, ୧୭।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଚନ୍ଦନଭାଟି ସୁଦାମ ଚରଣ କଲେଜରେ ବୁଧବାର ଏକ ପେଡ ମା’କେ ନାମ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ଏହି କାର୍ଯ୍ୟକ୍ରମକୁ ଧୁମଧାମରେ ପାଳନ...

ସାର ପାଇଁ ଚାଷୀ ହଟହଟା: ଭୋରରୁ ଚାଷୀଙ୍କ ଲମ୍ବା ଧାଡ଼ି, ପ୍ରବଳ ତାତି ଯୋଗୁ ଅଚେତ୍‌ ହୋଇଗଲେ ୩ ମହିଳା

ଦିଗପହଣ୍ଡି/ପାଟପୁର,୧୭।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ବୁଧବାର ଭୋରରୁ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପ୍ରାଥମିକ ସେବା ସମବାୟ ସମିତ କାର୍ଯ୍ୟାଳୟ ସମ୍ମୁଖରେ ସାର ପାଇଁ ଖଲିଙ୍ଗି...

ଲୋକଙ୍କୁ ସଚେତନ କରିବା ସହ ନିଜେ ବୃକ୍ଷରୋପଣ କଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୭।୯ (ଅରୁଣ ସାହୁ): ଆମେ ବୃକ୍ଷ ରୋପଣ କରିବୁ ଏବଂ ଗାଁରେ ଅଭିଭାବକ ଓ ଗ୍ରାମବାସୀଙ୍କୁ ମଧ୍ୟ ସଚେତନ କରାଇବୁ । ଗଛ ବଞ୍ଚିଲେ ଆମେ ବଞ୍ଚିପାରିବା। ଏଭଳି ବାର୍ତ୍ତା ଦେବା ସହ ନିଜେ ବୃକ୍ଷରୋପଣ କାର୍ଯ୍ୟରେ ସାମିଲ...

ଗୋକନେଶ୍ୱର ପୀଠରେ ଦୀପ ଦାନ କରି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ଭାଜପା କର୍ମୀ

ଧର୍ମଶାଳା,୧୭।୯(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଭାଜପା କର୍ମୀ ଓ ନେତୃମଣ୍ଡଳୀ ବରିଷ୍ଠ ନାଗରିକମାନେ ବାବା ଗୋକନେଶ୍ୱର ପୀଠରେ ସମୂହ ଦୀପ ଦାନ କରି ମହାଆଡ଼ମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ପାଳନ କରିଛନ୍ତି। ଭାଜପା ଜିଲା ସଭାପତି ଦେବଯାନୀ...

ପ୍ରଧାନମନ୍ତ୍ରୀଙ୍କ ଫଟୋ ଚିତ୍ରକୁ ରଖି ମା’ ତାରାତାରିଣୀଙ୍କ ଠାରେ ଶୁଭ ମନାସିଲେ ସେବାୟତ ,ଦୀର୍ଘାୟୁ କାମନା କରି…

ପୁରୁଷୋତ୍ତମପୁର,୧୭।୯ (ସିମାଞ୍ଚଳ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ସେବୟତମାନଙ୍କ ପକ୍ଷରୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଫୋଟଚିତ୍ରକୁ ମା’ଙ୍କ ନିକଟରେ ରଖି ଶୁଭମନାସି ଅଖଣ୍ଡ ଦୀପ...

ଆଧାରକାର୍ଡ ନ ଥିବାରୁ ପାଠପଢ଼ାରୁ ବଞ୍ଚିତ ଘଟଣା: ଖବର ପ୍ରକାଶ ପରେ ଛାତ୍ରୀଙ୍କ ପରିବାରଙ୍କୁ ଭେଟିଲେ ବିଇଓ, କହିଲେ…

ଗଞ୍ଜାମ, ୧୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ଅଇଁଠା ବଣ ଗ୍ରାମର ଏସ ସୁରେନ୍ଦ୍ର ଦାସଙ୍କ ଝିଅ ମୋନାଲିସା ଦାସଙ୍କ ଆଧାରକାର୍ଡ ନ ଥିବାରୁ ପାଠ ପଢ଼ାରୁ ବଞ୍ଚିତ ନେଇ ଧରିତ୍ରୀରେ ଖବର ପ୍ରକାଶ...

ଏକ ପେଡ ମା’ କେ ନାମ୍‌ କାର୍ଯ୍ୟକ୍ରମ: ସାମିଲ ହେଲେ ସ୍ଥାନୀୟ ପ୍ରଶାସନ, ଅଞ୍ଚଳବାସୀ

ଦାରିଙ୍ଗବାଡି,୧୭।୯ (ଅରୁଣ ସାହୁ):ଗଛ ଆମକୁ ଜୀବନ ଦେଉଛି । ସେ ଆମକୁ ଲାଳନପାଳନ କରୁଛି ହେଲେ ଆମେ ମଧ୍ୟ ଗଛ ଲଗାଇ ତାକୁ ନିଜ ସନ୍ତାନ ଭଳି ଲାଳନପାଳନ କରିବା ଆବଶ୍ୟକ। ଗଛ ଓ ମଣିଷ ଉଭୟ ଉଭୟଙ୍କ ପାଇଁ...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି...

ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ

ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲାପକାଇ ଉକ୍ତ...

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାହୁଲ, ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ଭାରତୀୟ ଜନତା ପାର୍ଟିର କର୍ମୀମାନେ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି ଏବଂ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି...

ମହିଳା କନଷ୍ଟେବଳଙ୍କୁ ହତ୍ୟା କରି କାର୍‌ରେ ମୃତଦେହ ନେଇଥିଲେ ପୁରୁଷ ବନ୍ଧୁ, ସାମ୍ନାକୁ ଆସିଲା ଅନେକ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର,୧୭ା୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri